Home Left

ନଭେମ୍ବର ୨୦ରୁ ସରକାର କିଣିବେ ଖରିଫ ଧାନ

କେନ୍ଦୁଝର,୧୯।୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): ଭାଜପା କୃଷକ ମୋର୍ଚ୍ଚା ତରଫରୁ ଆଜି କେନ୍ଦୁଝର ଜିଲା ଭାଜପା କାର୍ଯ୍ୟାଳୟଠାରେ ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏହି ସମ୍ମିଳନୀରେ ଭାଜପା…

2 years ago

ଖାଇବା-ପିଇବା ଭୁଲିଯିବେ ଟ୍ରମ୍ପ-ପୁଟିନ୍‌, ହେଲେ ଏହି ବ୍ରିଫକେସ୍‌ ନୁହେଁ, ଜାଣି ତାଜୁବ ହେବେ…

ନୂଆଦିଲ୍ଲୀ,୧୯।୧୧: ଆପଣ ନିଶ୍ଚୟ ନଜର ରଖିଥିବେ ଯେ ଯେତେବେଳେ ଭାରତ ସମେତ ଅନ୍ୟ ବଡ ଦେଶର ମୁଖ୍ୟମାନେ କୌଣସି ସ୍ଥାନକୁ ଯାଆନ୍ତି ସେତେବେଳ କିଛି ବିଶେଷ ବ୍ୟକ୍ତିଙ୍କ…

2 years ago

ଆମେରିକାକୁ ପାନେ ଦେବ ରୁଷିଆ! ନୂଆ ପରମାଣୁ ନୀତିରେ ଦସ୍ତଖତ କଲେ ପୁଟିନ

ମସ୍କୋ,୧୯।୧୧: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ମଙ୍ଗଳବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିରେ ସଂଶୋଧିତ ପରମାଣୁ ନୀତିରେ ଦସ୍ତଖତ କରିଛନ୍ତି। ଏହି ନୂତନ ନୀତି ଅନୁଯାୟୀ, ଯଦି କୌଣସି…

2 years ago

ଜନବସତି ମୁହାଁ ବାଘ:ପାଦଚିହ୍ନ ଦେଖି ଲୋକେ ଭୟଭୀତ

ବାରିପଦା,(ନୀଳାଦ୍ରି ବିହାରୀ ଦଣ୍ଡପାଟ)/ ଉଦଳା,(ସନ୍ତୋଷ ବାଚ୍ଛିନୀ),୧୮ା୧୧-ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ କପ୍ତିପଦା ରେଞ୍ଜ ଅଧୀନ ଅସନବଣି ଗ୍ରାମରେ ବାଘ ପାଦଚିହ୍ନକୁ ନେଇ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ବାଘ…

2 years ago

ଖୁବ୍‌ଶୀଘ୍ର କୋଚିଂ ସେଣ୍ଟର ପାଇଁ ଆସିବ ସ୍ବତନ୍ତ୍ର ଗାଇଡ୍‌ଲାଇନ୍‌

ଭୁବନେଶ୍ୱର,୧୯ା୧୧: ରାଜ୍ୟରେ ଥିବା ଘରୋଇ କୋଚିଂ ସେଣ୍ଟର ପରିଚାଳନା ପାଇଁ ଆସିବ ସ୍ବତନ୍ତ୍ର ଗାଇଡ୍‌ଲାଇନ୍‌ । ଏନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ତପତ୍ରତା ପ୍ରକାଶ ପାଇଛି। ତେବେ…

2 years ago

ଶେଷରେ ହାର୍‌ ମାନିବ ପାକିସ୍ତାନ! ଭାରତ କଥା ମାନି…

ନୂଆଦିଲ୍ଲୀ,୧୯।୧୧:ଆଇସିସି ଚାମ୍ପିଅନ୍ସ ଟ୍ରଫି ୨୦୨୫ ପାକିସ୍ତାନ ଦ୍ୱାରା ଆୟୋଜିତ ହେବ। କିନ୍ତୁ ଏହି ଟୁର୍ନାମେଣ୍ଟ ବିଷୟରେ ଏପର୍ଯ୍ୟନ୍ତ କୌଣସି ସମାଧାନ ମିଳିନାହିଁ। ଭାରତୀୟ କ୍ରିକେଟ ଦଳ ପଡୋଶୀ…

2 years ago

ଆସୁଛି ଆଉ ଏକ ବଡ଼ ଲଘୁଚାପ

ଭୁବନେଶ୍ୱର,୧୯।୧୧: ବଙ୍ଗୋପସାଗରରେ ଆସୁଛି ଆଉ ଏକ ବଡ଼ ଲଘୁଚାପ। ୨୩ ତାରିଖ ସୁଦ୍ଧା ଲଘୁଚାପ ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ୨୧ତାରିଖ ସୁଦ୍ଧା ବଙ୍ଗୋପସାଗରରେ…

2 years ago

କୋହଲିଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କରିଦେଲେ ଗାଙ୍ଗୁଲି

ନୂଆଦିଲ୍ଲୀ,୧୯।୧୦: ବର୍ଡର-ଗାଭାସ୍କର ଟ୍ରଫି ପୂର୍ବରୁ ବିରାଟ କୋହଲିଙ୍କ ଫର୍ମ ତାଙ୍କୁ ଅନେକ ମ୍ୟାଚ ପାଇଁ ସମର୍ଥନ କରୁନାହିଁ। ୨୦୨୪ ବର୍ଷ ମଧ୍ୟ କୋହଲିଙ୍କ ପାଇଁ ଭଲ ବୋଲି…

2 years ago

ଗିରଫ ହେଲେ କୋଟିପତି ଡେପୁଟି ଜେନେରାଲ ମ୍ୟାନେଜର

ଭୁବନେଶ୍ୱର,୧୯।୧୧:ଗିରଫ ହେଲେ କୋଟିପତି OPHWC ବ୍ରହ୍ମପୁର ଡିଭିଜନର ଡେପୁଟି ଜେନେରାଲ ମ୍ୟାନେଜର ସୁବାସ ଚନ୍ଦ୍ର ପଣ୍ଡା। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଗିରଫ କରିଛି।…

2 years ago

ମୃତ ଛୁଆକୁ ୨୬ ଘଣ୍ଟା ଧରି ଜଗି ରହିଲା ମା’ କୁକୁର

ପାଟଣା,୧୯।୧୧(ବୀର କିଶୋର ଦାଶ): ପଶୁ ହେଉ କି ମଣିଷ, ମା’ର ମମତା ସବୁ କ୍ଷେତ୍ରରେ ସମାନ। ଏହାର ନିଚ୍ଛକ ଉଦାହରଣ କେନ୍ଦୁଝର ଜିଲା ପାଟଣା ବ୍ଲକ ଛକ…

2 years ago