Home Left

କିଡନୀ ରୋଗରେ ଗୋଟିଏ ପରିବାରର ୨ ଜଣଙ୍କ ମୃତ୍ୟୁ ଘଟଣା, ସରକାରୀ ସହାୟତା ପାଇଁ ଅନୁରୋଧ

ଅମରପାଲି,୧୬/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଉପାନ୍ତ ବହଳପଦର ପଞ୍ଚାୟତର ସୁରଧାପାଲି ( ହୋତାପାଲି) ଗ୍ରାମରେ ଗତ ସପ୍ତାହରେ ୪ ଦିନ ମଧ୍ୟରେ ଗୋଟିଏ…

11 months ago

୨ବର୍ଷ ହେଲା ସୋଲାର ଜଳପ୍ରକଳ୍ପ ଅଚଳ: ପିଇବା ପାଣି ପାଇଁ ହନ୍ତସନ୍ତ ତାରାପଦରବାସୀ

ଥୁଆମୂଳ ରାମପୁର,୧୬ା୧୨ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ତଳଆମ୍ବପଦର ପଞ୍ଚାୟତର ତାରାପଦର ଗ୍ରାମରେ ଦୀର୍ଘ ଦୁଇବର୍ଷ ହେବ ସୋଲାର ପ୍ରକଳ୍ପ ଅଚଳ ହୋଇପଡିଛି। ଫଳରେ…

11 months ago

ହାସିନାଙ୍କ ମନ୍ତବ୍ୟ: ଭାରତୀୟ ଉଚ୍ଚାୟୁକ୍ତଙ୍କୁ ବାଂଲାଦେଶର ସମନ

ଢାକା,୧୬ା୧୨: ବାଂଲାଦେଶରେ ଗତ ଅଗଷ୍ଟରେ ହିଂସାତ୍ମକ ଆନ୍ଦୋଳନ ପରେ ଦେଶ ଛାଡ଼ି ଭାରତକୁ ପଳାୟନ କରିଥିବା ଗାଦିଚ୍ୟୁତ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନା(୭୮)ଙ୍କୁ ନଭେମ୍ବରରେ ସେଠାକାର ଏକ ସ୍ବତନ୍ତ୍ର ଟ୍ରିବ୍ୟୁନାଲ…

11 months ago

ଦେବଗଡ ବନ୍ଦ ପ୍ରସଙ୍ଗ : ଆନ୍ଦୋଳନର ନେତୃତ୍ୱ ନେବ ଜିଲା ମହିଳା ଏକତା ମଞ୍ଚ

ଦେବଗଡ, ୧୫ା୧୨ (ଶଶାଙ୍କ ଶେଖର ଝାଙ୍କର):ପୁରୁଣା ଜିଲା ମୁଖ୍ୟ ଚିକିତ୍ସାଳୟ କୋଠାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟ ସେବା ଦାବିରେ ଜିଲା ଯୁବ ଏକତା ମଞ୍ଚ ପକ୍ଷରୁ ଦୀର୍ଘ…

11 months ago

ମେସିଙ୍କ ଗସ୍ତକୁ ନେଇ ଅସହଜ ଅଲିମ୍ପିକ୍ ସ୍ୱର୍ଣ୍ଣ ପଦକ ବିଜେତା ଅଭିନବ ବିନ୍ଦ୍ରା; କହିଲେ ଅଯଥା ଖର୍ଚ୍ଚ ହେଲା “କୋଟି କୋଟି ଟଙ୍କା…”

ନୂଆଦିଲ୍ଲୀ,୧୫ା୧୨: ଭାରତର ଅଲିମ୍ପିକ୍ ସ୍ୱର୍ଣ୍ଣ ପଦକ ବିଜେତା ଅଭିନବ ବିନ୍ଦ୍ରା ଆର୍ଜେଣ୍ଟିନାର ଫୁଟବଲ୍ କିମ୍ବଦନ୍ତୀ ଲିଓନେଲ୍ ମେସିଙ୍କ ନିକଟରେ ଶେଷ ହୋଇଥିବା ଭାରତ ଗସ୍ତର ପରିଚାଳନା ଶୈଳୀକୁ…

