Home Left

ରବି ଧାନ ସଂଗ୍ରହଣ ସମ୍ପର୍କିତ ଉଚ୍ଚସ୍ତରୀୟ ବୈଠକ: ୧୩ ଲକ୍ଷ ମେଟ୍ରିକ୍‌ ଟନ୍‌ ଧାନ ସଂଗ୍ରହ ଲକ୍ଷ୍ୟ

ଭୁବନେଶ୍ୱର,୨୫।୬(ବ୍ୟୁରୋ)ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ଅଧ୍ୟକ୍ଷତାରେ ରବି ଧାନ ସଂଗ୍ରହଣ ସମ୍ପର୍କିତ ଏକ ଉଚ୍ଚସ୍ତରୀୟ ବୈଠକ ସୋମବାର ସଚିବାଳୟଠାରେ ଅନୁଷ୍ଠିତ…

7 years ago

ଚୌଦ୍ୱାର ଜେଲରେ କଏଦୀଙ୍କୁ ହତ୍ୟା

କଟକ ଅଫିସ୍‌/ ଚୌଦ୍ୱାର, (ଡି.ଏନ.ଏ.),୨୫।୬: ଚୌଦ୍ୱାର ଜେଲ ଭିତରେ ସୋମବାର ଜଣେ କଏଦୀଙ୍କୁ ହତ୍ୟା କରାଯାଇଛି। ମୃତକ ହେଲେ କଟକ ବିଡାନାସୀ ଥାନା ଅନ୍ତର୍ଗତ ତୁଳସୀପୁର ମଠସାହିର…

7 years ago

ଦେବଗଡ଼ରୁ ବାଘ ଛାଲ ଜବତ ଘଟଣା: ରାଜ୍ୟ ସରକାରଙ୍କୁ ରିପୋର୍ଟ ମାଗିଲା ଏନ୍‌ଟିସିଏ

ଭୁବନେଶ୍ୱର,୨୪।୬(ବ୍ୟୁରୋ): ଦେବଗଡ଼ ଜିଲାରୁ ଜବତ ହୋଇଥିବା କଲରାପତରିଆ ବାଘ ଛାଲ ଜବତ ଘଟଣାରେ ଜାତୀୟ ବ୍ୟାଘ୍ର ସଂରକ୍ଷଣ ପ୍ରାଧିକରଣ(ଏନ୍‌ଟିସିଏ) ରାଜ୍ୟ ସରକାରଙ୍କୁ ରିପୋର୍ଟ ମାଗିଛନ୍ତି। ଏହି ଘଟଣାରେ…

7 years ago

ନେପାଳ ପୋଲିସକୁ ୨୮ଟି ସ୍ଥାନରେ ମିଳିଲା ସନ୍ଦିଗ୍ଧ ପ୍ୟାକେଟ

କାଠମାଣ୍ଡୁ,୨୫।୬: ନେପାଳ ପୋଲିସକୁ ୨୮ଟି ସ୍ଥାନରୁ ସନ୍ଦିଗ୍ଧ ପ୍ୟାକେଟ ମିଳିଥିବା କହିଛନ୍ତି ପୋଲିସ ପ୍ରବକ୍ତା ବିଶ୍ୱରାଜ ପୋଖରେଲ। ଏହାପରେ ସବୁଠି ଭୟର ବାତାବରଣ ଦେଖାଯାଇଛି। ତେବେ କୌଣସିରେ…

7 years ago

ଭିମ୍‌ସାର, ଏସ୍‌ସିବି ନର୍ସିଂ କଲେଜ୭୦ ନୂତନ ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ୱର,୨୪।୬(ବ୍ୟୁରୋ): ବୁର୍ଲାସ୍ଥିତ ଭିମ୍‌ସାର ନର୍ସିଂ କଲେଜ ଓ କଟକ ଏସ୍‌ସିବି ନର୍ସିଂ କଲେଜ ପାଇଁ ୭୦ ନୂତନ ପଦବୀ ସୃଷ୍ଟି କରିବା ନିମନ୍ତେ ସୋମବାର ମୁଖ୍ୟମନ୍ତ୍ରୀ ନବୀନ…

