Home Left

ବଣ୍ଡାଖାଲି ଜଙ୍ଗଲରେ ମାଓବାଦୀ-ଏସ୍‌ଓଜି ଯବାନ ଗୁଳି ବିନିମୟ

ଭବାନୀପାଟଣା/ଲାଞ୍ଜିଗଡ଼, ୨୫।୭(ଡି.ଏନ.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ବିଜେପୁର ଥାନା ଅନ୍ତର୍ଗତ ବଣ୍ଡାଖାଲି ଜଙ୍ଗଲରେ ବୁଧବାର ସକାଳେ ମାଓବାଦୀ ଓ ଏସ୍‌ଓଜି ଯବାନଙ୍କ ମଧ୍ୟରେ ଗୁଳି ବିନିମୟ…

7 years ago

ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ପ୍ରତିବାଦରେ ଜିଲା କଂଗ୍ରେସର ବିକ୍ଷୋଭ

ଭୁବନେଶ୍ୱର, ୨୫।୭(ବ୍ୟୁରୋ): ରାଜ୍ୟରେ ଶିଶୁ, ନାବାଳିକା, ନାରୀ ନିର୍ଯାତନା, ବଳାତ୍କାର ଓ ଗଣବଳାତ୍କାର, ଅପହରଣ, ନିଖୋଜ ଓ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ପରିସ୍ଥିତି କ୍ରମାଗତ ଭାବେ ବୃଦ୍ଧି ପାଉଛି।…

7 years ago

ପାଣିପାଗ ବିଭାଗର ସତର୍କ ସୂଚନା: ଆସନ୍ତା ୪ ଘଣ୍ଟାରେ ହେବ ପ୍ରବଳ ବର୍ଷା

ମୁମ୍ବାଇ,୨୫।୭: ମୁମ୍ବାଇ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଆସନ୍ତା ୪ ଘଣ୍ଟା ମଧ୍ୟରେ ମୁମ୍ବାଇର କେତେକ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଥାନେ, ରାଇଗଡ଼, ପାଲଘର,…

7 years ago

ବାରଙ୍ଗର ୪ ସରକାରୀ ଅଫିସକୁ ନାହିଁ ରାସ୍ତା

ନରାଜ,୨୫।୭(ଡି.ଏନ୍‌.ଏ.): ବାରଙ୍ଗ ବ୍ଲକ ଅନ୍ତର୍ଗତ ନରଣପୁରର ଇଟାଖାଲ ଭିତରେ ରହିଛି ରାଜ୍ୟ ସରକାରଙ୍କର ବହୁ ଗୁରୁତ୍ୱପୂର୍ଣ୍ଣ ଚାରୋଟି କାର୍ଯ୍ୟାଳୟ। ସେଗୁଡ଼ିିକ ହେଲା ଅଗ୍ନିଶମ କେନ୍ଦ୍ର, କୃଷି ପ୍ରଯୁକ୍ତି…

7 years ago

ଡଙ୍ଗା ଯୋଗାଣରେ ଦୁର୍ନୀତି ଅଭିଯୋଗକୁ ବିିତିଲା ୩ ବର୍ଷ: ପୁନଃ ତଦନ୍ତ ଲାଗି ରାଜ୍ୟପାଳଙ୍କୁ ପତ୍ର

ଗୋପ,୨୫।୭(ଡି.ଏନ୍‌.ଏ.): ଗୋପରେ ୨୦୧୧ମସିହା ବନ୍ୟା ସମୟରେ ଗୋପ ବ୍ଲକ୍‌ରେ ଡଙ୍ଗା ଯୋଗାଣ ନାଁରେ ୧୭ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଦୁର୍ନୀତି ହୋଇଥିବା ଅଭିଯୋଗକୁ ତିନି ବର୍ଷ ପୂରିଥିଲେ…

