ବଲାଙ୍ଗୀର,୨୦।୧୦: ପାରିବାରିକ ବିବାଦରୁ ସ୍ବାମୀଙ୍କ ଅଜବ କାଣ୍ଡ। ନିଜର ଛୋଟ ପୁଅକୁ ରେଳଧାରଣାରେ ବାନ୍ଧି ମାରିବାକୁ ଉଦ୍ୟମ କରିଥିଲେ। ପରିବାରଲୋକେ ବଲାଙ୍ଗୀର ପୋଲିସକୁ ଖବର ଦେବା ପରେ…
ଭୁବନେଶ୍ୱର/ରାଞ୍ଚି,୨୦।୧୦: ଭାରତୀୟ ଜନତା ପାର୍ଟି ଝାଡଖଣ୍ଡର ନିର୍ବାଚନୀ ଯୁଦ୍ଧରେ ୬୬ଜଣ ପ୍ରାର୍ଥୀଙ୍କୁ ମଇଦାନକୁ ଓହ୍ଲାଇଛି। ଏହି ପ୍ରାର୍ଥୀଙ୍କ ମଧ୍ୟରେ ବାବୁ ଲାଲ ମାରାଣ୍ଡି, ଚମ୍ପାଇ ସୋରେନ, ସୁଦର୍ଶନ…
ପାଟଣା,୨୦ା୧୦(ବୀରକିଶୋର ଦାଶ): କେନ୍ଦୁଝର ଜିଲାର ପାଟଣା ରେଞ୍ଜରେ ୨୯ ଟିକିଆ ବଣୁଆ ହାତୀପଲଙ୍କ ଉପଦ୍ରବ ଜାରି ରହିଛି। ଶୁକ୍ରବାର ରାତିରେ ରାସପଶି ଗାଁରେ ୨ଟି ଘର ଭାଙ୍ଗିବା…
ଭୁବନେଶ୍ୱର,୨୦।୧୦: ଅଧିକ ଘନୀଭୂତ ହେଉଛି କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ। ବର୍ତ୍ତମାନ ତାହା ଆଣ୍ଡାମାନ ସାଗର ଓ ଆଖପାଖରେ ସକ୍ରିୟ ହୋଇଛି। ଏହା ପ୍ରଭାବରେ…
ବାଲେଶ୍ୱର,୨୦ା୧୦(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ସୋର ଥାନା ଅନ୍ତର୍ଗତ ଜଡ଼ିଦା ପଞ୍ଚାୟତ ଆଡ଼ିଆ ଗାଁରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପାରିବାରିକ କଳହ ଉଗ୍ରରୂପ ନେଇ କିରାସିନ…
ଜଗତସିଂହପୁର,୨୦ା୧୦: ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍ସି) ଦ୍ୱାରା ପରିଚାଳିତ ଓଡ଼ିଶା ସିଭିଲ୍ ସର୍ଭିସ (ଓସିଏସ୍) ପରୀକ୍ଷା ୨୦୨୨ର ଫଳ ଶନିବାର ପ୍ରକାଶ ପାଇଛି। ମୋଟ ୬୮୩ଜଣ ପରୀକ୍ଷାର୍ଥୀ…
ଭବାନୀପାଟଣା,୨୦।୧୦ (ଉତ୍ତମ କୁମାର ଦାଶ)- ଓଡିଶା ପ୍ରଶାସନିକ ସେବା (ଓଏଏସ୍) ପରୀକ୍ଷାରେ ପୁଣି ଥରେ କୃତ କାର୍ଯ୍ୟ ହୋଇଛନ୍ତି କଳାହାଣ୍ଡି ସହକାରୀ ଜିଲା ଶ୍ରମ ଅଧିକାରୀ ଅମିତ…
କୁହାଯାଏ, ଘରେ କୌଣସି ବାସ୍ତୁଦୋଷ ଥିଲେ ଅନେକ ପ୍ରକାରର ଅଶାନ୍ତି ଉପୁଜିଥାଏ। ତେଣୁ ଏହି ବାସ୍ତୁଦୋଷକୁ ସହଜରେ କିପରି ଦୂର କରିହେବ ଜାଣନ୍ତୁ ସେ ସମ୍ପର୍କରେ... *…
ଜଗତ୍ସିଂହପୁର, ୨୦।୧୦(ପ୍ରମୋଦ କୁମାର ନାୟକ):ବିଜେଡି ୨୪ ବର୍ଷ କାଳ ଶାସନ କଲା। ଶାସନରୁ ଯିବା ୩ ମାସ ହେଇଛି କି ନାହିଁ ବିଜେଡି ତାସ ଘର ଭଳି…
ଖୋର୍ଦ୍ଧା ପୌର ପରିଷଦ ଅନ୍ତର୍ଗତ ବି.ଡ଼ି.ଏ କଲ୍ୟାଣ ମଣ୍ଡପ ଠାରେ ଭାଜପାର ସଦସ୍ୟତା ଅଭିଯାନ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି।