Home Left

ଶିଳ୍ପାଞ୍ଚଳ ମହିଳା ମହାବିଦ୍ୟାଳୟ ମୁଖ୍ୟ ଫାଟକରେ ତାଲା ପକାଇଲେ ଛାତ୍ରୀ

ତାଳଚେର, ୨୭ା୬(ନି.ପ୍ର.) : ଶିଳ୍ପାଞ୍ଚଳ ମହିଳା ମହାବିଦ୍ୟାଳୟର ମୁଖ୍ୟ ଫାଟକରେ ଛାତ୍ରୀମାନେ ତାଲା ପକାଇ ଦେଇଛନ୍ତି। ଏନେଇ ସେଠାରେ ଉତ୍ତେଜନା ପ୍ରକାଶ ପାଇଛି। ୨୬ ତାରିଖରେ ଯୁକ୍ତ…

7 years ago

ମାଗଣା ଟିକେଟ୍‌ ପାଇଁ ଦଳାଚକଟା: ୧୫ ମୃତ

ଆଣ୍ଟାନାନାରିଭୋ,୨୭।୬: ମାଡାଗାସ୍କରର ମହାମାସିନା ଷ୍ଟାଡିୟମରେ ସ୍ବାଧୀନତା ଦିବସ ପାଳନ ଅବସରରେ ଦଳଚକଟା ହେବାରୁ ଅତି କମ୍‌ରେ ୧୫ ଜଣଙ୍କ ମୃତ୍ୟୁ ହେବା ସହ ୭୫ରୁ ଊର୍ଦ୍ଧ୍ୱ ଆହତ…

7 years ago

ପଢ଼ୁଛନ୍ତି ୧୦ରୁ କମ୍‌ ଛାତ୍ରୀଛାତ୍ର: ବନ୍ଦ ହେବ କାକଟପୁର ବ୍ଲକର ୪, ଅସ୍ତରଙ୍ଗ ବ୍ଲକର ୩ ବିଦ୍ୟାଳୟ

କାକଟପୁର,୨୭।୬(ଡି.ଏନ୍‌.ଏ.): ପ୍ରାଥମିକ ବିଦ୍ୟାଳୟରେ ୧୦ରୁ କମ୍‌ ଛାତ୍ରୀଛାତ୍ର ପାଠ ପଢ଼ୁଥିଲେ, ଉକ୍ତ ବିଦ୍ୟାଳୟକୁ ବନ୍ଦ କରିଦିଆଯିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ବନ୍ଦ କରିଦିଆଯାଇଥିବା ବିଦ୍ୟାଳୟର ଛାତ୍ରୀଛାତ୍ର, ଶିକ୍ଷୟତ୍ରୀଶିକ୍ଷକମାନଙ୍କୁ…

7 years ago

ଟ୍ରମ୍ପ୍‌ଙ୍କ ଧମକ: ଗୁଗୁଲ, ଫେସବୁକ୍‌ ଓ ଟୁଇଟର ଉପରେ ଚାଲିବ ମକଦମା

ଓ୍ବାଶିଂଟନ,୨୭।୬: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ସୋସିଆଲ୍‌ ମିଡ଼ିଆକୁ ଧମକ୍‌ ଦେଇଛନ୍ତି। ଗୁଗୁଲ, ଫେସବୁକ୍‌ ଓ ଟୁଇଟର୍‌ ଉପରେ ମକଦମା ଚଳାଇବାକୁ ସେ ଚେତାବନୀ ଦେଇଛନ୍ତି। ଫୋକସ୍‌…

7 years ago

ଅର୍ଜୁନଙ୍କ ଜନ୍ମଦିନରେ ଫଟୋ ଶେୟାର କରି ଟ୍ରୋଲ ହେଲେ ମଲାଇକା

ବଲିଉଡ୍‌ ଅଭିନେତା ଅର୍ଜୁନ କପୁରଙ୍କ ଜନ୍ମଦିନ ଜୁନ୍‌ ୨୬ରେ ଥିଲା। ପ୍ରେମିକା ମଲାଇକା ଆରୋରା ସ୍ପେଶାଲ ଡେ’ରେ ତାଙ୍କୁ ସ୍ପେଶାଲ ଶୁଭେଚ୍ଛା ଜଣାଇ ଟ୍ରୋଲ ହୋଇଛନ୍ତି। ସେ…

