Home Left

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ ମହୋତ୍ସବ…

11 months ago

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି ।…

11 months ago

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ ଉକ୍ତ…

11 months ago

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ ପ୍ରାର୍ଥୀ…

11 months ago

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ ହେଉଛି…

11 months ago

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ ଅଛି…

11 months ago

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି କି…

11 months ago

ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ କରିଛନ୍ତି।…

11 months ago

୭୦% ଚାଷୀଙ୍କୁ ମିଳୁନି କେସିସି ଋଣ

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା): ରାଜ୍ୟରେ ଚାଷୀଙ୍କ ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା କାର୍ଯ୍ୟକାରୀ କରାଯାଉଛି। ଏହାକୁ ତୃଣମୂଳସ୍ତରରେ କାର୍ଯ୍ୟକାରୀ କରିବା ଲାଗି…

11 months ago

ପହିଲାରୁ ୩ ଡିଗ୍ରୀ ବଢ଼ିବ ତାପମାତ୍ରା

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ରାଜ୍ୟରେ ପ୍ରବଳ ଶୀତ ସହ କୁହୁଡ଼ି ପ୍ରଭାବରେ ଜନଜୀବନ ଅସ୍ତବ୍ୟସ୍ତ ହେବାରେ ଲାଗିଛି। ୩୧ ତାରିଖ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବ। ତେବେ…

11 months ago