Home Left

ପାଚେରି ଭୁଶୁଡ଼ି ୪ ପରିବା ବ୍ୟବସାୟୀଙ୍କ ମୃତ୍ୟୁ ଘଟଣା:ଆପରାଧିକ ମାମଲା ରୁଜୁକଲା ପୋଲିସ

ଢେଙ୍କାନାଳ ଅଫିସ,୧୧ା୬ଢେଙ୍କାନାଳ ସହରର ଅଳସୁଆ ହାଟରେ ରବିବାର ଏକ ପରିତ୍ୟକ୍ତ ରାଇସ୍‌ ମିଲ୍‌ ପାଚେରି ଭୁଶୁଡି ୪ ପରିବା ବ୍ୟବସାୟୀଙ୍କ ମୃତ୍ୟୁ ଘଟିଥିଲା। ଏଥିରେ ୫ଜଣ ଆହତ…

7 years ago

ନାଳ ସେତୁର ସୁରକ୍ଷା ୱାଲ ଧସୁଛି

ଦଶପଲ୍ଲା,୧୧ା୬ (ଡି.ଏନ.ଏ.)- ଦଶପଲ୍ଲା ବ୍ଲକ ଅନ୍ତର୍ଗତ ପଙ୍କୁଆ-କଳସାଖମଣ ରାସ୍ତାର ନୂଆଗାଁସ୍ଥିତ ଠୁକେଇ ନାଳ ସେତୁର ୱିଙ୍ଗ୍‌ ବା ସୁରକ୍ଷା ଓ୍ବାଲ ଧସିବାରେ ଲାଗିଛି। ପ୍ରତିବର୍ଷ ବର୍ଷାରେ ଓ୍ବାଲ…

7 years ago

କେନ୍ଦ୍ରୀୟ ବିଦ୍ୟାଳୟରେ ଏକାଦଶ ଶ୍ରେଣୀ ଖୋଲିବା ଦାବି ଜିଲାପାଳଙ୍କୁ ଭେଟିଲେ ଅଭିଭାବକ ସଂଘ ପ୍ରତିନିଧି

ନୂଆଗାଁ(ଡି.ଏନ.ଏ.)/ନୟାଗଡ଼ ଅଫିସ, ୧୧।୬-ନୟାଗଡ କେନ୍ଦ୍ରୀୟ ବିଦ୍ୟାଳୟରେ ଏକାଦଶ ଶ୍ରେଣୀ ଖୋଲିବା ପାଇଁ ଦାବି କରାଯାଇଛି। ସୋମବାର ଭୁବନେଶ୍ୱର ଓଡ଼ିଶା ଅଭିଭାବକ ସଂଘର ୪ ଜଣିଆ ପ୍ରତିନିଧି ଦଳ…

7 years ago

କଳାକାରଙ୍କ ଭାଗ୍ୟ ବଦଳାଏ ଫିଲ୍ମ ଫ୍ରାଇଡେ

ମୁମ୍ବାଇ: କଳାକାରଙ୍କ ଭାଗ୍ୟ ଶୁକ୍ରବାର ବଦଳିଯାଏ ବୋଲି ଅଭିନେତ୍ରୀ ତମନ୍ନା ଭାଟିଆ ପ୍ରକାଶ କରିଛନ୍ତି। ପ୍ରତି ସପ୍ତାହର ଶୁକ୍ରବାର ନୂଆ ଫିଲ୍ମ ରିଲିଜ ହେଉଥିବାରୁ କଳାକାରମାନେ ସେଇ…

7 years ago

ଆବାସ ଯୋଜନାରୁ ବଞ୍ଚତ୍ତ ଯୋଗ୍ୟ ହିତାଧିକାରୀଭଙ୍ଗା, ନୁଆଁଣିଆ ଚାଳଘରେ କଟୁଛି ଜୀବନ

ରଣପୁର,୧୧।୬(ସ୍ବ.ପ୍ର.)-ନୟାଗଡ ଜିଲା ରଣପୁର ଅଞ୍ଚଳରେ ଆବାସ ଯୋଜନା ପ୍ରକୃତ ହିତାଧିକାରୀଙ୍କ ପାଖରେ ପହଞ୍ଚତ୍ ପାରୁନି। ଭଙ୍ଗା ଦଦରା ନୁଅଁାଣିଆ ଚାଳ ଘରେ ରହୁଥିବା ପରିବାର ଘରଖଣ୍ଡେ ପାଇବାରୁ…

