Home Left

ସାଙ୍ଗମେଳରେ ଗାଧୋଇଯାଇଥିଲେ ୫ ବର୍ଷର ଶିଶୁ କନ୍ୟା , ଆଉ ଫେରିଲେନି  ଘରକୁ …

ଖଜୁରୀପଡ଼ା,୧୭।୫(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରୀପଡ଼ା ଥାନା ଅନ୍ତର୍ଗତ କାବର ଗାଁ ବନ୍ଧରେ ଗାଧୋଇବାକୁ ଯାଇ ଜଣେ ୫ ବର୍ଷର ଶିଶୁକନ୍ୟାଙ୍କ ମୃତ୍ୟୁ ଘଟିଛି। ସୂଚନା ମୁତାବକ…

1 year ago

୧୭ ବର୍ଷ ହେଲା ନଦୀ ପାଲଟିଛି ଅଳିଆ ଗଦା, ରୂପ ବଦଳାଇବ ୪୦୦ କୋଟି ଟଙ୍କାର ରିଙ୍ଗ୍‌ରୋଡ୍‌ ପ୍ରକଳ୍ପ

ଭଞ୍ଜନଗର,୧୭ା୫(ବାବୁଲା ପ୍ରଧାନ): ବ୍ରିଟିଶ ଶାସନ ସମୟରେ ୧୮୮୩ରେ ହୋଇଥିବା ଗଞ୍ଜାମ ଜିଲା ଭଞ୍ଜନଗର ଲୋହରାଖଣ୍ଡି ସେତୁକୁ ୨୦୦୮ ପୂର୍ବରୁ ଭାଙ୍ଗି ସେଠାରେ ଏକ ନୂଆ ସେତୁ ଯୋଜନା…

1 year ago

ପ୍ରତି ମାସରେ ସରପଞ୍ଚଙ୍କୁ ଭେଟୁଛନ୍ତି ବିଡିଓ

ଗଞ୍ଜାମ,୧୭ା୫(ବିଦ୍ୟାଧର ସାହୁ):  ଜିଲାପାଳଙ୍କ ପରାମର୍ଶ କ୍ରମେ ବିଡ଼ିଓ ଅଚ୍ୟୁତାନନ୍ଦ ଯାନୀ ପ୍ରତ୍ୟେକ ଶନିବାର ବ୍ଲକ୍‌ ସହକାରୀ ନିର୍ବାହୀ ଯନ୍ତ୍ରୀ ସୁଶୀଲ ପଣ୍ଡା, ନିର୍ବାହୀ ଯନ୍ତ୍ରୀ ଦିଗାମ୍ବର ନାୟକଙ୍କ…

1 year ago

LOCରୁ ତଳକୁ ଯିବନି ବୁନ୍ଦାଏ ପାଣି…ପାକିସ୍ତାନ ବିରୋଧରେ ମୋଦିଙ୍କ ଜୋରଦାର ଆକ୍ସନ

ନୂଆଦିଲ୍ଲୀ,୧୭।୫: ପାକିସ୍ତାନକୁ ପ୍ରତ୍ୟେକ ବୁନ୍ଦା ପାଣି ପାଇଁ ଆକୁଳ କରିବା ପାଇଁ ଭାରତ ପୁଣି ଥରେ ଓ୍ବାଟର ଷ୍ଟ୍ରାଇକ୍‌ କରିବାକୁ ପ୍ରସ୍ତୁତ ହୋଇଛି। ପ୍ରଥମେ ଭାରତ ସିନ୍ଧୁ…

1 year ago

ବିଦେଶରେ ପୁଣି ଅଦିନିଆ ରଥଯାତ୍ରା: ରଥଯାତ୍ରା ପୋଷ୍ଟରରେ ବ୍ୟାପକ ଭୁଲ

ଭୁବନେଶ୍ୱର,୧୭।୫: ପୁଣି ଅଦିନିଆ ରଥଯାତ୍ରା କରିବାକୁ ଯାଉଛି ଇସ୍କନ। ଯାହାକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ରବିବାର ଲଣ୍ଡନରେ ରଥଯାତ୍ରା କରୁଛି ଇସ୍କନ। ରଥଯାତ୍ରାରେ ସାମିଲ…