7 years ago

ସ୍ପଷ୍ଟ କଲା ସାଧାରଣ ପ୍ରଶାସନ ବିଭାଗ: ମାସର ଦ୍ୱିତୀୟ ଶନିବାର ବି ଛୁଟି ରହିବ

ଭୁବନେଶ୍ୱର,୨୫।୬(ବ୍ୟୁରୋ): ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର। ପୂର୍ବଭଳି ମାସର ଦ୍ୱିତୀୟ ଶନିବାର ସରକାରୀ ଛୁଟି ଦିବସ ରହିବ। ଏ ନେଇ ସୋମବାର ସାଧାରଣ ପ୍ରଶାସନ…

7 years ago

ବିଧାନ ସଭାରେ ସଦସ୍ୟଙ୍କୁ ସିଟ୍‌ ଆବଣ୍ଟନ

ଭୁବନେଶ୍ୱର,(ବ୍ୟୁରୋ)୨୫।୬: ଷୋଡ଼ଶ ବିଧାନ ସଭାର ପ୍ରଥମ ଅଧିବେଶନ ମଙ୍ଗଳବାର ଆରମ୍ଭ ହେଉଛି। ଅଧିବେଶନ ପୂର୍ବରୁ ବିଧାନସଭା ସଚିବାଳୟ ପକ୍ଷରୁ ନବନିର୍ବାଚିତ ବିଧାୟକମାନଙ୍କୁ ସିଟ୍‌ ଆବଣ୍ଟନ କରାଯାଇଛି। ଏ…

7 years ago

ସ୍ନାନଯାତ୍ରା ବ୍ୟବସ୍ଥାବଳୀ ଉଲ୍ଲଂଘନ: ପୁରୀ ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ

ପୁରୀ ଅଫିସ,୨୫।୬: ମହାପ୍ରଭୁଙ୍କ ସ୍ନାନଯାତ୍ରାରେ ବିଶୃଙ୍ଖଳା ପାଇଁ କଠୋର ଆଭିମୁଖ୍ୟ ଗ୍ରହଣ କରିଛି ଶ୍ରୀମନ୍ଦିର ପ୍ରଶାସନ। ସ୍ନାନମଣ୍ଡପରେ ବ୍ୟବସ୍ଥାବଳୀ ଉଲ୍ଲଂଘନ କରିଥିବା ସେବାୟତ ଏବଂ ଅନ୍ୟମାନଙ୍କ ବିରୋଧରେ…

7 years ago

କୈଳାସ ମାନସରୋବର ଯାତ୍ରା: ନେପାଳ ହିଲ୍‌ସାରେ ଫସିଛନ୍ତି ୪୪ ଭାରତୀୟ

କାଠମାଣ୍ଡୁ,୨୫।୬: ନେପାଳର ଉତ୍ତର ପଶ୍ଚିମରେ ଥିବା ହିଲସା ନିକଟରେ ତେଲେଙ୍ଗାନାର ପ୍ରାୟ ୪୪ ଜଣ ଭାରତୀୟ ତୀର୍ଥଯାତ୍ରୀ ଫସି ରହିଥିବା ସୂଚନା ମିଳିଛି। ଏମାନେ କୈଳାସ ମାନସରୋବର…

7 years ago

କର୍ମଚାରୀଙ୍କୁ ଜୁନର ବେତନ ଦେଇପାରିବନି ବିଏସ୍‌ଏନ୍‌ଏଲ

ନୂଆଦିଲ୍ଲୀ,୨୫-୬: ରାଷ୍ଟ୍ରାୟତ୍ତ ଟେଲିକମ୍‌ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ(ବିଏସ୍‌ଏନ୍‌ଏଲ୍‌) କେନ୍ଦ୍ର ସରକାରଙ୍କୁ ଜରୁରୀ ପତ୍ର ପଠାଇ କମ୍ପାନୀର ଅପରେଶନ ଜାରି ରଖିବାକୁ ଅସମର୍ଥ ବୋଲି ଜଣାଇଛି।…

7 years ago