ଭୁବନେଶ୍ୱର,୧୯ା୭(ବ୍ୟୁରୋ) : କଠିନ ବର୍ଜ୍ୟବସ୍ତୁ ପରିଚାଳନାରେ ବିଏମ୍ସିକୁ ବିଭିନ୍ନ ସମୟରେ ନାନା ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିଛି। ଫଳସ୍ବରୂପ ସ୍ବଚ୍ଛ ଭାରତ ମିଶନ ପକ୍ଷରୁ ହେଉଥିବା ସ୍ବଚ୍ଛ…
ନୂଆଦିଲ୍ଲୀ,୧୯-୭: ଏସିଆନ ଡେଭଲପ୍ମେଣ୍ଟ ବ୍ୟାଙ୍କ(ଏଡିବି) ଚଳିତ ଆର୍ଥିକ ବର୍ଷ ଲାଗି ଭାରତର ମୋଟ ଘରୋଇ ଉତ୍ପାଦ(ଜିଡ଼ିପି) ଅଭିବୃଦ୍ଧି ହାର ଅନୁମାନକୁ ୭.୨ରୁ ୭%କୁ ହ୍ରାସ କରିଛି। ଗୁରୁବାର…
ନୂଆଦିଲ୍ଲୀ,୧୯-୭: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଏୟାର ଇଣ୍ଡିଆ ବିକ୍ରି(ପୁଞ୍ଜି ପ୍ରତ୍ୟାହାର) ସଂକ୍ରାନ୍ତ ପୁନର୍ଗଠିତ ମନ୍ତ୍ରିଗୋଷ୍ଠୀର ନେତୃତ୍ୱ ନେବେ। ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଏଥିରୁ…
ନୂଆଦିଲ୍ଲୀ,୧୯-୭: ଦେଶରେ ଡିଜିଟାଲ ଟ୍ରାଞ୍ଜାକ୍ସନ ୨୦୧୮୦୧୯ରେ ୫୧% ବୃଦ୍ଧି ପାଇ ୩,୧୩୩.୫୮ କୋଟି ଟଙ୍କାରେ ପହଞ୍ଚତ୍ଛି ବୋଲି ସରକାର ଗୁରୁବାର ପାର୍ଲାମେଣ୍ଟରେ ପ୍ରକାଶ କରିଛନ୍ତି। ରାଜ୍ୟ ସଭାରେ…
ନୂଆଦିଲ୍ଲୀ,୧୯-୭: ଆସନ୍ତାବର୍ଷ ଫେବୃୟାରୀ ୧୧ରୁ ତିନିଦିନ ଧରି ମଦ ବ୍ୟବସାୟୀ ବିଜୟ ମାଲ୍ୟାଙ୍କ ପ୍ରତ୍ୟର୍ପଣ ମାମଲାର ଶୁଣାଣି କରାଯିବ ବୋଲି ବ୍ରିଟେନ ହାଇକୋର୍ଟ ପକ୍ଷରୁ ଗୁରୁବାର ପ୍ରକାଶ…
ନୂଆଦିଲ୍ଲୀ,୧୯-୭: କେନ୍ଦ୍ର ବାଣିଜ୍ୟ ଏବଂ ଉଦ୍ୟୋଗ ମନ୍ତ୍ରୀ ପୀୟୂଷ ଗୋୟଲ ଆସନ୍ତା ମାସରେ ଆମେରିକା ଯିବେ। ଓ୍ବାଶିଂଟନରେ ପହଞ୍ଚତ୍ବା ପରେ ଆମେରିକା ବାଣିଜ୍ୟ ପ୍ରତିନିଧି(ୟୁଏସ୍ଟିଆର୍) ମୁଖ୍ୟ ରବର୍ଟ…
ନୂଆଦିଲ୍ଲୀ,୧୯-୭: କେନ୍ଦ୍ର ସରକାର ଭାରତନେଟ୍ ପ୍ରକଳ୍ପ ଲାଗି ଅଦ୍ୟାବଧି ୨୦,୪୩୧ କୋଟି ଟଙ୍କା ଆବଣ୍ଟନ କରିଛନ୍ତି। ଏହି ଅର୍ଥ ବ୍ୟୟ କରି ଦେଶର ୨.୫ ଲକ୍ଷ ଗ୍ରାମ…
ନୂଆଦିଲ୍ଲୀ,୧୯-୭: ଗରିବଙ୍କୁ ଶସ୍ତାରେ ଏସି ଟ୍ରେନରେ ଯାତ୍ରା କରିବାର ଆନନ୍ଦ ଦେବା ଲାଗି ତତ୍କାଳୀନ ରେଳମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କ ପକ୍ଷରୁ ଗରିବ ରଥ ଏକ୍ସପ୍ରେସ୍କୁ ଆରମ୍ଭ…
ବରକୋଳିର ରହିଛି ଅନେକ ଔଷଧୀୟ ଗୁଣ। ଏହା ଶରୀରକୁ ସୁସ୍ଥ ରଖିବା ସହ ଆବଶ୍ୟକ ମାତ୍ରାରେ ଜଳ ଯୋଗାଇଥାଏ। ଶରୀରରେ ରକ୍ତ ପ୍ରବାହକୁ ଏହା ନିୟନ୍ତ୍ରଣ କରେ।…
ଦିଗପହଣ୍ଡି,୧୮ା୭(ଡି.ଏନ୍.ଏ.)- ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକୟଁା ଛକ ନିକଟରେ ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଜ୍ୱାଇଁଙ୍କୁ ଶ୍ବଶୁର ଛୁରାମାଡ କରିଛନ୍ତି। ଆହତ ଯୁବକ ଜଣକ ହେଲେ…