Home Left

ଦିଲ୍ଲୀର ବିଜୟ ଧାରା ଜାରି

ବେଙ୍ଗାଲୁରୁ,୧୦ା୪: ବୋଲରଙ୍କ ମାପଚୁପ ବୋଲିଂ ଏବଂ ଲୋକେଶ ରାହୁଲଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ୬ ଉଇକେଟରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି)କୁ ପରାସ୍ତ…

1 year ago

ମେ ୧୮ରୁ କଳିଙ୍ଗ ବ୍ଲାକ୍‌ ଟାଇଗର୍ସର ଅଭ୍ୟାସ

ଭୁବନେଶ୍ୱର, ୧୦।୪(ତପନ ସ୍ବାଇଁ): ରଗ୍‌ବୀ ଇଣ୍ଡିଆ ଓ ଜିଏମ୍‌ଆର୍‌ର ମିଳିତ ଆନୁକୂଲ୍ୟରେ ରଗ୍‌ବୀ ପ୍ରିମିୟର ଲିଗ୍‌ (ଆର୍‌ପିଏଲ୍‌) ଅନ୍ଧେରି ସ୍ପୋଟର୍‌ସ କମ୍ପ୍ଲେକ୍ସ(ମୁମ୍ବାଇ ଫୁଟ୍‌ବଲ ଆରେନା)ରେ ଆସନ୍ତା ଜୁନ୍‌…

1 year ago

କାଳ ବୈଶାଖୀର ତାଣ୍ଡବ, ବର୍ଷା-ଘଡ଼ଘଡ଼ିରେ ୩୦ରୁ ଊର୍ଦ୍ଧ୍ୱ ଲୋକାଙ୍କ ମୃତ୍ୟୁ

ପାଟନା,୧୦।୪: ବିହାରର ନାଳନ୍ଦା, ସିୱାନ, ଭୋଜପୁର, ଗୋପାଳଗଞ୍ଜ, ବେଗୁସରାଇ, ସରନ, ଗୟା, ଜେହାନାବାଦ ଏବଂ ଅରୱାଲରେ ଗୁରୁବାର ଅବରାହ୍ନରେ ବଜ୍ରପାତ ଏବଂ ପ୍ରବଳ ବର୍ଷା ଯୋଗୁଁ ବିଭିନ୍ନ…

1 year ago

ଜଙ୍ଗଲରୁ ମିଳିଲା ଝୁଲନ୍ତା ମୃତଦେହ

ନିରାକାରପୁର,୧୦।୪(ମାନସ ଚନ୍ଦ୍ର ପଟ୍ଟନାୟକ ): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅଧୀନ ୧୬ ନମ୍ବର ଜାତୀୟ ରାଜପଥର ରାମେଶ୍ୱର ନିକଟ କୁଆଁରୀ ଜଙ୍ଗଲରୁ ଜଣେ ଯୁବକଙ୍କ ଝୁଲନ୍ତା…

1 year ago

ସଟସର୍କିଟରୁ ଅଗ୍ନିକାଣ୍ଡ: ସବୁକିଛି ଜଳିପୋଡ଼ି ପାଉଁଶ, ଜଣେ ଆହତ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ):ଭଞ୍ଜନଗର ଥାନା ଅନ୍ତର୍ଗତ ତୁରୁମୁ ପଞ୍ଚାୟତର ଜଡାହାଟୁଣିର ବିଜୟ ଚନ୍ଦ୍ର ପାଢ଼ୀଙ୍କ ଘରେ ଗୁରୁବାର ସନ୍ଧ୍ୟାରେ ଅଗ୍ନିକାଣ୍ଡ ଘଟିଛି ସଟସର୍କିଟରୁ ଅଗ୍ନିକାଣ୍ଡ ଘଟିଥିବା ଆଶଙ୍କା କରାଯାଉଛି।…

1 year ago

ଜଙ୍ଗଲରେ ନିଆଁ ଲିଭାଇଲା ବେଳେ ପୋଡ଼ି ଯାଇଥିଲେ କର୍ମଚାରୀ: ଆନ୍ଦୋଳନ ପରେ ମିଳିଲା ୧୦ ଲକ୍ଷ କ୍ଷତିପୂରଣ

କୁଆଁରମୁଣ୍ଡା,୧୦ା୪(ମହେନ୍ଦ୍ର କୁମାର ସାହୁ): ଇସ୍ପାତ ଜେନେରାଲ ହସ୍ପିଟାଲରେ ବୁଧବାର ଚିକିତ୍ସାଧୀନ ଅବସ୍ଥାରେ ଠିକା ବନ କର୍ମଚାରୀ ସମରା ଓରାମ(୩୮)ଙ୍କ ମୃତ୍ୟୁ ଘଟିଥିଲା। ଗୁରୁବାର ମୃତକଙ୍କ ଗ୍ରାମ କଚାରୁ…

1 year ago

ହାସିନାଙ୍କୁ ଯିବାକୁ ପଡ଼ିବ ବାଂଲାଦେଶ? କୋର୍ଟ ଜାରି କଲେ ଓ୍ବାରଣ୍ଟ

ଢାକା,୧୦।୪: ବାଂଲାଦେଶର ବହିଷ୍କୃତ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ବିରୋଧରେ ଆଉ ଏକ ଗିରଫଦାରୀ ୱାରେଣ୍ଟ ଜାରି କରାଯାଇଛି। ରାଜଧାନୀ ଢାକାର ଏକ କୋର୍ଟ ଗୁରୁବାର ଏକ ଦୁର୍ନୀତି…

1 year ago

ବଳାତ୍କାରୀଙ୍କୁ ୨୦ବର୍ଷ ଜେଲ

ସମ୍ବଲପୁର,୧୦ା୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଶାସନ ଥାନା ଅଞ୍ଚଳରେ ୨୦୨୩ରେ ଘଟିଥିବା ଶିଶୁକନ୍ୟା ବଳାତ୍କାର ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି। ସମ୍ବଲପୁର ପୋକ୍‌ସୋ ଅଦାଲତ ସ୍ବତନ୍ତ୍ର…

1 year ago

ରାଜ୍ୟ ରାଜପଥରେ ହାତୀ ଉପଦ୍ରବ

ଜି.ଉଦୟଗିରି,୧୦।୪,(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ଠାରୁ କଳିଙ୍ଗା ଯିବା ରାଜ୍ୟ ରାଜପଥ ନିକଟ ରାଇପଦାଠାରେ ଗୁରୁବାର ସା ୮ ଘଣ୍ଟିକା ଠାରୁ ହାତୀପଲ ଉପଦ୍ରବ…

1 year ago

ପ୍ରତ୍ୟର୍ପଣ ପରେ ଆତଙ୍କବାଦୀ ରାଣାଙ୍କ ପ୍ରଥମ ଫଟୋ ଆସିଲା ସାମ୍ନାକୁ, NIA କୋର୍ଟରେ ହେବେ ହାଜର

ନୂଆଦିଲ୍ଲୀ,୧୦।୪: ୨୬/୧୧ ମୁମ୍ବାଇ ଆକ୍ରମଣର ମାଷ୍ଟରମାଇଣ୍ଡ ତହୱୁର ରାଣାକୁ ଗୁରୁବାର (୧୦ ଏପ୍ରିଲ, ୨୦୨୫) ଭାରତ ଅଣାଯାଇଛି। ଏନଆଇଏ ଟିମ ଏକ ସ୍ବତନ୍ତ୍ର ବିମାନ ଯୋଗେ ତହୱୁରଙ୍କୁ…

1 year ago