Home Left

‘କେଉଁ ବ୍ୟାଙ୍କରେ କେତେ ଟଙ୍କା ରଖିଛ ଜଣାଅ’

ଭୁବନେଶ୍ୱର,୩ା୧୧(ରବିନାରାୟଣ ଜେନା): କେଉଁ ବ୍ୟାଙ୍କରେ କେତେ ଟଙ୍କା ରହିଛି ତା’ର ଟିକିନିଖି ହିସାବ ଲୋଡ଼ିଛନ୍ତି ରାଜ୍ୟ ସରକାର। ପବ୍ଲିକ ଆକାଉଣ୍ଟ କମିଟି(ପିଏସି) ଏବଂ ବିଧାନସଭା ପ୍ରଶ୍ନକୁ ନେଇ…

2 months ago

ବିଜେଡିକୁ ଶକ୍ତ ଧକ୍କା: ବିଜେଡି ଛାଡ଼ି ପଦ୍ମ ଧରିଲେ ଅମର ପଟ୍ଟନାୟକ

ଭୁବନେଶ୍ୱର,୩।୧: ବିଜେଡିକୁ ସୋମବାର ବଡ଼ ଶକ୍ତ ଝଟ୍‌କା ଲାଗିଛି। ବିଜେଡିର ପୂର୍ବତନ ରାଜ୍ୟ ସଭା ଏମ୍‌ପି ଅମର ପଟ୍ଟନାୟକ ଭାଜପାରେ ମିଶିଛନ୍ତି। ସେ ଭାଜପା ରାଜ୍ୟ କାର୍ଯ୍ୟାଳୟକୁ…

2 months ago

ନୂଆପଡା ଉପନିର୍ବାଚନ ହାଲଚାଲ: ଚା’ କରି ବାଣ୍ଟିଲେ ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର,୩।୧(ବୀରେନ୍ଦ୍ର କୁମାର ଝାଙ୍କର):ଦିନକୁ ଦିନ ନୂଆପଡା ଉପନିର୍ବାଚନ ତାରିଖ ପାଖେଇ ଆସୁଥିବା ବେଳେ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ବିଭିନ୍ନ ଦଳର ପ୍ରାର୍ଥୀ ଓ ରାଜନେତାମାନେ ନୂଆ…

2 months ago

ପଞ୍ଚୁକରେ ବୁଡ଼ ପକାଇବାବେଳେ ନଦୀରେ ଭାସିଗଲେ ୨ ମହିଳା, ଲୁଗା ଭାସିଯିବାରୁ…

ଦିଗପହଣ୍ଡି,୩ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରୀ ପଞ୍ଚାୟତ ସେବକ ଟିକରପଡ଼ା ଗାଁ ନିକଟ ଘୋଡ଼ାହାଡ଼ ନଦୀରେ ପବିତ୍ର କାର୍ତ୍ତିକ ମାସ ପଞ୍ଚୁକ ପାଇଁ…

2 months ago

ଗାଁରେ ମହାବଳ ବାଘର ପଦଚିହ୍ନ ଠାବ: ଖଞ୍ଜା ଗଲା ୩୫ ଟ୍ରାପ କ୍ୟାମେରା

ପାଟଣା,୩/୧୧(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହାର ପଡ଼ା ସେକ୍ସନ ମାଛଗଡ ବିଟଗୋପୀନାଥ ପୁର ଗାଁରୁ ୨ଦିନ ତଳେ ଏକ ମହାବଳ ବାଘର ପାଦ ଚିହ୍ନ…

