Home Left

ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ

ପୁଞ୍ଚ,୧୨।୭: ଜମ୍ମୁ-କଶ୍ମୀରର ପୁଞ୍ଚ ସେକ୍ଟରରେ ପାକିସ୍ତାନ ପକ୍ଷରୁ ଶୁକ୍ରବାର ସକାରେ ଅସ୍ତ୍ରବିରତି ଉଲ୍ଲଂଘନ କରାଯାଇଛି। ଏହାର ଯବାବରେ ଭାରତୀୟ ସେନା ପକ୍ଷରୁ ମଧ୍ୟ ଗୁଳିମାଡ କରାଯାଇଛି। ଏପର୍ଯ୍ୟନ୍ତ…

7 years ago

ମେଡିକାଲ ନାମଲେଖା : ପ୍ରଥମ ପର୍ଯ୍ୟାୟରେ ୯୭୦ ସିଟ୍‌ ପୂରଣ

ଭୁବନେଶ୍ୱର,୧୨ା୭(ବ୍ୟୁରୋ) : ରାଜ୍ୟରେ ଥିବା ୭ଟି ସରକାରୀ ଓ ଗୋଟିଏ ଘରୋଇ ମେଡିକାଲ କଲେଜର ଏମ୍‌ବିବିଏସ୍‌ ଓ ବିଡିଏସ୍‌ ପାଠ୍ୟକ୍ରମରେ ପ୍ରଥମ ପର୍ଯ୍ୟାୟ ପ୍ରୋଭିଜନାଲ ନାମଲେଖା ବୁଧବାର…

7 years ago

ଚେନ୍ନାଇ ଜଳ ସଙ୍କଟ: ଭେଲୋରରୁ ଆସିଲା ପ୍ରଥମ ପାଣି ବୋଝେଇ ଟ୍ରେନ୍‌

ଭେଲୋର,୧୨।୭: ଚଳିତ ବର୍ଷ ଗ୍ରୀଷ୍ମ ଋତୁରେ ଚେନ୍ନାଇରେ ଦେଖା ଦେଇଥିଲା ଉତ୍କଟ ଜଳ ସଙ୍କଟ। ଏହାକୁ ଦୂର କରିବା ପାଇଁ ତାମିଲନାଡୁରୁ ଟ୍ରେନ୍‌ ଯୋଗେ ପାଣି ଆଣିବାକୁ…

7 years ago

ମାଲିକଙ୍କୁ ଖାଇଗଲେ କୁକୁର

ଡଲାସ, ୧୨।୭:ଟେକ୍ସାସ୍‌ର ୫୭ ବର୍ଷୀୟ ଫ୍ରେଡି ମାକ୍‌ଙ୍କୁ ତାଙ୍କର ୧୮ଟି ପୋଷାକୁକୁର ଖାଇଦେଇଛନ୍ତି। କିଛି ମାସ ହେଲା ମାକ୍‌ ନିଖୋଜ ଥିଲେ। ଡିଏନ୍‌ଏ ପରୀକ୍ଷାରୁ ତାଙ୍କୁ କୁକୁର…

7 years ago

ଭୁବନେଶ୍ୱରରେ ହେବ ସାତକୋଶିଆ ମାନସମନ୍ଥନ ୧୫ରେ ବାଘୁଣୀ ସୁନ୍ଦରୀର ଭାଗ୍ୟ ନିର୍ଦ୍ଧାରଣ

ବନ୍ତଳା,୧୧ା୭ : ଆସନ୍ତା ୧୫ ତାରିଖରେ ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପକୁ ନେଇ ଭୁବନେଶ୍ୱରରେ ହେବ ମାନସମନ୍ଥନ। ରାଜ୍ୟ ସରକାରଙ୍କ ପକ୍ଷରୁ ବସୁଥିବା ଏହି ବୈଠକରେ ସାତକୋଶିଆ ବ୍ୟାଘ୍ର…

7 years ago

‘୨ରୁ ଅଧିକ ପିଲା ଥିବା ଦମ୍ପତିଙ୍କୁ ମତାଧିକାରରୁ ବଞ୍ଚିତ କରାଯାଉ’

