ପୁରୀ ଅଫିସ,୨୬ା୫: ବର୍ତ୍ତମାନ ରେଡିଓର ଆଉ ଚାହିଦା ନାହିଁ। ଟିଭି, ମୋବାଇଲ ଯୁଗରେ ରେଡିିଓ ଏକପ୍ରକାର ଅଦରକାରୀ ହୋଇପଡ଼ିଛି। ହେଲେ ଏମିତି ଅଲୋଡ଼ା ପଡିଥିବା ଏକ ରେଡ଼ିଓରେ…
ଜମ୍ମୁ,୨୬ା୫(ପି.ଟି.): ଜମ୍ମୁ-କଶ୍ମୀରରେ ବଡ଼ ଧରଣର ଭୂସ୍ଖଳନ ଯୋଗୁ ରମ୍ବାନା ଜିଲା ଅନ୍ତର୍ଗତ ଜମ୍ମୁ-ଶ୍ରୀନଗର ଜାତୀୟ ରାଜପଥ ଅବରୋଧ ହୋଇଛି। କଶ୍ମୀର ସହ ଦେଶର ଅନ୍ୟାନ୍ୟ ଭାଗକୁ ସଂଯୋଗ…
ନୂଆଦିଲ୍ଲୀ,୨୬-୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଏନ୍ଡିଏ ସରକାର ଖୁବଶୀଘ୍ର ଦ୍ୱିତୀୟ କାର୍ଯ୍ୟକାଳ ସମ୍ଭାଳିବାକୁ ଯାଉଛିି। ନୂଆ ସରକାର ଗଠନ ପରେ ଭାଜପାର ନିର୍ବାଚନୀ ପ୍ରତିଶ୍ରୁତି ପାଳନ…
ଓ୍ବାଶିଂଟନ,୨୬ା୫(ପି.ଟି.): ଜୁନ୍ରେ ଜି-୨୦ ସମିଟ୍ ଜାପାନରେ ଅନୁଷ୍ଠିତ ହେବାକୁ ଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ସାକ୍ଷାତ…
ନୂଆଦିଲ୍ଲୀ,୨୬-୫: ଭାରତୀୟ ଷ୍ଟେଟ୍ ବ୍ୟାଙ୍କ(ଏସ୍ବିଆଇ) ଏହାର ୧ ଲକ୍ଷ ଗ୍ରାହକଙ୍କର ଅଭିଯୋଗ ଶୁଣିବ। ଆସନ୍ତା ୨୮ରେ ବ୍ୟାଙ୍କ ପକ୍ଷରୁ ସାରା ଦେଶରେ ଗ୍ରାହକ ସମ୍ମିଳନୀ ଆୟୋଜନ କରି…
ଜୋହାନ୍ସବର୍ଗ,୨୬ା୫(ପି.ଟି.): ଆଫ୍ରିକୀୟ ଜାତୀୟ କଂଗ୍ରେସ (ଏଏନ୍ସି) ମୁଖ୍ୟ ସିରିଲ୍ ରାମାଫୋସା ଶନିବାର ଦେଶର ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିଛନ୍ତି। ଷଷ୍ଠ ସାଧାରଣ ନିର୍ବାଚନ ପରେ ପାର୍ଲାମେଣ୍ଟ…
ଭୁବନେଶ୍ୱର,୨୬।୫(ବ୍ୟୁରୋ)- ୟୁନିଭର୍ସିଟି ଅଫ୍ ଗ୍ରନିଙ୍ଗ୍ଜେନ୍ ତରଫରୁ ପ୍ରଦାନ କରାଯାଉଥିବା ୟୁରୋପିଆନ୍ ମାଷ୍ଟର୍ସ ଇନ୍ କ୍ଲିନିକାଲ୍ ଲିଙ୍ଗୁଇଷ୍ଟିକ୍(ଇଏମ୍ସିଏଲ୍+) ପ୍ରୋଗ୍ରାମ ସ୍କଲାରଶିପ୍ ପାଇବାକୁ ମନୋନୀତ ହୋଇଛନ୍ତି ଓଡ଼ିଶାର ସ୍ବସ୍ତିକା ଭଟ୍ଟାଚାର୍ଯ୍ୟ।…
ହାଇଦ୍ରାବାଦ,୨୬ା୫(ପି.ଟି.): ଓ୍ବାଇଏସ୍ଆର୍ କଂଗ୍ରେସ ପାର୍ଟି ଅଧ୍ୟକ୍ଷ ଓ୍ବାଇ.ଏସ୍. ଜଗନ୍ମୋହନ ରେଡ୍ଡୀ ଶନିବାର ଆନ୍ଧ୍ରପ୍ରଦେଶ ଏବଂ ତେଲେଙ୍ଗାନାର ରାଜ୍ୟପାଳ ଇଏସ୍ଏଲ୍ ନରସିଂହଙ୍କୁ ଭେଟି ଆନ୍ଧ୍ରରେ ସରକାର ଗଠନ ଲାଗି…
ନୂଆଦିଲ୍ଲୀ,୨୬-୫: ଏନ୍ଡିଏ ସରକାର କ୍ଷମତାକୁ ଫେରିବା ପରେ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରାଯିବ। ଏଥିଲାଗି ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ସ୍ବାସ୍ଥ୍ୟାବସ୍ଥା ଖରାପ ଥିବା…
ଗାଙ୍ଗଟକ୍,୨୬ା୫(ପି.ଟି.): ସିକିମ୍ କ୍ରାନ୍ତିକାରୀ ମୋର୍ଚ୍ଚା (ଏସ୍କେଏମ୍)ର ଏକ ପ୍ରତିନିଧି ଦଳ ଏହାର ଅଧ୍ୟକ୍ଷ ପି.ଏସ୍. ଗୋଲେଙ୍କ ନେତୃତ୍ୱରେ ଶନିବାର ରାଜ୍ୟପାଳ ଗଙ୍ଗାପ୍ରସାଦଙ୍କୁ ଭେଟି ପରବର୍ତ୍ତୀ ସରକାର ଗଠନ…