2 months ago

ଟିମ୍‌ ଇଣ୍ଡିଆକୁ ବିଶ୍ୱ ଚାମ୍ପିୟନ କରିଥିବା ହରମନପ୍ରୀତଙ୍କ ସମ୍ପତ୍ତି କେତେ, ଜାଣନ୍ତୁ…

ନୂଆଦିଲ୍ଲୀ,୩।୧୧: ଦୀର୍ଘ ୪୭ ବର୍ଷ ପରେ, ରବିବାର ରାତିରେ ଭାରତୀୟ ମହିଳା କ୍ରିକେଟ ଦଳ ଇତିହାସ ରଚିଛି। ହରମନପ୍ରୀତ କୌରଙ୍କ ଅଧିନାୟକତ୍ୱରେ, ଭାରତ ପ୍ରଥମ ଥର ପାଇଁ…

2 months ago

ଅଧରାତିରେ ହଠାତ୍‌ ବୟଫ୍ରେଣ୍ଡ୍‌ଙ୍କ ଘରେ ପହଞ୍ଚିଗଲେ ଗର୍ଲଫ୍ରେଣ୍ଡ୍‌: ଯାହା ଦେଖିଲେ, ପାଦ ତଳୁ ଖସିଗଲା ମାଟି

ଲକ୍ଷ୍ନୌ,୩।୧୧: ଆଜିକାଲି ନିଜ ସାଥୀଙ୍କୁ ଠକିବା ଏକ ସାଧାରଣ କଥା ହୋଇଗଲାଣି। ବିବାହ ପରେ ମଧ୍ୟ ଅନେକ ଲୋକ ନିଜ ସାଥୀଙ୍କୁ ଠକନ୍ତି ଏବଂ ଅନ୍ୟମାନଙ୍କ ସହିତ…

2 months ago

ଶୁଣିଲାନି ପ୍ରଶାସନ: କୋଡ଼ି କୋଦାଳ ଧରି ଗାଁ ରାସ୍ତା ନିର୍ମାଣ କଲେ ଗ୍ରାମବାସୀ, ସରକାରଙ୍କୁ ଚେତାବନୀ ଦେଇ କହିଲେ…

ଦାରିଙ୍ଗବାଡ଼ି,୩ା୧୧(ଅରୁଣ ସାହୁ): ପଞ୍ଚାୟତ କାର୍ଯ୍ୟାଳୟଠାରୁ ଜିଲା ପ୍ରଶାସନ କେହି ଗୁହାରି ଶୁଣିଲେନି କି ରାସ୍ତା ସମ୍ପ୍ରସାରଣ କିମ୍ବା ମରାମତି କଲେନି। ଶେଷରେ ଗାଁ ଲୋକ ବୈଠକ କରି…

2 months ago

World Cup Trophy ନେବା ପୂର୍ବରୁ ଏମିତି ଇଚ୍ଛା ପ୍ରକାଶ କରିଥିଲେ ହରମନପ୍ରୀତ, ଏହାକୁ ପୂରଣ କଲେନି ଜୟ ଶାହା, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୩।୧୧: ଭାରତୀୟ ମହିଳା କ୍ରିକେଟ ଦଳ ନଭେମ୍ବର ୨ ତାରିଖରେ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରି ପ୍ରଥମ ଥର ପାଇଁ ୨୦୨୫ ODI ବିଶ୍ୱକପ ଜିତିଥିଲା। ଦଳର…

2 months ago

ମୋହନ ମାଝୀଙ୍କ ବ୍ଲୁ ପ୍ରିଣ୍ଟ୍‌: ନବୀନ ପଟ୍ଟନାୟକଙ୍କ ହାତ ଛାଡ଼ିବେ ଅମର ପଟ୍ଟନାୟକ, ରାଜନୀତିରେ ହଲଚଲ

ଭୁବନେଶ୍ୱର,୩ା୧୧: ବିଜେଡିର ପୂର୍ବତନ ରାଜ୍ୟସଭା ଏମ୍‌ପି ଅମର ପଟ୍ଟନାୟକ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ହାତ ଛାଡ଼ି ଦେବେ ବୋଲି ରାଜନୈତିକ ମହଲରେ ଜୋର୍‌ଦାର ଚର୍ଚ୍ଚା ହେଉଛି।…

2 months ago