Home Left

Video: ବଡ଼ ଦୁର୍ଘଟଣା, ଲ୍ୟାଣ୍ଡିଂ ବେଳେ ସମୁଦ୍ରରେ ଖସି ପଡ଼ିଲା ବିମାନ

ହଂକଂ,୨୦।୧୦: ସୋମବାର (ଅକ୍ଟୋବର ୨୦) ପ୍ରତ୍ୟୁଷରେ ହଂକଂ ଅନ୍ତର୍ଜାତୀୟ ବିମାନବନ୍ଦରରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଏମିରେଟ୍ସ ଏୟାରଲାଇନ୍ସର ଏକ ବୋଇଂ ୭୪୭ କାର୍ଗୋ ବିମାନ ଅବତରଣ…

1 year ago

ଦୀପାବଳି ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦ା୧୦:ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟବାସୀଙ୍କୁ ଦୀପାବଳି ଶୁଭେଚ୍ଛା ଜଣାଇଛନ୍ତି। ଦୀପାବଳି ପାଳନର ଅବ୍ୟବହିତ ପୂର୍ବରୁ ରବିବାର ସନ୍ଧ୍ୟାରେ ଏକ ଭିଡିଓ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଆଲୋକ…

1 year ago

ଅଭିଶାପ ଭୟ: ଗାଁରେ ପାଳନ ହେଉନି ଦୀପାବଳି

ଶିମ୍‌ଲା: ହିମାଚଳ ପ୍ରଦେଶର ହମିରପୁର ଜିଲାସ୍ଥିତ ସମ୍ମୁ ଗାଁରେ ଅନେକ ଶହ ବର୍ଷ ଧରି ଦୀପାବଳି ପାଳନ କରାଯାଉ ନାହିଁ। ଦୀପାବଳି ଦିନ ଗ୍ରାମବାସୀ ଦୀପ ଜାଳନ୍ତି…

1 year ago

ଏଇ ଭାରତରେ

ଛତିଶଗଡ଼ର ସମୀକ୍ଷା ଚନ୍ଦ୍ରକର ଟମାଟୋ ଓ ଅନ୍ୟାନ୍ୟ ପରିବା ଚାଷକରି ସେଥିରୁ ୨୦୨୩-୨୪ ବର୍ଷରେ ୧.୫ କୋଟି ଟଙ୍କା ରୋଜଗାର କରିଛନ୍ତି। ବିଶେଷକରି ସେ ଟମାଟୋ ଚାଷ…

1 year ago

୮.୮୨ ଲକ୍ଷ ନିର୍ଦ୍ଦେଶ କାର୍ଯ୍ୟକାରୀ ନ ହେବା ଦୁଃଖଦାୟକ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୦ା୧୦(ପି.ଟି.) : ୮.୮୨ ଲକ୍ଷରୁ ଊର୍ଦ୍ଧ୍ୱ କୋର୍ଟ ନିର୍ଦ୍ଦେଶନାମା କାର୍ଯ୍ୟକାରୀ ହୋଇନାହିଁ। ଏଥିପାଇଁ ନିଷ୍ପାଦନ ଆବେଦନ ବିଚାର ଅପେକ୍ଷାରେ ପଡ଼ିରହିଥିବାରୁ ସୁପ୍ରିମକୋର୍ଟ ଏହାକୁ ଅତ୍ୟନ୍ତ ଦୁଃଖଦାୟକ ଏବଂ…

1 year ago

କାଳୀପୂଜା ରକେଟ୍‌ ଓ ଚନ୍ଦ୍ର ଅଭିଯାନ

ରାମାୟଣ ଅନୁସାରେ, ରାବଣଙ୍କୁ ବଧ ସହ ୧୪ ବର୍ଷ ବନବାସ ଶେଷ କରି ଯେତେବେଳେ ପ୍ରଭୁ ଶ୍ରୀରାମଚନ୍ଦ୍ର ଦେବୀ ସୀତା ଓ ଭାଇ ଲକ୍ଷ୍ମଣଙ୍କୁ ଧରି ଅଯୋଧ୍ୟାକୁ…

1 year ago

ନିଖୋଜ ଶିଶୁ

ଆମ ଦେଶରେ ଶିଶୁମାନଙ୍କ ଶାରୀରିକ ଓ ମାନସିକ ବିକାଶ ପାଇଁ ସରକାର ବିଭିନ୍ନ ଯୋଜନା କରିଛନ୍ତି। ସେମାନଙ୍କ ସୁରକ୍ଷା ପାଇଁ ଅନେକ ଆଇନକାନୁନ ପ୍ରଣୟନ ହୋଇଛି। ଶିକ୍ଷା…

1 year ago

ଚାଇନା ସହାୟତାରେ ଉପଗ୍ରହ ପ୍ରେରଣ କଲା ପାକିସ୍ତାନ

ବେଜିଂ,୧୯ା୧୦: ଚାଇନା ରବିବାର ପାକିସ୍ତାନର ଏକ ରିମୋଟ୍‌ ସେନ୍ସିଂ ସାଟେଲାଇଟ୍‌କୁ ସଫଳତାର ସହ କକ୍ଷପଥକୁ ପଠାଇଛି। ଏଥିସହିତ ଚାଇନା ନିଜ ଦେଶର ୨ଟି ଉପଗ୍ରହକୁ ମଧ୍ୟ ପ୍ରେରଣ…

1 year ago

କିରାନା ଦୋକାନରେ ବିକୁଥିଲେ ବାଣ: ମାଡ଼ି ବସିଲା ପୋଲିସ

ବଲାଙ୍ଗୀର,୧୯।୧୦:(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ସର୍କିଟ ହାଉସ ସଲେପାଲି ଛକଠାରୁ ନୂଆ ବସଷ୍ଟାଣ୍ଡ ରାସ୍ତାରେ କଡରେ ଥିବା ଏକ କିରନା ଦୋକାନରେ ବେଆଇନ ଭାବେ ବାଣ…

1 year ago

୨୨ ପର୍ଯ୍ୟନ୍ତ ଗଞ୍ଜାମକୁ ଏଲୋ ୱାର୍ନିଂ

ବ୍ରହ୍ମପୁର,୧୯ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଉପରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ସମୁଦ୍ର ପତନ ଠାରୁ…

1 year ago