11 months ago

୨୦୩୦ରେ ଅବସର ନେବାକୁ ଥିବା ପ୍ରାଇଭେଟ କର୍ମଚାରୀଙ୍କୁ ମିଳିବ ଏତିକି ଦରମା, ଏମିତି କରନ୍ତୁ ହିସାବ

ନୂଆଦିଲ୍ଲୀ,୧୫।୧୨:ପ୍ରାଇଭେଟ କ୍ଷେତ୍ରର କର୍ମଚାରୀମାନେ ପ୍ରାୟତଃ ସେମାନଙ୍କର ବାର୍ଦ୍ଧକ୍ୟ ସୁରକ୍ଷା ବିଷୟରେ ଚିନ୍ତିତ ଥାଆନ୍ତି। ତଥାପି, ଯଦି ଆପଣଙ୍କର PF କଟାଯାଏ, ତେବେ ନିରାଶ ହେବାର କୌଣସି ଆବଶ୍ୟକତା…

11 months ago

ଦୁଇ ରାଜନୈତିକ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଘଟଣା: ୪ ଗିରଫ

ଧର୍ମଶାଳା,୧୫।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଜେନାପୁର ଥାନା ଗଡମଧୁପୁର ପଞ୍ଚାୟତ ପନ୍ତୁରୀଠାରେ ଥିବା ପୂର୍ବତନ ବିଜେଡି ବିଧାୟକ ପ୍ରଣବ ବଳବନ୍ତ ରାୟଙ୍କ ଫାର୍ମ ହାଉସରେ ଗତକାଲି ଘଟିଥିବା…

11 months ago

ହିଟଲରଙ୍କ ନରସଂହାରରୁ ବର୍ତ୍ତିଥିଲେ, ପାକିସ୍ତାନୀ ଆତଙ୍କବାଦୀଙ୍କ ଗୁଳିରେ ମଲେ; ସ୍ତ୍ରୀକୁ ବଞ୍ଚାଇବାକୁ ଯାଇ…

ନୂଆଦିଲ୍ଲୀ,୧୫।୧୨: ଅଷ୍ଟ୍ରେଲିଆର ସିଡନୀସ୍ଥିତ ବଣ୍ଡି ବେଳାଭୂମିରେ ରବିବାର ହନୁକା ଉତ୍ସବ ପାଳନ ସମୟରେ ଘଟିଥିବା ଆତଙ୍କବାଦୀ ଆକ୍ରମଣରେ ନିଜ ସ୍ତ୍ରୀଙ୍କୁ ସୁରକ୍ଷା ଦେବାକୁ ଯାଇ ଆଡଲଫ୍ ହିଟଲରଙ୍କ…

11 months ago

ମନ୍ତ୍ରୀଙ୍କ ପ୍ରତିଶ୍ରୁତି ପରେ ଆୟୁଷ ଡାକ୍ତର ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ସ୍ଥଗିତ, ଆଗାମୀ ୩ ମାସ ମଧ୍ୟରେ ଦାବି ପୂରଣ ନ ହେଲେ…

ବଲାଙ୍ଗୀର,୧୪।୧୨( ସୁନିଲ କୁମାର ମହାନ୍ତି): ଦୀର୍ଘ ଏକମାସରୁ ଅଧିକ ସମୟ ଧରି ୮ଦଫା ଦାବି ନେଇ ସରକାରୀ ଆୟୁର୍ବେଦିକ କଲେଜ ଓ ଚିକିତ୍ସାଳୟ ସମ୍ମୁଖରେ ଆୟୁଷ ଡାକ୍ତର…

11 months ago

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ଦ୍ବାରା ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ: ଦେଲେ ବଡ଼ ପ୍ରତିଶ୍ରୁତି, ୧୫୦ରୁ କମ୍‌ ଥିବା ଗାଁକୁ ମିଳିବ…

କୋକସରା,୧୫।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ ଏବଂ ଗ୍ରାମ୍ୟ ଉନ୍ନୟନ ବିଭାଗ ମନ୍ତ୍ରୀ ରବିନାରାୟଣ ନାୟକ ସୋମବାର କୋକସରା ବ୍ଲକ ସଦର ମହକୁମାସ୍ଥିତ…

11 months ago