Home Left

ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ବୋମାମାଡ଼

ପୁରୀ ଅଫିସ,୧୫।୬: ପୁରୀ ଜିଲା ବାସେଳି ସାହି ଥାନା ଅଧୀନ ପଣାପିଆ ଲେନ୍‌ରେ ଶନିବାର ଅପରାହ୍ନରେ ଜଣେ ଯୁବକଙ୍କୁ ବୋମାମାଡ଼ ହୋଇଛି। ସେ ହେଲେ ଶିବରାମ ପାତ୍ର(୨୨)।…

7 years ago

ମହାମୁକାବିଲା ପୂର୍ବରୁ ଭାରତ-ପାକିସ୍ତାନ ଭିତରେ ବିଜ୍ଞାପନ ଯୁଦ୍ଧ: ଭାରତ ନେଲା ଅଭିନନ୍ଦନଙ୍କ ପ୍ରତିଶୋଧ

ନୂଆଦିଲ୍ଲୀ,୧୫।୬: ଭାରତ-ପାକିସ୍ତାନ ମଧ୍ୟରେ ବହୁ ପ୍ରତିକ୍ଷୀତ ଆଇସିସି ଓ୍ବାଲ୍ଡ କପ୍‌ ମ୍ୟାଚ ରବିବାର ମେଞ୍ଚଷ୍ଟାରରେ ଅନୁଷ୍ଠିତ ହେବାକୁ ଯାଉଛି। ହେଲେ ଗ୍ରାଉଣ୍ଡ ଫ୍ଲୋରରେ ମୁହାଁମୁହିଁ ହେବା ପୂର୍ବରୁ…

7 years ago

ସାବଧାନ,ନଜର ରଖୁଛି ସିସିଟିଭି: ରାସ୍ତାରେ ଛେପ ପକାଇଲେ ଦେବାକୁ ହେବ ଜରିମାନା

ବଡ଼ଦୋରା,୧୫।୬: ଗୁଜରାଟର ଅହମ୍ମଦାବାଦ୍‌ ଓ ରାଜକୋଟ ପରେ ଏବେ ବଡ଼ଦୋରାରେ ରାସ୍ତାରେ ଛେପ ପକାଉଥିବା ଏବଂ ପରିସ୍ରା କରୁଥିବା ବ୍ୟକ୍ତି ବିଶେଷଙ୍କ ଉପରେ ଜରିମାନା ଲାଗୁ ହୋଇଛି।…

7 years ago

ଧୂଳିଝଡ଼ ସହ ବର୍ଷା: ୯ ଜିଲାକୁ ସତର୍କ ସୂଚନା

ଭୁବନେଶ୍ୱର, ୧୫।୬(ବ୍ୟୁରୋ): ରାଜ୍ୟର ୯ ଜିଲାରେ ଶନିବାର ଧୂଳିଝଡ଼ ସହ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ…

7 years ago

ଭଡ଼ାଘରୁ ଯୁବକଙ୍କ ଗଳିତ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ୱର, ୧୫।୬(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରର ଚନ୍ଦ୍ରଶେଖରପୁର ଥାନା ଅନ୍ତର୍ଗତ ଶ୍ରୀବିହାରସ୍ଥିତ ଏକ ଭଡ଼ାଘରୁ ଝୁଲନ୍ତା ଅବସ୍ଥାରେ ପୋଲିସ ଏକ ଗଳିତ ମୃତଦେହ ଉଦ୍ଧାର କରିଛି। ମୃତକ ହେଲେ…

7 years ago

ମୋଦିଙ୍କ ସମ୍ମାନରେ ଛତା ଧରିଲେ କିରଗିଜ୍‌ସ୍ଥାନ ରାଷ୍ଟ୍ରପତି

ବିଶକେକ୍‌,୧୫।୬: ଶୀଲଙ୍କା ପରେ ଏବେ କିରଗିଜ୍‌ସ୍ଥାନରେ ବଢ଼ିଲା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମ୍ମାନ। ସେଠାକାର ରାଷ୍ଟ୍ରପତି ମୋଦିଙ୍କ ପାଇଁ ଛତା ଧରିଥିବା ଦେଖିବାକୁ ମିଳିଛି। ସୂଚନାଯୋଗ୍ୟ, ସଂଘାଇ…

7 years ago

ବଜେଟ ଅଧିବେଶନରେ ରହିବେନି କେହି ପୂର୍ବତନ ପ୍ରଧାନମନ୍ତ୍ରୀ: ମନମୋହନଙ୍କ ୨୮ ବର୍ଷର ରାଜ୍ୟ ସଭା କାର୍ଯ୍ୟକାଳ ଶେଷ

ନୂଆଦିଲ୍ଲୀ,୧୫।୬: ଜୁନ୍‌ ୧୭ରୁ ଆରମ୍ଭ ହେବାକୁ ଥିବା ସଂସଦର ବଜେଟ୍‌ ଅଧିବେଶନରେ ଚଳିତଥର କୌଣସି ପୂର୍ବତନ ପ୍ରଧାନମନ୍ତ୍ରୀ ରହିବେ ନାହିଁ। ଦେଶରେ ଦୁଇଜଣ ପୂର୍ବତନ ପ୍ରଧାନମନ୍ତ୍ରୀ ଅଛନ୍ତି।…

7 years ago

ମୋଦି ଏବଂ ଯୋଗୀଙ୍କ ନେତୃତ୍ୱରେ ହେବ ରାମ ମନ୍ଦିର ନିର୍ମାଣ: ସଞ୍ଜୟ ରାଓ୍ବତ

ମୁମ୍ବାଇ,୧୫।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ନେତୃତ୍ୱରେ ଅଯୋଧ୍ୟାରେ ଭବ୍ୟ ରାମ ମନ୍ଦିର ନିର୍ମାଣ ହେବ। ଏନେଇ ଶିବସେନା ଏମ୍‌ପି ସଞ୍ଜୟ…

7 years ago

ସମୁଦ୍ର କୂଳରେ ବସି ଭିଡିଓ କରୁଥିଲା ପରିବାର: ଅଚାନକ୍‌ ଆସିଲା ଢ଼େଉ…

ଗାନ୍ଧୀନଗର,୧୫।୬: ସମୁଦ୍ର କୂଳରେ ଥିବା ଏକ ମନ୍ଦିର ନିକଟରେ ଗୋଟିଏ ପରିବାର ବସି ମଜାମସ୍ତି କରୁଥିଲେ। ସେହି ସମୟରେ ହଠାତ୍‌ ଏକ ଉଚ୍ଚ ଢ଼େଉ ଆସି ତାଙ୍କୁ…

7 years ago

ଡ୍ରାଗନ୍‌ର ନୂଆ ଯୋଜନା: ନେପାଳ ସ୍କୁଲରେ ଚାଇନା ଭାଷା ବାଧ୍ୟତାମୂଳକ

କାଠମାଣ୍ଡୁ,୧୫।୬: ନେପାଳରେ ନିଜର ପତିଆରା ବୃଦ୍ଧି ପାଇଁ ଚାଇନା ନୂଆ ଯୋଜନା କରିଛି। ଏହି ଯୋଜନା ଅନ୍ତର୍ଗତ ନେପାଳ ସ୍କୁଲରେ ଚାଇନା ଭାଷାକୁ ବାଧ୍ୟତାମୂଳକ କରାଯାଇଛି। ଚାଇନା…

7 years ago