7 years ago

ବ୍ୟାଗ୍‌ରୁ ମିଳିଲା ୨୧ ଦିନର ଶିଶୁକନ୍ୟା: ଆମେରିକା ପୋଲିସ ଝିଅଟିର ନାଁ ରଖିଲା ‘ଇଣ୍ଡିଆ’

ଓ୍ବାଶିଂଟନ୍‌, ୨୭।୬: ଆମେରିକାର ଜର୍ଜିଆ ସହରରେ ଏକ ପ୍ଲାଷ୍ଟିକ୍‌ ବ୍ୟାଗରୁ ୨୧ଦିନର ଶିଶୁକନ୍ୟାକୁ ଉଦ୍ଧାର କରାଯାଇଛି। ଆମେରିକା ପୋଲିସ ଶିଶୁକନ୍ୟାଟିର ନାମ ‘ଇଣ୍ଡିଆ’ ରଖିଛି। ଶିଶୁଟିର ମା’ଙ୍କୁ…

7 years ago

ଆମ୍ବପତ୍ରରୁ କଳଙ୍କି ପ୍ରତିରୋଧୀ ଉତ୍ପାଦ ପ୍ରସ୍ତୁତ କଲେ ଭାରତୀୟ ଗବେଷକ

ବେଙ୍ଗାଲୁର୍‌, ୨୭।୬: ଭାରତୀୟ ଗବେଷକ ଆମ୍ବପତ୍ରରୁ କଳଙ୍କି ପ୍ରତିରୋଧୀ ଉତ୍ପାଦ ପ୍ରସ୍ତୁତ କରିଛନ୍ତି। ଏହି ଇକ୍ରୋ-ଫେଣ୍ଡଲି ଉତ୍ପାଦ ଲୁହାରେ କଳଙ୍କି ହେବାକୁ ଦେଇ ନ ଥାଏ ବୋଲି…

7 years ago

ମମତାଙ୍କୁ ସାଥ୍‌ ଦେବନାହିଁ କଂଗ୍ରେସ-ସିପିଏମ୍‌

କୋଲକାତା, ୨୭।୬: ପଶ୍ଚିମବଙ୍ଗରେ ଭାଜପାକୁ ମାତ୍‌ ଦେବା ପାଇଁ ମମତା ବିପକ୍ଷ ଦଳର ସହଯୋଗ ଲୋଡିଛନ୍ତି। କିନ୍ତୁ କଂଗ୍ରେସ ଏବଂ ସିପିଏମ୍‌ ଏଥିରେ ମମତାଙ୍କୁ ସହଯୋଗ କରିବେ…

7 years ago

ଛେଳି ବ୍ୟବସାୟୀଙ୍କୁ ଭୁଜାଲିରେ ଆକ୍ରମଣ: ୧ ଲକ୍ଷ ଟଙ୍କା ଲୁଟିନେଲେ ରାଜପଥ ଲୁଟେରା

ଛେଣ୍ଡିପଦା,୨୭।୬(ଡି.ଏନ୍‌.ଏ.)- ଅନୁଗୋଳ-ସମ୍ବଲପୁର ୫୫ ନଂ ଜାତୀୟ ରାଜପଥର ଜରପଡ଼ା ଥାନା ଅନ୍ତର୍ଗତ ସାଆନ୍ତରାପୁର ଗ୍ରାମ ନିକଟରେ ଗୁରୁବାର ସକାଳେ ଜଣେ ଛେଳି ବ୍ୟବସାୟୀ ଲୁଟର ଶିକାର ହୋଇଛନ୍ତି।…

7 years ago

ଜେଲରେ କଏଦୀଙ୍କ ହାତରେ ବନ୍ଧୁକ: କହିଲେ କିଛି ବିଗାଡି ପାରିବେନି ଯୋଗୀ ସରକାର

ଉନ୍ନାଓ,୨୭।୬: ଉତ୍ତର ପ୍ରଦେଶର ଉନ୍ନାଓ ଜେଲରେ ଅପରାଧିମାନେ ହାତରେ ବନ୍ଧୁକ ଧରିଥିବାର ଏକ ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓ ସାମ୍ନାକୁ ଆସିବା ପରେ…

7 years ago