ନୂଆଦିଲ୍ଲୀ,୧୧।୧୧: ମଣିପୁରରେ ସୁରକ୍ଷାକର୍ମୀ ସୋମବାର ଏକ ବଡ କାର୍ୟ୍ୟାନୁଷ୍ଠାନ ନେଇ ୧୧ ଅସ୍ତ୍ରଶସ୍ତ୍ରଧାରୀ ଆତଙ୍କବାଦୀଙ୍କୁ ନିପାତ କରିଛନ୍ତି। ଯେଉଁମାନେ ଜେରୀଵାମ ଜିଲ୍ଲାରେ ଥିବା ଏକ ପୋଲିସ ଷ୍ଟେସନ…
ରାଞ୍ଚି,୧୧।୧୧: ଝାଡଖଣ୍ଡର ଶାସକ ଜେଏମଏମ ସୋମବାର ଏହାର ନିର୍ବାଚନୀ ମନିଫେଷ୍ଟୋ ପ୍ରକାଶ କରିଛି। ୨୨ ପୃଷ୍ଠାର ମନିଫେଷ୍ଟୋରେ ଜେଏମଏମ କୃଷି, ଶିକ୍ଷା, ରୋଜଗାର, ମହିଳା, ସ୍ବାସ୍ଥ୍ୟ, ସାମାଜିକ…
ଇସଲାମାବାଦ୍,୧୧।୧୧୧: ପାକିସ୍ତାନ ସରକାର ଲାହୋରର ଶାଦମାନ ଚୌକ ନାମ ବଦଳାଇ ଶହୀଦ ଭଗତ ସିଂଙ୍କ ନାଁ ରଖାଯିବ ଯୋଜନା ଶେଷରେ ରଦ୍ଦ ହୋଇଛି। ଏହି ପଦକ୍ଷେପ ଜଣେ…
କେନ୍ଦୁଝର,୧୧।୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): ମୟୁରଭଞ୍ଜ ଜିଲାରୁ ଏକ ୨୮ ଟିକିଆ ହାତୀପଲ ଆସି କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜରେ ପଶିଛନ୍ତି। ହାତୀପଲ ପଦ୍ମପୁର ନିକଟରେ ବୈତରଣୀ ପାର…
ଭୁବନେଶ୍ୱର,୧୧।୧୧: ଉପକୂଳ ଓଡ଼ିଶା ସହ କିଛି ଜାଗାରେ ହାଲୁକା ବର୍ଷା ସମ୍ଭାବନା ରହିଛି। ଉପକୂଳ ଓ ମୟୂରଭଞ୍ଜ, କେନ୍ଦୁଝରରେ ହାଲୁକା ବର୍ଷା ସମ୍ଭାବନା ପାଣିପାଗ ବିଭାଗ ସତର୍କ…
କେନ୍ଦୁଝର,୧୧।୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): ଦିନକୁ ଦିନ କେନ୍ଦୁଝରରେ ବଢୁଛି ଅପରାଧ। ଯେଉଁ ଜାଗାକୁ ପିସିଆର୍ ଭ୍ୟାନ୍ ଯାଇପାରିବ ନାହିଁ ସେଇଭଳି ଜାଗାରେ ଅପରାଧ ଭିଆଉଛନ୍ତି ଅପରାଧୀ। ଏହାକୁ…
ନୂଆଦିଲ୍ଲୀ,୧୧।୧୧:ଭାରତୀୟ କ୍ରିକେଟର ସଞ୍ଜୟ ବାଙ୍ଗରଙ୍କ ପୁଅ ଆର୍ଯ୍ୟନ ନିକଟରେ ଲିଙ୍ଗ ପରିବର୍ତ୍ତନ କରି ପୁଅରୁ ଝିଅ ହୋଇଛନ୍ତି। ଲିଙ୍ଗ ପରିବର୍ତ୍ତନ ପରେ ଆର୍ଯ୍ୟନ ବଙ୍ଗର ତାଙ୍କ ନାମ…
ଇସଲାମାବାଦ୍,୧୧।୧୧:ଚାମ୍ପିଅନ୍ସ ଟ୍ରଫି ସମ୍ପର୍କରେ ବିସିସିଆଇ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିଛି। ବିସିସିଆଇ ଆଇସିସିକୁ କହିଛି ଯେ, ଟିମ ଇଣ୍ଡିଆ କୌଣସି ପରିସ୍ଥିତିରେ ପାକିସ୍ତାନ ଯିବ ନାହିଁ। ଏଥିପାଇଁ…
କେସିଙ୍ଗା,୧୧।୧୧(ତୁମେଶ୍ୱର ସାହୁ): ଅନାସ୍ଥା ଭୋଟକୁ ନେଇ ଚର୍ଚ୍ଚାରେ ରହିଛି କଳାହାଣ୍ଡି ଜିଲା । କେସିଙ୍ଗା ବ୍ଲକରେ ସୋମବାର ଦ୍ୱିତୀୟ ଥର ପାଇଁ ଅନାସ୍ଥା ଭୋଟ ହୋଇଛି। ଗତ…
ଭୁବନେଶ୍ୱର,୧୧।୧୧: ମହିଳା ସରକାରୀ କର୍ମଚାରୀଙ୍କୁ ଅତିରିକ୍ତ ଛୁଟି ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଋତୁସ୍ରାବ ପାଇଁ ବାର୍ଷିକ ୧୨ ଦିନର ଅତିରିକ୍ତ ଛୁଟି ନେଇ ଅର୍ଥ ବିଭାଗ…