ବଲାଙ୍ଗୀର,୧୯ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଖୁଜେନପାଲି ରେଳ ଫାଟକ ମୁନସିନଗର ନିକଟରେ ରବିବାର ଜଣେ ବ୍ୟକ୍ତିଙ୍କ କ୍ଷତାକ୍ତ ମୃତଦେହ ପଡ଼ିଥିବା ଦେଖାଯାଇଛି। ମୃତକ ଜଣକ ହେଲେ ଜନାର୍ଦ୍ଦନ ଦେବତା(୫୪)।…
ସିମୁଳିଆ,୧୯।୪(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା କୁପାରି ଫରେଷ୍ଟ ଡ୍ରାଇଭର ଆତ୍ମାରାମ ଷେଣ୍ଢ(୨୯) ରବିବାର ଦୁବୃର୍ତ୍ତମାନଙ୍କ ଆକ୍ରମଣରେ ଗୁରୁତର ହୋଇଛନ୍ତି। ତାଙ୍କୁ ସିମୁଳିଆ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି…
କଳିଙ୍ଗନଗର,୧୯।୪(ଶୁଭାଶିଷ ରାଉତ ):ପିଲାଙ୍କ ପ୍ୟାଣ୍ଟ ଭିତରେ ପ୍ରଧାନଶିକ୍ଷକ ପୂରାଇ ଦେଲେ ବିଛୁଆତି। ଅଭିଭାବକ ମାନେ ଏହା ଜାଣିବା ପରେ ସ୍କୁଲରେ ହୋଇଥଲା ହାଇଡ୍ରାମା। ସ୍କୁଲକୁ ଆସି ପ୍ରଧାନଶିକ୍ଷକଙ୍କୁ…
ମୁମ୍ବାଇ: ବଲିଉଡ ଷ୍ଟାର୍ ଦୀପିକା ପାଦୁକୋନ ଏବଂ ରଣବୀର ସିଂହ ଦ୍ୱିତୀୟ ଥର ମା-ବାପା ହେବାକୁ ଯାଉଛନ୍ତି। ଉଭୟ କପଲ ଏନେଇ ସୋସିଆଲ ମିଡିଆରେ ଘୋଷଣା କରିଛନ୍ତି।…
କଲ୍ୟାଣସିଂହପୁର,୧୯।୪ (ଦୀପକ କୁମାର ପରିଡା ): ଶ୍ୱଶୁରଘରେ ଜ୍ୱାଇଁଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ପାର୍ସାଲି ପଞ୍ଚାୟତ ଅନ୍ତର୍ଗତ ଗୁମ୍ମା ଗାଁରେ ଶନିବାର…
ଟିକିରି,୧୯।୪(ପ୍ରଫୁଲ୍ଲ କୁମାର ବେହେରା): ରାୟଗଡା ଜିଲା କାଶୀପୁର ବ୍ଲକ ଟିକିରି ଥାନା ଅନ୍ତର୍ଗତ ନୂତନ ମେଡିକାଲ ସାମ୍ନାରେ ଅପରାହ୍ନ ପ୍ରାୟ ୪ଟାରେ ଏକ ବାଇକ୍କୁ ପଛପଟୁ ଆଉ…
ଦେବଗଡ,୧୯।୪(ଶଶାଙ୍କ ଶେଖର ଝାଙ୍କର): ଜଙ୍ଗଲୀ ଦନ୍ତାହାତୀ ରିଆମାଳ ବନାଂଚଳ କୁଣ୍ଢେଇଗୋଳା ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଜଳଗହଳିପୂର୍ଣ୍ଣ ସଙ୍ଘାପୋଶି ଗ୍ରାମରେ ପଶି ଆତଙ୍କରାଜ ଚଲାଇବାସହ ଏକ ଘର ଭାଙ୍ଗି…
ବରଗଡ଼,୧୯।୪(ପ୍ରେମାନନ୍ଦ ଖମାରୀ): ତାତି ବଢୁଛି। ଗୁଳୁଗୁଳି ବି ହେଉଛି। ସକାଳ ୯ଟାରୁ ତାତିର ପ୍ରକୋପ ବଢ଼ିବାରେ ଲାଗିଛି। ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଲାଗି ରହିଛି। ଏହା ଅସହ୍ୟ…
ବରଗଡ଼,୧୯।୪(ପ୍ରେମାନନ୍ଦ ଖମାରୀ) : ଧାନବିକ୍ରି ପଞ୍ଜିକରଣରୁ ବାଦ୍ ପଡିଥିବା ଯୋଗୁଁ ବରଗଡ ଜିଲାର ଅନେକ ଚାଷୀ ଏପର୍ଯ୍ୟନ୍ତ ଗତବର୍ଷ ଖରିଫରେ ଅମଳ ଧାନ ବିକ୍ରି କରି ପାରି…
ନୂଆଦିଲ୍ଲୀ,୧୯ା୪: ଆପଲ୍, ସାମ୍ସଙ୍ଗ ଓ ଅନ୍ୟାନ୍ୟ ସ୍ମାର୍ଟଫୋନ୍ ନିର୍ମାଣକାରୀ କମ୍ପାନୀର ବିରୋଧ ପରେ ଭାରତ ସରକାର ସମସ୍ତ ସ୍ମାର୍ଟଫୋନ୍ରେ ଆଧାର ଆପ୍ ସଂଯୋଗ କରିବା ଯୋଜନାରୁ ଓହରିଯାଇଛନ୍ତି।…