Home Left

ଗାଁ ପିଣ୍ଡିରେ ବସି ଲୋକଙ୍କ ଦୁଃଖ ଶୁଣିଲେ ଜିଲାପାଳ

ମହାକାଳପଡ଼ା,୫ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ରାଜ୍ୟ ସରକାର ଗ୍ରାମାଞ୍ଚଳ, ଉପାନ୍ତ ଅଞ୍ଚଳରେ ବୁଲି ଲୋକଙ୍କ ଦୁଃଖ ବୁଝିବା ପାଇଁ ଜିଲାପାଳଙ୍କୁ ଦାୟିତ୍ୱ ନ୍ୟସ୍ତ କରାଯାଇଛି। ସେହିପରି ଉପାନ୍ତ ଅଞ୍ଚଳରେ…

2 years ago

୭ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ

ବେଲପଡ଼ା, ୫ା୧୦(ମନୋଜ କୁମାର ମିଶ୍ର):ବଲାଙ୍ଗୀର ଜିଲା ବେଲପଡ଼ା ବ୍ଲକ୍‌ରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ହୋଇଥିବା କାମର ବିଲ୍‌ କରିବା ପାଇଁ ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ବେଲପଡ଼ା…

2 years ago

ମଙ୍କିପକ୍ସ ଟେଷ୍ଟିଂ କିଟ୍‌କୁ ଡବ୍ଲ୍ୟୁଏଚ୍‌ଓର ମଞ୍ଜୁରୀ

ନୂଆଦିଲ୍ଲୀ,୫ା୧୦:ମଙ୍କିପକ୍ସ ରୋଗ ଚିହ୍ନଟ ପାଇଁ ପ୍ରଥମ ଟେଷ୍ଟିଂ କିଟ୍‌କୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ମଞ୍ଜୁରୀ ପ୍ରଦାନ କରିଛି। ମଙ୍କିପକ୍ସ ଭୂତାଣୁରୁ ସୃଷ୍ଟି ହେଉଥିବା ଏହି ରୋଗକୁ…

2 years ago

ଖୁସି ଖବର:ଆଜି ନିଯୁକ୍ତି ପାଇବେ ୧୬ହଜାର କନିଷ୍ଠ ଶିକ୍ଷକ

ଭୁବନେଶ୍ୱର,୫ା୧୦(ଶର୍ମିଷ୍ଠା ପାଣିଗ୍ରାହୀ):ରାଜ୍ୟର ବିଭିନ୍ନ ପ୍ରାଥମିକ ତଥା ଉଚ୍ଚ ପ୍ରାଥମିକ ବିଦ୍ୟାଳୟଗୁଡିକରେ ୧୬ହଜାର ୯ଜଣ କନିଷ୍ଠ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ଶନିବାର ନିଯୁକ୍ତିପତ୍ର ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।…

2 years ago

‘ଶିକ୍ଷାକ୍ଷେତ୍ରରେ ଶିକ୍ଷକମାନଙ୍କ ଭୂମିକା ଅତୁଳନୀୟ’

ଭାରତରେ ପ୍ରତିବର୍ଷ ୫ ସେପ୍ଟେମ୍ବରରେ ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଦିନକୁ ଗୁରୁଦିବସ ବା ଶିକ୍ଷକ ଦିବସ ଭାବେ ପାଳନ କରାଯାଉଥିବାବେଳେ ଅନ୍ତର୍ଜାତୀୟ ସ୍ତରରେ ଶିକ୍ଷକ ଦିବସ ପ୍ରତିବର୍ଷ ୫…

2 years ago

କୋରାପୁଟରେ ଡେଙ୍ଗୁ ଆତଙ୍କ : ୨୦ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ, ଜଣେ ମହିଳା ମୃତ

ନାରାୟଣପାଟଣା,୨୩ା୮(ରାଜକିଶୋର ଜେନା): କୋରାପୁଟ ଜିଲା ନାରାୟଣପାଟଣା ବ୍ଲକ୍‌ରେ ବର୍ତ୍ତମାନ ଡେଙ୍ଗୁ ଆତଙ୍କ ଖେଳାଇଛି। ଗତ କିଛିଦିନ ମଧ୍ୟରେ ବ୍ଲକ୍‌ରେ ଏକାଧିକ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ଡେଙ୍ଗୁରେ…

2 years ago

ଓଡ଼ିଶା ରଣଜୀ ଦଳ ଘୋଷିତ: ଗୋବିନ୍ଦ ପୋଦ୍ଦାର ଅଧିନାୟକ

ଭୁବନେଶ୍ୱର, ୪।୧୦ (ତପନ ସ୍ବାଇଁ): ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ ଘରୋଇ କ୍ରିକେଟର ସର୍ବୋଚ୍ଚ ଟୁର୍ନାମେଣ୍ଟ ରଣଜୀ ଟ୍ରଫି ୨୦୨୪-୨୫ ସିଜନର ପ୍ରଥମ ୨ଟି ମ୍ୟାଚ ପାଇଁ…

2 years ago

ୟୁପି ମର୍ମନ୍ତୁଦ ଦୁର୍ଘଟଣା: ମୃତକଙ୍କ ପରିବାର ପାଇଁ ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ମିର୍ଜାପୁର,୪ା୧୦: ଉତ୍ତରପ୍ରଦେଶର ମିର୍ଜାପୁରରେ  ଶ୍ରମିକମାନଙ୍କୁ ନେଇ ଯାଉଥିବା ଏକ ଟ୍ରାକ୍ଟରକୁ ଟ୍ରକ୍‌ ଧକ୍କା ଦେବାରୁ ୧୦ ଜଣଙ୍କ ମୃତ୍ୟୁ ଘଟିବା ସହ ଅନ୍ୟ ୩ ଜଣ ଆହତ…

2 years ago

କଲେଜ ଛାତ୍ରୀଙ୍କୁ ଅସଦାଚରଣ: ଧନ୍ଦାମୂଳକ ତାଲିମଦାତା ଗିରଫ

ରାଉରକେଲା,୪।୧୦(ସଙ୍ଗୀତା ଜେନା): ରଘୁନାଥପାଲି ଥାନା ଅଧୀନ ଏକ ପ୍ରତିଷ୍ଠିତ କଲେଜର ଜଣେ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ କଲେଜର ଧନ୍ଦାମୂଳକ ତାଲିମଦାତାଙ୍କୁ ପୋଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତ…

2 years ago

ସାହାଣୀ କପ ଫୁଟବଲ: ରାଉରକେଲାକୁ ହରାଇ ବରଗଡ଼ ଫାଇନାଲରେ

ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲେଙ୍ଗୁ ମିଶ୍ର ମିନି ଷ୍ଟାଡିୟମରେ ଫୁଟବଲ ଆସୋସିଏସନ ଅଫ ଓଡ଼ିଶା ଓ ବରଗଡ଼ ଜିଲା କ୍ରୀଡ଼ା ସଂସଦର ମିଳିତ ଆୟୋଜନରେ ଅନୁଷ୍ଠିତ ହେଉଥିବା…

2 years ago