Home Left

ପାହାଡ ପାର୍ଶ୍ୱରୁ ମୋରମ ତାଢି ନେଉଯାଉଥିଲେ, ରୋକିଲେ ଗ୍ରାମବାସୀ

ଧର୍ମଶାଳା,୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ବଡ଼କାଏମା ପଞ୍ଚାୟତରେ ଥିବା ଐତିହାସିକ କାଏମା ପାହାଡ ପାର୍ଶ୍ୱରୁ ମୋରମ ତାଡ଼ି ନେଇ ଅନ୍ୟ ଏକ ସ୍ଥାନରେ…

11 months ago

ସାଇବର ଠକେଇ ଅଭିଯୋଗରେ ୩ ଗିରଫ : ଅଭିଯୁକ୍ତଙ୍କ ନିକଟରୁ ଜବତ ହେଲା…

ଆନନ୍ଦପୁର,୯।୧୨(ସୁଶାନ୍ତ କୁମାର ସାହୁ): ପୃଥକ ଦୁଇଟି ମାମଲାରେ ୩ ଜଣ ସାଇବର ଠକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ । ଗୋଟିଏ ମାମଲା ଘଷିପୁରା…

11 months ago

ଗୋଆରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

ଗଜପତି,୯।୧୨(ଗିରିଧାରୀ ପରିଛା): କାମଧନ୍ଦା ନ ପାଇ ଗୋଆକୁ ଦାଦନ ଖଟିବାକୁ ଯାଇ ଜଣେ ଓଡ଼ିଆ ଯୁବକଙ୍କ ସନ୍ଦେହ ଜନକ ମୃତ୍ୟୁ ଘଟିଛି। ମୃତକ ହେଲେ ମୋହନା ଥାନା…

11 months ago

ବଡ଼ ବୟାନ ଦେଲେ ଗାଙ୍ଗୁଲି, କହିଲେ ସୂର୍ଯ୍ୟକୁମାର ଯାଦବ ନୁହେଁ ଏହି ଖେଳାଳିଙ୍କୁ ଦିଆଯାଉ ଟିମ ଇଣ୍ଡିଆର ଟି-୨୦ କ୍ୟାପଟେନଶିପ

ନୂଆଦିଲ୍ଲୀ,୯।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଆଜି, ଡିସେମ୍ବର ୯,୨୦୨୫ରେ ଆରମ୍ଭ ହେବାକୁ ଯାଉଛି। ସିରିଜର ପ୍ରଥମ ମ୍ୟାଚ…

11 months ago

ପୋଡ଼ାଜଳା ପରେ ଏମ୍‌ଭି-୨୬ ଗାଁ ଛାଡୁଛନ୍ତି ଲୋକେ

ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍‌ଭି -୨୬…

11 months ago

ମୋର୍ଚ୍ଚା ସଭାପତି ଘୋଷଣା କଲା ଭାଜପା: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର,୯।୧୨: ଭାରତୀୟ ଜନତା ପାର୍ଟି(ଭାଜପା) ପକ୍ଷରୁ ମଙ୍ଗଳବାର ବିଭିନ୍ନ ଜିଲା ପାଇଁ ମୋର୍ଚ୍ଚା ସଭାପତି, ଜିଲା ପ୍ରଭାରୀ ଏବଂ ଅନ୍ୟାନ୍ୟ ନାମ ଘୋଷଣା କରାଯାଇଛି। ଅଭିଳାଷ ପଣ୍ଡାଙ୍କୁ…

11 months ago

ସୋନିଆଙ୍କୁ ନୋଟିସ ଜାରି, ନାଗରିକତା ବିନା ଭୋଟର ତାଲିକାରେ ନାମ ଉପରେ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୯।୧୨: ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟ ସୋନିଆ ଗାନ୍ଧୀଙ୍କୁ ଭୋଟର ତାଲିକାରେ ଅନ୍ତର୍ଭୁକ୍ତ କରିବା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଭାରତୀୟ ନାଗରିକତା ନ ପାଇ…

11 months ago

ହାଡ଼ ଭଙ୍ଗା ଶୀତରେ ଥରୁଛି ଜି.ଉଦୟଗିରି: ତାପମାତ୍ରା ରହିଛି…

ଜି.ଉଦୟଗିରି ୯/୧୨(ଶିଶିର ପଟ୍ଟନାୟକ / ଚିନ୍ମୟ କୁମାର ସେଠି ): ଜି ଉଦୟଗିରି ସମେତ ସାରା ରାଜ୍ୟରେ ଜାରି ରହିଛି ଶୀତର ଲହରୀ। ଏକ ସପ୍ତାହ ହେବ…

11 months ago

ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ: ଗର୍ଜନ ଶୁଣି…

ଅନୁଗୋଳ,୯।୧୨(ମାନସ ବିଶ୍ୱାଳ): ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ, ଅନୁଗୋଳ ରେଞ୍ଜ ପୁରୁଣା ଗଡ଼ ସେକ୍ସନ କରତପଟା ବିଟ ଅନ୍ତର୍ଗତ ଜଙ୍ଗଲରେ ଫାଶରେ ପଡିଛି କଲରାପତରିଆ ବାଘ। …

11 months ago

ଢାବାରେ ଯୁବକଙ୍କୁ ଖଣ୍ଡାରେ ହାଣି ଲହୁଲୁହାଣ କଲେ ଦୁର୍ବୃତ୍ତ

ପରଜଙ୍ଗ,୯।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ସିଆରିମାଳିଆ ଗ୍ରାମ ନିକଟ ରେଙ୍ଗାଳି ବାମ ପାର୍ଶ୍ୱ କେନାଲ ପାଖରେ ଥିବା ଏକ ଢାବାରେ ଜଣେ…

11 months ago