1 year ago

ଭାରତ-ପାକିସ୍ତାନ ଯୁଦ୍ଧବିରତିକୁ ନେଇ କାନ୍ଦି ପକାଇଲେ ଟ୍ରମ୍ପ, ଜାଣନ୍ତୁ କାହିଁକି…

ଓ୍ବାଶିଂଟନ୍‌, ୧୭।୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଦାବି କରିଛନ୍ତି ଯେ ତାଙ୍କ ମଧ୍ୟସ୍ଥତା ଯୋଗୁଁ ଭାରତ ଓ ପାକିସ୍ତାନ ମଧ୍ୟରେ ଏକ ସମ୍ଭାବ୍ୟ…

1 year ago

ବିସ୍ଫୋରକ ବୟାନ ଦେଲେ ଭୂପିନ୍ଦର: ୨୪ ନିର୍ବାଚନରେ ଅଫର ଦେଇଥିଲା ଭାଜପା, ଏବେବି…

ଭୁବନେଶ୍ୱର,୧୭।୫: ବିଜେଡି ନେତା ଭୂପିନ୍ଦର ସିଂଙ୍କ ବିସ୍ଫୋରକ ବୟାନ। ବିଜେଡି କମିଟି ଓ ପିଏସ୍‌ସିରୁ ବାଦ୍‌ ପଡ଼ିବା ପରେ ବିଜେଡିକୁ ନେଇ ବଡ଼ ବୟାନ ଦେଇଛନ୍ତି ଭୂପିନ୍ଦର…

1 year ago

ସୋଫିଆଙ୍କୁ ନେଇ ଏତେ ବଡ଼କଥା କହିଦେଲେ ଶଙ୍କରାଚାର୍ଯ୍ୟ, ଦେଶରେ ହଇଚଇ…

ନୂଆଦିଲ୍ଲୀ,୧୭।୫: ମଧ୍ୟପ୍ରଦେଶ କ୍ୟାବିନେଟ ମନ୍ତ୍ରୀ ବିଜୟ ଶାହ କର୍ଣ୍ଣେଲ ସୋଫିଆ କୁରେଶୀଙ୍କ ସମ୍ପର୍କରେ ଏକ ବିବାଦୀୟ ବୟାନ ଦେଇଥିଲେ। ସେ କର୍ଣ୍ଣେଲ ସୋଫିଆଙ୍କୁ ଆତଙ୍କବାଦୀଙ୍କ ଭଉଣୀ ବୋଲି…

1 year ago

ଦିଗପହଣ୍ଡି କୋର୍ଟ, ଜେଲରେ ପହଞ୍ଚିଗଲେ ଜିଲା ଦୌରାଜଜ, ସବଜଜ୍‌ କୋର୍ଟ ଅବିଳମ୍ବେ ଖୋଲିବା ନେଇ…

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦୌରାଜଜ ଡ.ଭାଗ୍ୟଲକ୍ଷ୍ମୀ ରଥ ଶୁକ୍ରବାର ଦିଗପହଣ୍ଡି ଜେଏମଏଫସି କୋର୍ଟ ଓ ସବଜେଲ ପରିଦର୍ଶନ କରିଛନ୍ତି। ପୂର୍ବାହ୍ନରେ ସେ କୋର୍ଟ ହଲରେ…

1 year ago

ଶିକ୍ଷକଙ୍କୁ ଦରମା ପ୍ରଦାନ ପାଇଁ ଜିଲା ଶିକ୍ଷାଧିକାରୀଙ୍କୁ ଦାବିପତ୍ର

ଦେବଗଡ଼,୧୭ା୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକରେ କାର୍ଯ୍ୟରତ ଏନ୍‌ପିଏସ୍‌ ଶିକ୍ଷକଙ୍କୁ ଗତ ମାସର ଦରମା ପ୍ରଦାନ କରାଯାଇ ନ ଥିବା ବେଳେ ପରିବାର ଗୁଜୁରାଣ…

1 year ago