Home Left

ଭାଜପା-ଜେଡିୟୁ ମଧ୍ୟରେ ଫାଟ: ଭବିଷ୍ୟତରେ ଏନଡିଏ ମନ୍ତ୍ରିମଣ୍ଡଳରେ ଜେଡିୟୁ ସାମିଲ ହେବନି

ପାଟନା, ୨।୬:କେନ୍ଦ୍ର ମନ୍ତ୍ରିମଣ୍ଡଳରେ ଜେଡିୟୁ ଦାବି କରୁଥିବା ଆବଶ୍ୟକ ସଂଖ୍ୟକ ମନ୍ତ୍ରୀ ନ ଦେବା ପରେ ଭାଜପା ଏବଂ ଜେଡିୟୁ ମଧ୍ୟରେ ମତଭେଦ ସୃଷ୍ଟି ହୋଇଛି। ଏହାର…

7 years ago

ଶିଶୁ ମୃତ୍ୟୁହାର ରୋକିବା ସଚେତନତା କାର୍ଯ୍ୟକ୍ରମର ପ୍ରଥମ ଦିନ : ଜନ୍ମର ଦିନକ ପରେ ନବଜାତ ଶିଶୁର ମୃତ୍ୟୁ

ଝରିଗାଁ,୨।୬(ସ୍ବ.ପ୍ର)- ନବରଙ୍ଗପୁର ଜିଲାରେ ମାତୃ ଏବଂ ଶିଶୁ ମୃତ୍ୟୁହାରକୁ ରୋକିବା ପାଇଁ ଜିଲାପାଳଙ୍କ ଅଧ୍ୟକ୍ଷତାରେ ଶନିବାର ସଚେତନତା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ଏହି କାର୍ଯ୍ୟକ୍ରମର ଦିନକ ପରେ…

7 years ago

୧୯ ବର୍ଷ ସଂଘର୍ଷ, ତଥାପି ମିଳିନି ନ୍ୟାୟ

ସମ୍ବଲପୁର,୨।୬(ବ୍ୟୁରୋ):ଦୀର୍ଘ ୧୯ ବର୍ଷ ସଂଘର୍ଷ ପରେ ମଧ୍ୟ ରାଜ୍ୟ ସରକାରଙ୍କ ଦେବୋଦତ୍ତର ବିଭାଗରେ ଚତୁର୍ଥ ଶ୍ରେଣୀ କର୍ମଚାରୀ ଭାବେ କାମ କରୁଥିବା ସମ୍ବଲପୁର ଠେମରା ଗ୍ରାମର ରାମଚନ୍ଦ୍ର…

7 years ago

ସେରେନାଙ୍କ ଟେନିସ୍‌ ଭବିଷ୍ୟତ ନେଇ ସନ୍ଦେହ

ପ୍ୟାରିସ, ୨ା୬-ଶନିବାର ଫ୍ରେଞ୍ଚ ଓପନ ପ୍ରତିଯୋଗିତାର ତୃତୀୟ ରାଉଣ୍ଡରୁ ବିଦାୟ ନେବା ପରେ ସେରେନା ଓ୍ବିଲିୟମ୍ସଙ୍କ ଟେନିସ୍‌ ଭବିଷ୍ୟତକୁ ନେଇ ସନ୍ଦେହ ସୃଷ୍ଟି ହୋଇଛି। ଆମେରିକାର ଏହି…

7 years ago

ଥକ୍କାପଣ ଦୂର କରିବ ‘ଛେଳି ଯୋଗ’

ଶୀର୍ଷକ ପଢ଼ି ଆଶ୍ଚର୍ଯ୍ୟ ଲାଗୁଥିବ; ମାତ୍ର ଏହା ସମ୍ପୂର୍ଣ୍ଣ ସତ। ଆମେରିକାର ସାନ୍‌ଫ୍ରାନ୍‌ସିସ୍କୋ ଏବଂ ସିଲିକନ୍‌ ଭ୍ୟାଲିରେ ଏବେ ‘ଗୋଟ୍‌ ୟୋଗା’ ବା ‘ଛେଳି ଯୋଗ’ ବେଶ୍‌…

