ପ୍ରୟାଗରାଜ,୧୮।୧: ଉତ୍ତରପ୍ରଦେଶର ପ୍ରୟାଗରାଜରେ ଆୟୋଜିତ ମହାକୁମ୍ଭରେ ସାରା ବିଶ୍ୱରୁ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ଦେଖିବାକୁ ମିଳିଛି। ଗଙ୍ଗା, ଯମୁନା ଏବଂ ପୁରାଣବର୍ଣ୍ଣିତ ସରସ୍ବତୀ ନଦୀର ମିଳନ ସ୍ଥଳ…
କୋଟା,୧୮ା୧: ରାଜସ୍ଥାନର କୋଟାରେ ନ୍ୟାଶନାଲ ଏଲିଜିବିଲିଟି କମ୍ ଏଣ୍ଟ୍ରାନ୍ସ ଟେଷ୍ଟ (ଏନ୍ଇଇଟି) ପାଇଁ ପ୍ରସ୍ତୁତ ହେଉଥିବା ଜଣେ ଓଡ଼ିଆ ଛାତ୍ର ଆମତ୍ହତ୍ୟା କରିଛନ୍ତି। ମୟୂରଭଞ୍ଜ ଜିଲାର ୧୮…
ଚଣ୍ଡିଗଡ଼,୧୮।୧: ଶିରୋମଣି ଗୁରୁଦ୍ୱାରା ପ୍ରବନ୍ଧକ କମିଟି (ଏସ୍ଜିପିସି) ଏବଂ ଅନ୍ୟ ଶିଖ୍ ସଂଗଠନଗୁଡ଼ିକ ରାଜ୍ୟବ୍ୟାପୀ ବିକ୍ଷୋଭ କରିବାରୁ ବଲିଉଡ୍ ଅଭିନେତ୍ରୀ କଙ୍ଗନା ରଣାଓ୍ବତ୍ଙ୍କ ‘ଏମର୍ଜେନ୍ସି’ ଫିଲ୍ମ ଶୁକ୍ରବାର…
ନୂଆଦିଲ୍ଲୀ,୧୮।୧: ରୁଷିଆ ସେନାରେ ନିୟୋଜିତ ଥାଇ ୟୁକ୍ରେନ୍ ବିରୋଧରେ ଯୁଦ୍ଧ ଲଢ଼ୁଥିବାବେଳେ ୧୨ ଜଣ ଭାରତୀୟଙ୍କ ମୃତ୍ୟୁ ଘଟିଲାଣି। ଅନ୍ୟ ୧୬ ଭାରତୀୟ ନିଖୋଜ ଥିବା ଶୁକ୍ରବାର…
ମୁମ୍ବାଇ,୧୮ା୧: ବଲିଉଡ୍ ଅଭିନେତା ସୈଫ୍ ଅଲୀ ଖାନ୍ଙ୍କ ଘରକୁ ବୁଧବାର ରାତିରେ ଅନୁପ୍ରବେଶ କରି ତାଙ୍କୁ ୬ ଥର ଛୁରାମାଡ଼ କରିଥିବା ଅଭିଯୁକ୍ତଙ୍କୁ ମୁମ୍ବାଇ ପୋଲିସର ୨୦…
ବାଲିଗୁଡା,୧୭।୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଥାନା ଅନ୍ତର୍ଗତ ସାକୁଶବାଲି ନିକଟରେ ୫୯ ନଂ.ଜାତୀୟ ରାଜପଥ ଉପରେ ଶୁକ୍ରବାର ରାତିରେ ବଡ଼ ଦୁର୍ଘଟଣା ଘଟିଛି। ଏଠାରେ…
ଓ୍ବାଶିଂଟନ,୧୭।୧: ଆଗାମୀ ୨ ଆର୍ଥତ୍କ ବର୍ଷରେ ଭାରତର ଜିଡିପି ଅଭିବୃଦ୍ଧି ହାର ବାର୍ଷିକ ୬.୭ ପ୍ରତିଶତ ରହିବ ବୋଲି ବିଶ୍ୱବ୍ୟାଙ୍କର ସଦ୍ୟତମ ଅଭିବୃଦ୍ଧି ଆକଳନରେ କୁହାଯାଇଛି। ଭାରତର…
କେନ୍ଦ୍ରାପଡ଼ା, ୧୭ା୧ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା କୋର୍ଟ ପରିସର ବାହାରେ ଶୁକ୍ରବାର ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ପୋକ୍ସୋ ମାମଲାରେ ସାକ୍ଷୀ ଦେବାକୁ…
ମୁମ୍ବାଇ: ଟେଲି ଧାରାବାହିକ ‘ଧର୍ତିପୁତ୍ର ନନ୍ଦିନୀ’ ଫେମ୍ ଅଭିନେତା ଅମନ୍ ଜୈସଓ୍ବାଲଙ୍କ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ସେ ବାଇକ୍ ଯୋଗେ ଶୁଟିଂକୁ ଯାଉଥିଲେ। ମୁମ୍ବାଇର ଜାଗେଶ୍ୱରୀ…
ବରଗଡ଼,୧୭।୧(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଧନୁଯାତ୍ରା ଦେଖିବାକୁ ଆସି ନିଖୋଜ ଯୁବତୀଙ୍କୁ ଅପହରଣ, ବଳାତ୍କାର ଏବଂ ହତ୍ୟା ଉଦ୍ୟମ ଘଟଣା ସାରା ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଛି। ଘଟଣାକୁ ୫ଦିନ…