Home Left

ପାର୍ଲାମେଣ୍ଟ ଅଚଳାବସ୍ଥା ଦୂର: ସମ୍ବିଧାନ ଉପରେ ହେବ ବିତର୍କ

ନୂଆଦିଲ୍ଲୀ,୨ା୧୨(ପି.ଟି.):ସମ୍ବିଧାନରେ ଅଚଳାବସ୍ଥା ଦୂର କରିବା ପାଇଁ ସୋମବାର ସରକାର ଓ ବିରୋଧୀ ଦଳଗୁଡ଼ିକ ବୁଝାମଣାରେ ପହଞ୍ଚତ୍ଛନ୍ତି। ସମ୍ବିଧାନ ଗୃହୀତ ହେବାର ୭୫ତମ ବର୍ଷ ଅବସରରେ ଏହା ଉପରେ…

2 years ago

ଔଷଧ ପ୍ରତିରୋଧୀ ବ୍ୟାକ୍ଟେରିଆର ମୁକାବିଲା କରିବ ଭାରତ ପ୍ରସ୍ତୁତ ଆଣ୍ଟିବାୟୋଟିକ୍‌

ନୂଆଦିଲ୍ଲୀ,୨ା୧୨ : ଭାରତୀୟ ବୈଜ୍ଞାନିକମାନେ ଏକ ନୂଆ ଆଣ୍ଟିବାୟୋଟିକ୍‌ ବିକଶିତ କରିଛନ୍ତି। ନାଫିଥ୍ରୋମାଇସିନ୍‌ ନାମକ ଭାରତର ଏହି ପ୍ରଥମ ସ୍ବଦେଶୀ ଆଣ୍ଟିବାୟୋଟିକ୍‌ ବିଭିନ୍ନ ଔଷଧକୁ ପ୍ରତିରୋଧ କରୁଥିବା…

2 years ago

ମାଓବାଦୀଙ୍କ ବର୍ବରକାଣ୍ଡ: ପୋଲିସ ସୂଚନାଦାତା ସନ୍ଦେହରେ ଜଣଙ୍କୁ ହତ୍ୟା

ମାଲକାନଗିରି,୨।୧୨(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ବିଜାପୁର ଜିଲାରେ ମାଓବାଦୀମାନେ ରବିବାର ଜଣେ ଗ୍ରାମବାସୀଙ୍କୁ ହତ୍ୟା କରିଛନ୍ତି। ସେ ହେଲେ ବିଜାପୁର ଜିଲା ଭୈରମଗଡ଼ ଥାନା ତାଲେର ଗ୍ରାମ ନିବାସୀ…

2 years ago

ବୈଠକ ବାତିଲ କଲେ ଶିନ୍ଦେ, ଦିଲ୍ଲୀ ଗଲେ ଅଜିତ ପାଓ୍ବାର

ମୁମ୍ବାଇ,୨ା୧୨ : ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ପରେ ନୂଆ ସରକାର ଗଠନ ନେଇ ୧୦ ଦିନ ହେଲା ଅଚଳାବସ୍ଥା ଜାରି ରହିଛି। ସରକାର…

2 years ago

ମୃତ୍ୟୁ ପୂର୍ବରୁ କହିଯାଇଥିଲେ ବାପା: ମାଟି ତଳୁ ବାହାରୁଛି ଗୁପ୍ତଧନ 

କୋରାପୁଟ/ନାରାୟଣପାଟଣା,୨ା୧୨(ଅମିତାଭ ବେହେରା/ରାଜକିଶୋର ଜେନା): ଦିନ ମଜୁରୀ କରି ସଞ୍ଚିତ ଟଙ୍କାକୁ ମାଟି ତଳେ ପୋତି ରଖିଥିଲେ ବାପା। ମୃତ୍ୟୁ ପୂର୍ବରୁ ପରିବାର ସଦସ୍ୟଙ୍କୁ ଜଣାଇଥିଲେ। ତାଙ୍କ କହିବା…

2 years ago

ଏକାଠି ହୋଇ ପୁରୀ ଯିବେ ସମସ୍ତ ଦଳର ବିଧାୟକ

ଭୁବନେଶ୍ୱର,୨।୧୨: ଆସନ୍ତା ୪ ତାରିଖରେ ପୁରୀ ବେଳାଭୂମିରେ ଶକ୍ତି ପ୍ରଦର୍ଶନ କରିବ ଭାରତୀୟ ନୌସେନା। ନୌସେନା ଦିବସରେ ଯୋଗଦେବା ପାଇଁ ସବୁ ଦଳର ବିଧାୟକ ପୁରୀ ଯିବେ…

2 years ago

ଇଣ୍ଡିଆ ମେଣ୍ଟରେ ଫାଟ! କଂଗ୍ରେସ ଏଜେଣ୍ଡାରେ ଏକମତ ହେଲାନି ଟିଏମସି

ନୂଆଦିଲ୍ଲୀ,୨।୧୨: ଇଣ୍ଡିଆ ମେଣ୍ଟରେ ଫାଟ। ସଂସଦର ଶୀତକାଳୀନ ଅଧିବେଶନ ପାଇଁ ଅନେକ ପ୍ରସଙ୍ଗରେ ବିରୋଧୀ ମେଣ୍ଟ ଭିତରେ କୌଣସି ସହମତି ହୋଇପାରିନାହିଁ। ଗୋଟିଏ ପଟେ କଂଗ୍ରେସ ଚାହୁଁଛି…

2 years ago

ଜିଅନ୍ତା ଘୁଷୁରି ଝୁଣି ଖାଇବା ପ୍ରସଙ୍ଗ: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ହିଞ୍ଜିଳିକାଟୁ, ୨ା୧୨(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ରାଳବ ଗ୍ରାମ କାଞ୍ଜିଅଁଳା ଯାତ୍ରାରେ ରାମାୟଣ ବାଦି ନାଟକରେ ଜିଅନ୍ତା ଘୁଷୁରିକୁ ଝୁଣି ଖାଇବା ଘଟଣାରେ ଜଣଙ୍କୁ…

2 years ago

ଦିନକୁ ଦିନ ବଢୁଛି ଚୋରି ଘଟଣା ବୃଦ୍ଧି:ଭୟରେ ସହରବାସୀ

ଥୁଆମୂଳ ରାମପୁର,୨।୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋରି, ଡକାୟତି ବୃଦ୍ଧି ପାଇବାରେ ଲାଗିଛି। ତେବେ ଥୁଆମୂଳ ରାମପୁର ସହରର…

2 years ago

‘ଦ ସାବରମତି ରିପୋର୍ଟ’ ଦେଖିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨।୧୨: ସଂସଦର ବାଲ୍‌ଯୋଗୀ ଅଡିଟୋରିୟମରେ ସୋମବାର ଅପରାହ୍ନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିକ୍ରାନ୍ତ ମେସିଙ୍କ ଅଭିନୀତ ଚଳଚ୍ଚିତ୍ର ‘ଦ ସାବରମତି ରିପୋର୍ଟ’ ଦେଖିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ସହ ଏନ୍‌ଡିଏର…

2 years ago