Home Left

ଅଷ୍ଟଚଣ୍ଡୀ ପୀଠରେ ଝାମୁଯାତ୍ରା: ନିଆଁରେ ଚାଲିଲେ ବରୁଆ

ରିଷିଡ଼ା,୧୪ା୪(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡାସ୍ଥିତ ମା’ ତାରିଣୀ ଅଷ୍ଟଚଣ୍ଡୀ ଶୈବଶକ୍ତି ପୀଠରେ ଝାମୁଯାତ୍ରା ଅବସରରେ ୯ଫୁଟର ଦୁଇଟି ନିଆଁ ଖନ୍ଦାରେ ବରୁଆ ଭକ୍ତ…

2 years ago

ଅନନ୍ୟ ଭାଇଚାରା: ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଲେ ଇମତିଆଜ

ବରଗଡ଼,୧୪।୪(ପ୍ରେମାନନ୍ଦ ଖମାରୀ): ଆଜି ହନୁମାନ ଜୟନ୍ତୀ, ମହାବିଷୁବ ସଂକ୍ରାନ୍ତି ତଥା ଓଡିଆ ନବବର୍ଷ । ବରଗଡ଼ ସମେତ ସବୁଠି ଉତ୍ସାହ, ଉଦ୍ଦୀପନା ସହକାରେ ଏହି ପର୍ବ ପାଳିତ…

2 years ago

ଦଣ୍ଡଯାତ୍ରା ଉଦଯାପିତ: ମେରୁ ପର୍ବରେ ମା’ କାଳୀପୀଠ ଲୋକାରଣ୍ୟ

ହିଞ୍ଜିିଳିକାଟୁ, ୧୪।୪(ଦ୍ବିତୀକୃଷ୍ଣ ପଣ୍ଡା): ସୋମବାର ହିଞ୍ଜିିଳିକାଟୁ ଏବଂ ବିଭିନ୍ନ ଗ୍ରାମରେ ମା’ଦଣ୍ଡକାଳୀଙ୍କ ମେରୁପୀଠଗୁଡିକରେ ଦଣ୍ଡଯାତ୍ରା ଉଦଯାପିତ ହୋଇଯାଇଛି। ମେରୁ ଖୁଣ୍ଟରେ ପୂଜା ନିମନ୍ତେ ଲୋକାରଣ୍ୟ ହୋଇଛି। ମେରୁଯାତ୍ରାରେ…

2 years ago

ପୁଣି ବଦଳିବ ପାଗ: ୨୪ ଘଣ୍ଟାରେ ଏସବୁ ଜିଲାରେ ପ୍ରବଳ ବର୍ଷିବ 

ଭୁବନେଶ୍ୱର,୧୪।୪: ୨୪ ଘଣ୍ଟା ମଧ୍ୟରେ ରାଜ୍ୟର  କେତେକ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆଇଏମଡି ପୂର୍ବାନୁମାନ କରିଛି। ଏନେଇ ଆଇଏମଡି ପକ୍ଷରୁ ସତର୍କ…

2 years ago

ପେଟ୍ରୋଲ ପମ୍ପରେ ଛାଉଣୀ ନାହିଁ: ତେଲ ଭରିବାକୁ ଆସି ଖରାରେ ଶିଝୁଛନ୍ତି ଗ୍ରାହକ

ବରଗଡ଼,୧୪।୪(ପ୍ରେମାନନ୍ଦ ଖମାରୀ): ବରଗଡରେ ଦିନକୁ ଦିନ ତାତି ବଢ଼ି ଚାଲିଛି। ଅ୍ଯଯବର୍ଷ ତୁଳନାରେ ଏଥର ତାତି ଅସମ୍ଭାଳ ହେବ ବୋଲି ଆକଳନ କରାଯାଉଛି। ଏହାସତ୍ତ୍ୱେ ତାତିର ମୁକାବିଲା…