7 years ago

ଦୁର୍ନୀତି ମାମଲାରେ ଜର୍ଦ୍ଦାରୀ ଗିରଫ

ଇସ୍‌ଲାମାବାଦ,୧୧ା୬: ପାକିସ୍ତାନର ପୂର୍ବତନ ରାଷ୍ଟ୍ରପତି ତଥା ପାକିସ୍ତାନ ପିପୁଲ୍ସ ପାର୍ଟି (ପିପିପି)ର ସହ-ଅଧ୍ୟକ୍ଷ ଅସିଫ ଅଲି ଜର୍ଦ୍ଦାରୀଙ୍କୁ ଜାଲ୍‌ ବ୍ୟାଙ୍କ ଆକାଉଣ୍ଟ ଦୁର୍ନୀତି ମାମଲାରେ ଗିରଫ କରାଯାଇଛି।…

7 years ago

ପୁରୁଣା ହସ୍ତଶିଳ୍ପ ଉଜ୍ଜୀବିତ ପାଇଁ ଗୁରୁତ୍ୱନିଖିଳ ଉକତ୍ଳ କଂସାରି ସମାଜର ୪୭ ତମ ଅଧିବେଶନ ଉଦ୍‌ଯାପିତ

ଖଣ୍ଡପଡା,୧୧।୬(ସ୍ବ.ପ୍ର.)-ଖଣ୍ଡପଡା ବ୍ଲକ ଅନ୍ତର୍ଗତ କଣ୍ଟିଲୋ କଲ୍ୟାଣ ମଣ୍ଡପଠାରେ ଗତ ଶନିବାରଠାରୁ ଆରମ୍ଭ ହୋଇଥିବା ନିଖିଳ ଉକତ୍ଳ କଂସାରି ସମାଜ କେନ୍ଦ୍ରାଞ୍ଚଳ ଶାଖାର ୪୭ ତମ ବାର୍ଷିକ ଅଧିବେଶନ…

7 years ago

ହିଂସା ଲାଗି ଭାଜପାକୁ ଦୋଷଦେଲେ ମମତା

କୋଲକାତା,୧୧ା୬: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରାଜ୍ୟରେ ହିଂସାକାଣ୍ଡ ଲାଗି ଭାଜପାକୁ ଦୋଷ ଦେଇଛନ୍ତି। କେନ୍ଦ୍ର ଓ ଭାଜପା କର୍ମୀମାନେ ମୁଖ୍ୟତଃ ଏଥିଲାଗି ଦାୟୀ। ରାଜ୍ୟ ସରକାରଙ୍କୁ…

7 years ago

ଜିଲା ପ୍ରକଳ୍ପ ନିର୍ଦ୍ଦେଶକଙ୍କ କୃଷ୍ଣପ୍ରସାଦ ଗସ୍ତ

କୃଷ୍ଣପ୍ରସାଦ,୧୧ା୬(ଡି.ଏନ୍‌.ଏ.)-ପୁରୀ ଜିଲା ଅନ୍ତର୍ଗତ କୃଷ୍ଣପ୍ରସାଦ ବ୍ଲକକୁ ସୋମବାର ଜିଲା ପ୍ରକଳ୍ପ ନିର୍ଦ୍ଦେଶକ ନୃସିଂହ ଚରଣ ସ୍ବାଇଁ ଗସ୍ତ କରିଛନ୍ତି ା କୃଷ୍ଣପ୍ରସାଦ ବିଡିଓ ଅଭିମନ୍ୟୁ ମାଝି, ସହକାରୀ…

7 years ago

ଆଗକୁ ବର୍ଷା, ବଢିଲା ଜଳନିଷ୍କାସନ ଚିନ୍ତା : ହଳଦୀପାଣି ନଦୀପଥ ମୁକ୍ତ କରିବାକୁ ଦାବି

ବାଲିକୁଦା,୧୧ା୬(ସ୍ବ. ପ୍ର): ପାରାଦୀପ ସଂଲଗ୍ନ ୭ ପଞ୍ଚାୟତର ୨୯ ରାଜସ୍ବ ଗ୍ରାମର ବର୍ଷାଦିନିଆ ଦୁଃଖ ହେଲା ହଳଦୀପାଣି ନଦୀ। ଭୁତମୁଣ୍ଡାଇ ପଞ୍ଚାୟତଠାରୁ ବିଶ୍ୱାଳି,କୋଠି, ବଗଦିଆ, ନୂଆଗଡ଼, ପାରାଦୀପ…

7 years ago