Home Left

ବିଷ୍ଣୁପଦ ସେଠୀଙ୍କୁ ହାଇକୋର୍ଟରୁ ମିଳିଲା ଆଗୁଆ ଜାମିନ: ସିବିଆଇ ଚଢ଼ାଉ ମାମଲା

କଟକ,୪।୭(କାର୍ତ୍ତିକ ସାହୁ): ବ୍ରିଜ୍‌ ଆଣ୍ଡ ରୁଫ୍‌ କର୍ପୋରେଶନ୍‌ ଲିମିଟେଡ୍‌ ଲାଞ୍ଚ ଘଟଣାରେ ଆଇଏଏସ୍‌ ଅଧିକାରୀ ବିଷ୍ଣୁପଦ ସେଠୀ ଓ ତାଙ୍କ ପରିବାରକୁ ଆଶ୍ୱସ୍ତି ମିଳିଛି। ବିଷ୍ଣୁପଦଙ୍କ ପକ୍ଷରୁ…

1 year ago

ବିଧାୟକଙ୍କ ବଡ଼ ଘୋଷଣା: କଳିଙ୍ଗା ଘାଟିରେ ହେବ ଇକୋ ଟୁରିଜିମ

ଭଞ୍ଜନଗର,୪/୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ପକ୍ଷରୁ ଗୁରୁବାର ମୁଜାଗଡ ଠାରେ ନବନିର୍ମିତ ୱାଚ ଟାୱାର ଏବଂ ବନ ବିଭାଗର ଏକ କୋଠା ଉଦଘାଟିତ…

1 year ago

ତାଲିବାନ ଶାସନକୁ ମଞ୍ଜୁରୀ ଦେଲା ରୁଷିଆ! ଆମେରିକା ସହ ଖେଳିଲେ ପୁଟିନ,ମାଷ୍ଟ୍ରର ଷ୍ଟ୍ରୋକରେ ପାକସ୍ତାନକୁ ବି ହେବ କ୍ଷତି

ମସ୍କୋ,୪।୭: ଭାରତର ଘନିଷ୍ଠ ବନ୍ଧୁ ରୁଷିଆର ଏକ ବଡ଼ ନିଷ୍ପତ୍ତି ପାକିସ୍ତାନକୁ ଆଶ୍ଚର୍ଯ୍ୟ କରିଦେଇଛି। ଆଫଗାନିସ୍ତାନର ତାଲିବାନ ସରକାର ଗୁରୁବାର (ଜୁଲାଇ ୩, ୨୦୨୫)ରେ କହିଛନ୍ତି ଯେ…

1 year ago

କାର୍ଯ୍ୟରେ ଯୋଗଦେଲେ ଓଏଏସ-ଆରଏସ ଅଧିକାରୀ: ସ୍ବାଭାବିକ ହେଲା କାର୍ଯ୍ୟାଳୟ

ଦାରିଙ୍ଗବାଡି,୪/୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିର ବ୍ଲକ କାର୍ଯ୍ୟାଳୟ ଏବଂ ତହସିଲ କାର୍ଯ୍ୟାଳୟ ଶୁକ୍ରବାରଠାରୁ ସ୍ବାଭାବିକ ହୋଇଛି। ସମୂହ ଛୁଟିରେ ଯାଇଥିବା ଓଏଏସ ଏବଂ ଓ…

1 year ago

ପୁନଃରୁଦ୍ଧାର ହେବ ଜଙ୍ଗଲ:୫୦ ହେକ୍ଟର ଜମିରେ ୧୦ ହଜାର ଚାରା ରୋପଣ ଲକ୍ଷ୍ୟ

ଦାରିଙ୍ଗବାଡି/ବ୍ରାହ୍ମଣୀଗାଁ,୪/୭(ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ବନାଞ୍ଚଳରେ ଜୁଲାଇ ପହିଲାରୁ ନୂତନ ଜଙ୍ଗଲ ସୃଷ୍ଟି ଏବଂ ଉଜୁଡିଯାଇଥିବା ଜଙ୍ଗଲର ପୁନଃରୁଦ୍ଧାର ପାଇଁ ଜଙ୍ଗଲ…

1 year ago

ମାତ୍ର ୩୦-୪୫ ସେକେଣ୍ଡ ସମୟ…ପରମାଣୁ ଆକ୍ରମଣ ନେଇ ଭୟଭୀତ ପାକିସ୍ତାନ

ଇସଲାମାବାଦ୍‌,୪।୭:୨୨ ଏପ୍ରିଲ ୨୦୨୫ରେ ଜମ୍ମୁ ଓ କଶ୍ମୀରର ପହଲଗାମରେ ଆତଙ୍କବାଦୀମାନେ ପର୍ଯ୍ୟଟକଙ୍କ ଉପରେ ଆକ୍ରମଣ କରିଥିଲେ। ଏହି ଆକ୍ରମଣରେ ୨୬ ଜଣ ପ୍ରାଣ ହରାଇଥିଲେ। ଅନେକ ଲୋକ…

1 year ago

ପୋଲିସ ଇନ୍ସପେକ୍ଟର ସ୍ତରରେ ଅଦଳବଦଳ

ଭବାନୀପାଟଣା, ୩ା୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ପୋଲିସ ଇନ୍ସପେକ୍ଟର ସ୍ତରରେ ଅଦଳବଦଳ ହୋଇଛି। ସାଇବର କ୍ରାଇମ ଓ ଅର୍ଥନୈତିକ ଅପରାଧ ପୋଲିସ ଷ୍ଟେଶନର ଇନ୍ସପେକ୍ଟର…

1 year ago

ଓମିନିକୁ ଧକ୍କା ଦେଲା ହାଇୱା; ୨ ମୃତ , ୪ ଗୁରୁତର

କୋଇଡ଼ା,୪।୭: କୋଇଡ଼ା ଥାନା ଏରିଆନ ଛକ ନିକଟରେ ଗୁରୁତର ଏକ ଦୁର୍ଘଟଣା ଘଟିଛି, ଯେଉଁଥିରେ ହାଇୱା ଏକ ଓମିନି କାରକୁ ଧକ୍କା ଦେଇଛି। ଏହି ମର୍ମନ୍ତୁଦ ଘଟଣାରେ…

1 year ago

କେମିତି ହେବ ପାଇପ୍‌ ମରାମତି …

ନୂଆପଡ଼ା,୪୭ (ମକାରୁ ବେମାଲ) ଭାରତୀୟ ଷ୍ଟେଟ ବ୍ୟାଙ୍କ ଗ୍ରାମୀଣ ସ୍ବରୋଜଗାର ପ୍ରଶିକ୍ଷଣ ପ୍ରତିଷ୍ଠାନ ନୂଆପଡ଼ା ଆନୁକୂଲ୍ୟରେ ଗୁରୁବାର ୩୦ ଦିନିଆ ପାଣି ପାଇପ୍‌ ମରାମତି ପ୍ରଶିକ୍ଷଣ ଶିବିର…

1 year ago

ରାଜନୈତିକ ଦଳର କର୍ମୀ ବୋଲି ପରିଚୟ ଦେଇ ତହସିଲଦାରଙ୍କୁ ହତ୍ୟା ଧମକ

ଖଡ଼ିଆଳ,୪।୭ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ତହସିଲଦାର ତଥା ବିଡ଼ିଓ ଦାୟିତ୍ୱରେ ଥିବା ନରସିଂହ ଗାଡ଼ବାଙ୍କୁ ଫୋନରେ ହତ୍ୟା ଧମକ ଦିଆଯାଇଥିବା ଅଭିଯୋଗ ହୋଇଛି।…

1 year ago