ପାଟନା,୧୨।୭(ପି.ଟି.):ଜନସଂଖ୍ୟା ବୃ୍‌ଦ୍ଧିକୁ ନେଇ କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂ ଗୁରୁବାର ଉଦ୍‌ବେଗ ପ୍ରକାଶ କରିବା ସହ ଯେଉଁମାନଙ୍କର ୨ରୁ ଅଧିକ ପିଲା ଅଛନ୍ତି ସେମାନଙ୍କୁ ମତାଧିକାରରୁ ବଞ୍ଚିତ କରିବା…

7 years ago

୮୭୧ ବର୍ଷ ଧରି ପୂଜା ପାଉଛନ୍ତି ମହାପ୍ରଭୁ

୧୧୪୮ ମସିହା ପୂର୍ବରୁ ମହାପ୍ରଭୁ ଉପାସିତ ହେଉଥିଲେ ଶାସଙ୍ଗ ଗ୍ରାମରେ। ବାଲେଶ୍ୱର ସହରଠାରୁ ୪ କୋଶ ଦୂରରେ ଇଟା ନିର୍ମିତ ମନ୍ଦିରରେ ପୂଜା ଆରମ୍ଭ କରିଥିଲେ ସ୍ଥାନୀୟ…

7 years ago

୮ ଦିନ ଭିତରେ ତୃତୀୟ ମାନହାନି ମାମଲା ସାମ୍ନା: ଆଜି ଅହମହଦାବାଦ କୋର୍ଟରେ ହାଜର ହେବେ ରାହୁଲ

ନୂଆଦିଲ୍ଲୀ, ୧୨।୭: ଲାଗୁଛି ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ସମୟ ଏବେ ଭଲ ନାହିଁ। ଗୋଟିଏ ପରେ ଗୋଟିଏ ଖରାପ ଖବରର ତାଙ୍କୁ ସାମ୍ନା କରିବାକୁ…

7 years ago

ଆଜି ବାହୁଡ଼ା ଯାତ୍ରା : ପହଣ୍ଡି ପରେ ରଥାରୂଢ଼ ହେଲେ ପ୍ରଭୁ ସୁଦର୍ଶନ

ପୁରୀ ଅଫିସ,୧୨।୭: ଆଜି ଶ୍ରୀଜୀଉଙ୍କ ବାହୁଡ଼ା ଯାତ୍ରା। ଜନ୍ମବେଦିରୁ ରତ୍ନବେଦିକୁ ବାହୁଡ଼ିବେ ତିନିଠାକୁର। ଏନେଇ ପ୍ରଥମେ ମହାପ୍ରଭୁ ସୁଦର୍ଶନଙ୍କ ପହଣ୍ଡି ଆରମ୍ଭ ହୋଇଥିଲା। ପୂର୍ବାହ୍ନ ୯.୧୫ରେ ସୁଦର୍ଶନଙ୍କ…

7 years ago

କ୍ୟାପିଟାଲ ହସ୍ପିଟାଲର ମହିଳା କର୍ମଚାରୀଙ୍କ ମୃତ୍ୟୁ ପରେ ଫିଟୁଛି ଗୁମର : ପ୍ରିୟାପ୍ରୀତିରେ ମିଳୁଛି ଆଇସିୟୁ ବେଡ୍‌

ଭୁବନେଶ୍ୱର,୧୨।୭(ବ୍ୟୁରୋ) : କ୍ୟାପିଟାଲ ହସ୍ପିଟାଲ ଏସ୍‌ଏନ୍‌ସିୟୁ ବିଭାଗର ମହିଳା କର୍ମଚାରୀ ଅନୁପମା ନାୟକଙ୍କ ବୁଧବାର ମୃତ୍ୟୁ ଘଟିଥିଲା। ଏହାପରେ ହସ୍ପିଟାଲର ଭିତିରି ଗୁମର ପଦାକୁ ଆସିବାରେ ଲାଗିଛି।…

7 years ago