2 years ago

ଜିଲାପାଳଙ୍କୁ ଝୁରୁଛନ୍ତି ଦୁର୍ଗମ ଅଞ୍ଚଳବାସୀ: ସ୍କୁଟିରେ ବୁଲି ଲୋକଙ୍କ ବୁଝୁଥିଲେ ସମସ୍ୟା

ଦାରିଙ୍ଗବାଡି, ୧୪।୪ (ଅରୁଣ ସାହୁ):କନ୍ଧମାଳ ଜିଲାପାଳ ଅମ୍ରିତ ଋତୁରାଜଙ୍କୁ ଝୁରୁଛନ୍ତି ଦାରିଙ୍ଗବାଡିର ଏକାଧିକ ଦୁର୍ଗମ ଅଞ୍ଚଳବାସୀ। ସେ ଆଉ ଅଞ୍ଚଳରେ ଜଣେ ସାଧାରଣ ମଣିଷ ଭଳି ସ୍କୁଟିରେ…

2 years ago

ବି.ଆର୍‌. ଆମ୍ବେଡକରଙ୍କ ଜନ୍ମ ଜୟନ୍ତୀରେ ଭକ୍ତିପୁତ ଶ୍ରଦ୍ଧାଞ୍ଜଳି ଜ୍ଞାପନ କଲେ ଏନ୍‌ଏସି ଅଧ୍ୟକ୍ଷ

କେସିଙ୍ଗା,୧୪।୪: ସୋମବାର ବି ଆର୍‌ ଆମ୍ବେଡକରଙ୍କ ୧୩୪ ତମ ଜନ୍ମ ଜୟନ୍ତୀ। ୧୯୩୦ ମହିସାରେ ଯେତେବେଳେ ଦେଶ ସ୍ବାଧିନତା ପାଇଁ ଲଢେଇ କରୁଥିଲା, ସେତେବେଳେ ସେ ଜଣେ…

2 years ago

ଦଣ୍ଡନାଚ ପ୍ରସାଦ ସେବନ ବେଳେ ମାରପିଟ: ବାପ-ପୁଅ ଗୁରୁତର

ଧରାକୋଟ,୧୪ା୪(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଧରାକୋଟ ବ୍ଲକ ମାଣିକପୁର ପଞ୍ଚାୟତ ତଥା ବଡଗଡ ଥାନା ଅନ୍ତର୍ଗତ ଢ଼ଉପଦା ଗ୍ରାମରେ ଦଣ୍ଡନାଚ ପ୍ରସାଦ ସେବନ ସମୟରେ ସାମାନ୍ୟ ବଚସାକୁ ନେଇ…

2 years ago

Video:ସିଂହ ସହ ଫଟୋ ଉଠାଇବାକୁ ଯାଇଥିଲେ ଏହି ବ୍ୟକ୍ତି, ତା’ପରେ ଘଟିଲା ଏମିତି, ଦେଖନ୍ତୁ ଲୋମଟାଙ୍କୁରା ଭିଡିଓ

ଆଜିକାଲି ସୋସିଆଲ ମିଡିଆରେ ଏକ ଲୋମଟାଙ୍କୁରା ଭିଡିଓ ଭାଇରାଲ ହେବାରେ ଲାଗିଛି। ସିଂହ ସହ ଫଟୋ ଉଠାଇବାକୁ ଯାଇଥିବା ଜଣେ ବ୍ୟକ୍ତିଙ୍କ ଜୀବନ କିପରି ବିପଦରେ ପଡ଼ିଯାଇଛି।…

2 years ago

ଖାଇଫୋଡ ଯାତ୍ରାରେ ଶ୍ରଦ୍ଧାଳୁଙ୍କ ଭିଡ: ୨୨ହାତ ଖାଇଦଣ୍ଡରୁ ଝୁଲିଲେ ପାଟୁଆ

ସାକ୍ଷୀଗୋପାଳ,୧୪।୪(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସାକ୍ଷୀଗୋପାଳ ନିକଟବର୍ତ୍ତୀ ଭିଁପୁର ଓ ଦାଶବିଦ୍ୟାଧରପୁର ଗ୍ରାମରେ ପ୍ରସିଦ୍ଧ ଖାଇଫୋଡ ଯାତ୍ରା ସୋମବାର ଅନୁଷ୍ଠିତ ହୋଇଯାଇଛି। ମାନସିକ ପୂରଣ…

2 years ago