7 years ago

ଯେଉଁଠି ୫୦ ଟଙ୍କା ପାଇଁ ଲଗାଯାଏ ଜୀବନ ବାଜି

ବିଶ୍ୱରେ ଏମିତି ଅନେକ ପ୍ରକାରର ପରମ୍ପରା ରହିଛି, ଯାହା ଶୁଣିଲେ ଯେତିକି ଆଶ୍ଚର୍ଯ୍ୟ ଲାଗେ ସେତିକି ଆଶଙ୍କା ବି ସୃଷ୍ଟି ହୁଏ। ଏଭଳି ଏକ ପରମ୍ପରା ରହିଛି…

7 years ago

ମୋଦିଙ୍କ ପାଇଁ ନିଆରା ଉପହାର

ନୂଆଦିଲ୍ଲୀ, ୨।୬: ୨୦୧୪ ଲୋକ ସଭା ନିର୍ବାଚନଠାରୁ ଚା’ରେ ଚର୍ଚ୍ଚା ଏତେ ମାତ୍ରାରେ ବ୍ୟାପିଛି ଯେ, ଯାହା ଆଜି ପର୍ଯ୍ୟନ୍ତ ଥମିନି। ଚା’କୁ ନେଇ ଚର୍ଚ୍ଚା, ଚା’କୁ…

7 years ago

ଏମିତି ମନ୍ଦିର ଯେଉଁଠି ଦେବୀଙ୍କ ପାଟିରୁ ବାହାରେ ନିଆଁ…

ଭାରତରେ ଥିବା କେତେକ ମନ୍ଦିରର ରହସ୍ୟ ସମାଧାନ ଆଧୁନିକ ବିଜ୍ଞାନ ମଧ୍ୟ କରି ପାରିନି। ହିମାଚଳପ୍ରଦେଶ କାଙ୍ଗଡ଼ା ଘାଟିରେ ଦେବୀ ମା’ଙ୍କ ମନ୍ଦିର ରହିଛି। ଏଠାରେ ଦେବୀ…

7 years ago

ସ୍କର୍ଟ ପିନ୍ଧି ଅଫିସ ଆସିଲେ ମହିଳା କର୍ମଚାରୀଙ୍କୁ ମିଳିବ ଅଧିକ ଦରମା

ରୁଷର ଏକ କର୍ମ୍ପାନୀ ଏବେ ତା’ର ଏକ ନିଆରା ଚିନ୍ତାଧାରା ପାଇଁ ଆସିଛି ଚର୍ଚ୍ଚାକୁ। ଟେଟପ୍ରୋଫ୍‌ ନାମକ ଏକ ଆଲୁମିନିୟମ ଉତ୍ପାଦନ କମ୍ପାନୀ ମହିଳା କର୍ମଚାରୀଙ୍କ ପାଇଁ…

7 years ago

ମମତା ହିରଣ୍ୟକଶ୍ୟପଙ୍କ ବଂଶଜ: ସାକ୍ଷୀ ମହାରାଜ

ହରିଦ୍ୱାର, ୨।୬: ଉତ୍ତର ପ୍ରଦେଶର ଉନ୍ନାଓ ସାଂସଦ ସାକ୍ଷୀ ମହାରାଜ ଏକ ବିବାଦୀୟ ବୟାନ ଦେଇ ଚର୍ଚ୍ଚାକୁ ଆସିଛନ୍ତି। ସେ ତୃଣମୂଳ କଂଗ୍ରେସ(ଟିଏମସି) ନେତ୍ରୀ ତଥା ପଶ୍ଚିମବଙ୍ଗ…

7 years ago