Home Left

ଆମେରିକାରେ ଓଡ଼ିଆ ପୋଷ୍ୟକନ୍ୟାଙ୍କୁ ନିର୍ଯାତନା: ଓଡ଼ିଶା ଫେରାଇ ଆଣିବାକୁ ଆକୁଳ ନିବେଦନ

ଭୁବନେଶ୍ୱର,୧୦ା୧୧(ସତ୍ୟଜିତ ରାଉତ):ଛୋଟବେଳେ ଟ୍ରେନ୍‌ରେ ମା’ ଓ ବାପାଙ୍କଠାରୁ ଅଲଗା ହୋଇଯାଇଥିଲେ। ଭୁବନେଶ୍ୱରର ଏକ ଅନାଥ ଆଶ୍ରମରେ ରହୁଥିବାବେଳେ ଆମେରିକାର ଜଣେ ମହିଳା ତାଙ୍କୁ ପୋଷ୍ୟକନ୍ୟା ଭାବେ ଗ୍ରହଣ…

2 months ago

ବଢୁଛି ଶୀତ, ୧୫ ଡିଗ୍ରୀ ତଳେ ୮ ସହର

ଭୁବନେଶ୍ୱର,୧୦ା୧୧(ବନ୍ଦନା ସେଠୀ):ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ଧୀରେ ଧୀରେ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟର ୮ ସହରର ତାପମାତ୍ରା ୧୫ ଡିଗ୍ରୀ ତଳେ…

2 months ago

ଦିନକ ପରେ ୧୨୨ ଆସନରେ ଭୋଟ: ବିହାର ପ୍ରଚାର ଶେଷ

ପାଟନା/ନୂଆଦିଲ୍ଲୀ,୧୦ା୧୧:ବିହାର ବିଧାନସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପ୍ରଚାର ରବିବାର ସନ୍ଧ୍ୟା ୬ଟାରେ ଥମିଯାଇଛି। ନଭେମ୍ବର ୬ରେ ଅନୁଷ୍ଠିତ ପ୍ରଥମ ପର୍ଯ୍ୟାୟ ନିର୍ବାଚନବେଳେ ୧୨୧ ଆସନରେ ରେକର୍ଡ ୬୫.୦୮%…

2 months ago

କୃଷି ବିକାଶରେ ଶ୍ରୀଅନ୍ନ

ଓଡ଼ିଶାର କୃଷି ଐତିହ୍ୟରେ ଶ୍ରୀଅନ୍ନ ବା ମାଣ୍ଡିଆର ସ୍ଥାନ ସ୍ବତନ୍ତ୍ର। ରାଜ୍ୟରେ ମାଣ୍ଡିଆ ଗାଁର ପରିକଳ୍ପନା କରିବା ଆମ ପର ପିଢ଼ି ପାଇଁ ବାଟ ଉନ୍ମୁକ୍ତ କରିବାର…

2 months ago

ରାଜ୍ୟ ବାହାରେ ଅସୁରକ୍ଷିତ ଓଡ଼ିଆ ଯୁବତୀ: ମାସକରେ ୩ଜଣ ବଳାତ୍କାର ସହ ହତ୍ୟାର ଶିକାର

ଭୁବନେଶ୍ୱର,୧୦ା୧୧(ତ୍ରିନାଥ ମହାନ୍ତି):ରାୟଗଡ଼ା ଜିଲାର ଜଣେ ୨୩ ବର୍ଷୀୟା ଯୁବତୀଙ୍କୁ ଗତ ୫ତାରିଖରେ ଉତ୍ତରାଖଣ୍ଡ ଲାଲ୍‌ପୁରରେ ଗଣବଳାତ୍କାର ପରେ ହତ୍ୟା କରାଯାଇଛି। ଯୁବତୀଙ୍କୁ ତଣ୍ଟିଚିପି ହତ୍ୟା କରିବା ପରେ…

2 months ago

ଏଇ ଭାରତରେ

କର୍ନାଟକର ସିର୍‌ଶି ଗାଁକୁ ଗଲେ ସେଠାରେ ରୋବୋ ଶିକ୍ଷକ ଦେଖିବାକୁ ପାଇବେ, ଯାହା ମଣିଷଙ୍କ ଭଳି ପଢ଼ାଇପାରୁଛି। ସ୍ମାର୍ଟ ଶିକ୍ଷାକୁ କର୍ନାଟକ ଗ୍ରାମାଞ୍ଚଳ ପିଲାଙ୍କ ପାଖରେ ପହଞ୍ଚାଇବା…

2 months ago

ମୁଁ ଗାନ୍ଧୀ ଦେଶର ମଣିଷ

ପ୍ରଯୋଜକ, ନିର୍ଦ୍ଦେଶକ ରିଚାର୍ଡ ଆଟେନବରୋଙ୍କ ବହୁ ପରୀକ୍ଷିତ ୧୯୮୨ର ଚଳଚ୍ଚିତ୍ର ‘ଗାନ୍ଧୀ’ ପାଇଁ ଲୟତାଳ ଅନୁପଯୁକ୍ତ କାରଣରୁ ଜାତୀୟ ଅଭିନୟ ବିଦ୍ୟାଳୟ ଶିକ୍ଷାପ୍ରାପ୍ତ ଅଭିନେତା ନାସିରୁଦ୍ଦିନ ଶାହ…

2 months ago

କ୍ରମାଗତ ୮ ଛକା ମାରି ୧୧ବଲ୍‌ରେ କଲେ ଅର୍ଦ୍ଧଶତକ: ଜାଣନ୍ତୁ କିଏ ସେ ବ୍ୟାଟର

ସୁରଟ,୯ା୧୧: ମେଘାଳୟର ଆକାଶ କୁମାର ଚୌଧାରୀ କ୍ରମାଗତ ୮ ଛକା ମାରି ପ୍ରଥମ ଶ୍ରେଣୀ କ୍ରିକେଟରେ ଏକ ନୂଆ ରେକର୍ଡ କରିଥିବା ବେଳେ ମାତ୍ର ୧୧ ବଲ୍‌ରେ…

2 months ago

ବାୟୁ ପ୍ରଦୂଷଣରେ ଦିଲ୍ଲୀବାସୀ ଅତିଷ୍ଠ: କାର୍ଯ୍ୟାନୁଷ୍ଠାନ ଦାବିରେ ବାହାରିଲା ରାଲି

ନୂଆଦିଲ୍ଲୀ,୯ା୧୧: ଦିଲ୍ଲୀ ବାୟୁ ପ୍ରଦୂଷଣ କ୍ରମଶଃ ଉତ୍କଟ ହୋଇ ଶନିବାର ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ୪୦୦ ଅତିକ୍ରମ କରିଥିଲା। ଦିଲ୍ଲୀ ରେଡ୍‌ ଜୋନ୍‌ରେ ପ୍ରବେଶ କରିଥିବା…

2 months ago

ଛାଡ଼ଖାଇରେ କରୁଥିଲେ ଛେଳି ଚୋରି : ନିର୍ଧୁମ ଛେଚିଲେ ଗ୍ରାମବାସୀ

ଆନନ୍ଦପୁର,୯ା୧୧(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଚକ୍ରତୀର୍ଥ ନିକଟରୁ ଏକ ଛେଳିକୁ ବାଇକରେ ନେଇଯାଉଥିବା ବେଳେ ଗ୍ରାମବାସୀ ୨ ଜଣକୁ କାବୁ କରି…

2 months ago