Home Left

କେନ୍ଦ୍ରରେ ସରକାର ଗଢ଼ିବ ଭାଜପା: ନିଜ ଟୁଇଟର୍‌ ପୃଷ୍ଠାରୁ ‘ଚୌକିଦାର’ ଶବ୍ଦ ହଟାଇଲେ ମୋଦି

ନୂଆଦିଲ୍ଲୀ,୨୩।୫: ୨୦୧୯ ସାଧାରଣ ନିର୍ବାଚନରେ ଭାଜପା ବୃହତ ବିଜୟ ଆଡ଼କୁ ଅଗ୍ରସର ହେଉଛି। ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହଙ୍କ ନିର୍ବାଚନ ରଣନୀତି ଯୋଗୁ ଭାଜପା ୩ଶହରୁ…

7 years ago

୧୫ ରାଉଣ୍ଡ: ଆଗରେ ଭାଜପା ପ୍ରାର୍ଥୀ

ବାଲେଶ୍ୱର ଅଫିସ, ୨୩ା୫-ବାଲେଶ୍ୱର ଲୋକସଭା ଆସନରେ ୧୫ ରାଉଣ୍ଡ ସୁଦ୍ଧା ଭାଜପା ପ୍ରାର୍ଥୀ ୨ ଲକ୍ଷ ୨ ହଜାର ୬୯୪ ଭୋଟ ପାଇଥିବା ବେଳେ ବିଜେଡି ପ୍ରାର୍ଥୀ…

7 years ago

ଗାନ୍ଧୀ ନଗର ଲୋକ ସଭା ଆସନରେ ଶାହ ବିଜୟୀ, ମିଳିପାରେ ଗୁରୁତ୍ୱପୂର୍ଣ୍ଣ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୨୩ା୫: ନିର୍ବାଚନ ରଣନୀତି ଓ ପ୍ରଚାରର ମଙ୍ଗ ଧରିଥିବା ଭାଜପା ଅଧ୍ୟକ୍ଷ ଅମିତ ଶାହଙ୍କ ଭୂମିକା ଏଥର ବେଶ୍‌ ଗୁରୁତ୍ୱପୂର୍ଣ୍ଣ ଥିଲା। ୨୦୧୪ରେ ସେ ୟୁପି ଲାଗି…

7 years ago

କେନ୍ଦ୍ରାପଡ଼ା ଲୋକ ସଭା ଆସନ: ଅନୁଭବ ୭୮ହଜାର ଭୋଟରେ ଆଗୁଆ

ମହାକାଳପଡ଼ା, ୨୩।୫ (ଡି.ଏନ୍‌.ଏ.)-କେନ୍ଦ୍ରାପଡ଼ା ଲୋକ ସଭା ଆସନରେ ବିଜେଡି ପ୍ରର୍ଥୀ ଅନୁଭବ ମହାନ୍ତି ଭାଜପା ପ୍ରାର୍ଥୀ ବୈଜୟନ୍ତ ପଣ୍ଡାଙ୍କଠାରୁ ବର୍ତ୍ତମାନ ସୁଦ୍ଧା ୭୮,୫୭୬ ଭୋଟରେ ଆଗରେ ଅଛନ୍ତି।

7 years ago

ରାହୁଲଙ୍କ ଚୌକିଦାର, ରାଫାଲ ସ୍ଲୋଗାନ ବିଫଳ: ୨୦୧୪ ତୁଳନାରେ ୧୧ଟି ଅଧିକ ଆସନରେ ଜିତିବ କଂଗ୍ରେସ

ନୂଆଦିଲ୍ଲୀ,୨୩ା୫(ପି.ଟି.): କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ଚୌକିଦାର ଏବଂ ରାଫାଲ ସ୍ଲୋଗାନ ବିଫଳ ହୋଇଛି। ନ୍ୟାୟ ଯୋଜନା ମଧ୍ୟ ଦଳ ପାଇଁ ଭୋଟ ସଂଗ୍ରହ କରିବାରେ ବିଫଳ…

7 years ago

ଆନ୍ଧ୍ରରେ ଓ୍ବାଇଏସ୍‌ଆରସିପି ସରକାର: ୩୦ରେ ଶପଥ ନେବେ ଜଗନମୋହନ

ଅମରାବତୀ,୨୩ା୫: ଆନ୍ଧ୍ରପ୍ରଦେଶ ବିଧାନସଭା ନିର୍ବାଚନରେ ଓ୍ବାଇଏସ୍‌ଆର୍‌ ଜଗନମୋହନ ରେଡ୍ଡୀଙ୍କ ଦଳ ଓ୍ବାଇଏସ୍‌ଆର୍‌ କଂଗ୍ରେସ ପାର୍ଟି ନିରଙ୍କୁଶ ସଂଖ୍ୟାଗରିଷ୍ଠତା ସହ ସରକାର ଗଢ଼ିବାକୁ ଯାଉଛି। ଜଗନମୋହନ ଆସନ୍ତା ୩୦…

7 years ago

ଆଳିରେ ପ୍ରତାପ ଦେବ ୧୦,୬୯୦ ଭୋଟରେ ଆଗୁଆ

ମହାକାଳପଡ଼ା, ୨୩।୫ (ଡି.ଏନ୍‌.ଏ.)- ଆଳି ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ପ୍ରତାପ ଦେବ ୧୦,୬୯୦ ଭୋଟରେ ଆଗୁଆ ଅଛନ୍ତି। ୧୨ ରାଉଣ୍ଡ ଭୋଟ ଗଣତି ପରେ ପ୍ରତାପ ଦେବ…

7 years ago

ଛେଣ୍ଡିପଦାରେ ଅଗସ୍ତି ବେହେରା ୫୧୫୨ ଭୋଟରେ ଆଗରେ

ଛେଣ୍ଡିପଦା, ୨୩ା୫(ସ୍ବ.ପ୍ର.)- ଛେଣ୍ଡିପଦା ବିଧାନସଭା ନିର୍ବାଚନମଣ୍ଡଳୀରେ ଭାଜପା ପ୍ରାର୍ଥୀ ଅଗସ୍ତି ବେହେରା ୧୦ମ ରାଉଣ୍ଡ ସୁଦ୍ଧା ବିଜେଡିର ସୁଶାନ୍ତ କୁମାର ବେହେରାଙ୍କଠାରୁ ୫୧୫୨ ଭୋଟରେ ଆଗରେ ଅଛନ୍ତି।…

7 years ago

ଚମ୍ପୁଆରେ ବିଜେଡି ପ୍ରାର୍ଥୀ ମିନାକ୍ଷୀ ବିଜୟୀ

ଚମ୍ପୁଆ, ୨୩।୫(ଡି.ଏନ.ଏ.)- କେନ୍ଦୁଝର ଜିଲା ଚମ୍ପୁଆ ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀ ମିନାକ୍ଷୀ ମହାନ୍ତ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପା ପ୍ରାର୍ଥୀ ମୁରଲୀ ମନୋହର…

7 years ago

ପାଲଲହଡ଼ାରେ ମୁକେଶ ପାଲ ବିଜୟୀ

ପାଲଲହଡ଼ା, ୨୩ା୫(ଡି.ଏନ.ଏ.)- ପାଲଲହଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀରେ ବିଧାୟକ ଭୋଟ ଗଣତି ଶେଷ ହୋଇଛି। ବିଜେଡିର ମୁକେଶ ପାଲ ୬ ହଜାରରୁ ଊର୍ଦ୍ଧ୍ୱ ଭୋଟରେ ବିଜୟୀ ହୋଇଛନ୍ତି।

7 years ago