7 years ago

୧୬ ନଂ. ଜାତୀୟ ରାଜପଥରେ ସ୍କୁଟି ପଛକୁ ପିଟିଲା କାର୍‌: ଶିକ୍ଷୟିତ୍ରୀ, ଅବସରପ୍ରାପ୍ତ ଶିକ୍ଷକଙ୍କ ମୃତ୍ୟୁ

ଯଁ।ଳା/ଜଟଣୀ,୨୫।୭(ଡି.ଏନ.ଏ.): ୧୬ ନଂ. ଜାତୀୟ ରାଜପଥର ଯଁ।ଳା ଫାଣ୍ଡି ଅନ୍ତର୍ଗତ ମହୁରା ଛକ ନିକଟରେ ବୁଧବାର ଅପରାହ୍ନ ସାଢ଼େ ୨ଟାରେ ସ୍କୁଟି ପଛକୁ କାର ଧକ୍କା ଦେବାରୁ…

7 years ago

ସରକାରୀ ଯୋଜନା ଲୋକଙ୍କ ପାଖରେ ପହଞ୍ଚାଅ

ଭୁବନେଶ୍ୱର, ୨୫।୭(ବ୍ୟୁରୋ): ଭୁବନେଶ୍ୱର ସ୍ମାର୍ଟସିଟି ଲିମିଟେଡ (ବିଏସ୍‌ସିଏଲ) ପକ୍ଷରୁ ଆରମ୍ଭ ହୋଇଥିବା ‘ସୋସିଆଲି ସ୍ମାର୍ଟ ପ୍ରୋଜେକ୍ଟ’କୁ ନେଇ ବୁଧବାର ବୈଠକ ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱର ମହାନଗର ନିଗମ…

7 years ago

ତତ୍ପରତା ଦେଖାଇ ଶୋଇଗଲେ

ହକି ବିଶ୍ୱକପ୍‌ ପୂର୍ବରୁ ଭୁବନେଶ୍ୱରର ପରିମଳ ବ୍ୟବସ୍ଥାକୁ ସୁବ୍ୟବସ୍ଥିତ କରିବାକୁ ଅଧିକ ତତ୍ପରତା ପ୍ରକାଶ ପାଇବା ସହ ପ୍ରସ୍ତୁତି ଆରମ୍ଭ ହୋଇଥିଲା। ସହରର ୪୦ କିମି ରାସ୍ତାକୁ…

7 years ago

ବିଏମ୍‌ସିର ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ: ବିକୃତ ହେଉଛି ରାଜଧାନୀ

ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ରୁ ଏବେ ଦୈନିକ ୬୦୦ ମେଟ୍ରିକ ଟନ୍‌ରୁ ଊର୍ଦ୍ଧ୍ୱ ଆବର୍ଜନା ବାହାରୁଛି। ବିଭିନ୍ନ ସ୍ଥାନରେ ଛୋଟବଡ଼ ଡଷ୍ଟବିନ୍‌ ରଖାଯାଇ ଆବର୍ଜନା ସଂଗ୍ରହ କରାଯିବାର…

7 years ago

ସାଜିଦ୍‌ ଜାଭିଦ୍‌ ହେବେ ବ୍ରିଟେନ୍‌ ଅର୍ଥମନ୍ତ୍ରୀ

ଲଣ୍ଡନ,୨୫ା୭(ପି.ଟି.): ବ୍ରିଟିଶ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନ୍‌ସନ୍‌ ପୂର୍ବତନ ଗୃହମନ୍ତ୍ରୀ ସାଜିଦ୍‌ ଜାଭିଦ୍‌ଙ୍କୁ ଦେଶର ଅର୍ଥମନ୍ତ୍ରୀ କରିବାକୁ ଘୋଷଣା କରିଛନ୍ତି। ଫିଲିପ୍‌ ହାମୋଣ୍ଡ୍‌ଙ୍କ ସ୍ଥାନରେ ଜାଭିଦ୍‌ଙ୍କୁ ଏହି ନୂତନ…

7 years ago