Home Left

ରୋହିତଙ୍କ ଆଉଟ୍‌ ପରେ ନିରାଶ ହେଲେ ରିତିକା

ଦୁବାଇ,୯।୩: ଦୁବାଇ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ରବିବାର ଚାଲିଛି ଚାମ୍ପିଅନ୍ସ ଟ୍ରଫି ୨୦୨୫ର ଫାଇନାଲ ମୁକାବିଲା। ଫାଇନାଲ ମ୍ୟାଚରେ ନ୍ୟୁଜିଲାଣ୍ଡ ଅଧିନାୟକ ମିଚେଲ ସାଣ୍ଟନର ଟସ୍‌ ଜିତି…

1 year ago

ବଡ଼ଯାତ୍ରା: ମାଉଲି ମା’ ପୀଠରେ ବଡ଼ଠାକୁର

ମାଲକାନଗିରି,୯ା୩(ନୃସିଂହ ଚରଣ ମହାନ୍ତି): ମାଲକାନଗିରି ଜିଲାରେ କାହିଁ କେଉଁକାଳରୁ ପାଳନ ହୋଇଆସୁଛି ‘ବଡ଼ଯାତ୍ରା’। ପ୍ରତି ୨ ବର୍ଷରେ ଥରେ ପାଳନ ହେଉଥିବା ଏହି ଯାତ୍ରା ପ୍ରାୟ ୧…

1 year ago

ବାହାଘର ଶୋଭାଯାତ୍ରାରେ ବାଜିଗଲା ବାଇକ୍‌: ରାଗି ଗଲେ ନାବାଳକ, ଆଉ ତା’ପରେ…

ବେଲଗୁଣ୍ଠା,୯ା୩(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଏକ ବାହାଘର ଶୋଭାଯାତ୍ରା ଚାଲିଥିବା ବେଳେ ଜଣେ ଯୁବକଙ୍କ ବାଇକ୍‌ ଜଣେ ନାବାଳକଙ୍କ ଦେହରେ ଲାଗିଯିବାରୁ ସେଠାରେ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି।…

1 year ago

କର୍ନାଟକରେ ଓଡ଼ିଆ ଯୁବକଙ୍କୁ ହତ୍ୟା: ଗାଁରେ ଶେଷକୃତ୍ୟ ସମ୍ପନ୍ନ

ଜି.ଉଦୟଗିରି/ଦାରିଙ୍ଗିବାଡ଼ି,୯ା୩(ଚିନ୍ମୟ କୁମାର ସେଠୀ/ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍‌ ତେରେବାଡ଼ି ଗ୍ରାମର ଖ୍ରୀଷ୍ଟ ସମ୍ପ୍ରଦାୟର ମଡେରେଟର ବିଜୟ ନାୟକଙ୍କ ଏକମାତ୍ର ପୁଅ ବିଭାଷ ନାୟକ(୩୦)ଙ୍କୁ କର୍ନାଟକ…

1 year ago

Champions Trophy Final: ଫାଇନାଲ୍ ମ୍ୟାଚରେ ନ୍ୟୁଜିଲାଣ୍ଡ୍ ଦଳକୁ ବଡ଼ ଝଟକା, ଆହତ ହେଲେ ଷ୍ଟାର ବ୍ୟାଟ୍ସମ୍ୟାନ୍

ଦୁବାଇ, ୯।୩: ଦୁବାଇ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମରେ ବ୍ୟାଟିଂ କରୁଥିବା ସମୟରେ ଆହତ ହେବା ପରେ ସୁପରଷ୍ଟାର ବ୍ୟାଟ୍ସମ୍ୟାନ୍ ଏବଂ ପୂର୍ବତନ ଅଧିନାୟକ କେନ୍ ୱିଲିୟମ୍ସନ୍ ଦ୍ୱିତୀୟ…

1 year ago

କ’ଣ ଦିନିକିଆରୁ ଅବସର ନେବେ ରବିନ୍ଦ୍ର ଜାଡେଜା ? ଚାମ୍ପିଅନ୍ସ ଟ୍ରଫି ଫାଇନାଲରେ ବିରାଟ କୋହଲିଙ୍କ ଏହି ଆକ୍ସନ ଦେଇଥିଲା ସଙ୍କେତ

ଦୁବାଇ, ୯।୩: ଚମ୍ପିଆନ୍ସ ଟ୍ରଫି ଫାଇନାଲ ମ୍ୟାଚ୍ ପରେ ରବିନ୍ଦ୍ର ଜାଡେଜା ଅବସର ନେଇପାରନ୍ତି। ଆମେ ଏହା କହୁନାହୁଁ, କିନ୍ତୁ ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଖେଳାଯାଉଥିବା…

1 year ago

IPL 2025: ମାଥ୍ୟୁ ଓ୍ବେଡଙ୍କୁ ମିଳିଲା ଗୁଜରାଟ ଟାଇଟନ୍ସର ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୯ା୩: ଆସନ୍ତା ୨୨ ତାରିଖରୁ ଆରମ୍ଭ ହେବାକୁ ଯାଉଥିବା ଆଇପିଏଲ ପାଇଁ ଗୁଜରାଟ ଟାଇଟନ୍ସ(ଜିଟି) ଅଷ୍ଟ୍ରେଲିଆର ପୂର୍ବତନ ଉଇକେଟକିପର-ବ୍ୟାଟର ମାଥ୍ୟୁ ଓ୍ବେଡଙ୍କୁ ଦଳର ସହାୟକ କୋଚ ଭାବେ…

1 year ago

ଚୋରାକାଠ କାରଖାନା ଠାବ: ଆସବାବପତ୍ର ଜବତ, ଅଭିଯୁକ୍ତ ଗିରଫ

ବଡ଼ବିଲ,୯।୩(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ବନାଞ୍ଚଳ ଅଧୀନ ବଲାଣିଠାରେ ୨୦ରୁ ଊର୍ଦ୍ଧ୍ୱ ବର୍ଷ ଧରି ଚାଲିଥିବା ଏକ ବେଆଇନ କାଠ କାରଖାନାକୁ ବନ ବିଭାଗ ରବିବାର…

1 year ago

‘ଛାତ୍ର ଜୀବନ ସର୍ବଦା ସଂଘର୍ଷମୟ, ଏହି ସଂଘର୍ଷ ହିଁ ଦିନେ ସଫଳ କରାଇବ’- ମୁଖ୍ୟମନ୍ତ୍ରୀ

କେନ୍ଦୁଝର,୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର କେନ୍ଦୁଝର ଜିଲା ଗସ୍ତରେ ଯାଇ ସେଠାରେ ଆନନ୍ଦପୁର ମହାବିଦ୍ୟାଳୟର ୬୧ ତମ ବାର୍ଷିକ ଉତ୍ସବରେ ମୁଖ୍ୟ…

1 year ago

‘କଳାକୁ ଉଦ୍‌ଜୀବିତ ରଖିବା ପାଇଁ ଆକାଶବାଣୀର ଉଦ୍ୟମ ଅତୁଳନୀୟ’

ବରଗଡ଼,୯ା୩(ପ୍ରେମାନନ୍ଦ ଖମାରୀ): ଆକାଶବାଣୀର ବିକଳ୍ପ ନାହିଁ, କଳା ଓ କଳାକାରଙ୍କୁ ବଞ୍ଚାଇବା ସହ ସେମାନଙ୍କ କଳାକୁ ଉଦ୍‌ଜୀବିତ ରଖିବା ପାଇଁ ଆକାଶବାଣୀର ଉଦ୍ୟମ ଅତୁଳନୀୟ ବୋଲି ରବିବାର…

1 year ago