Home Left

ମଙ୍କିପକ୍ସ ଟେଷ୍ଟିଂ କିଟ୍‌କୁ ଡବ୍ଲ୍ୟୁଏଚ୍‌ଓର ମଞ୍ଜୁରୀ

ନୂଆଦିଲ୍ଲୀ,୪ା୧୦: ମଙ୍କିପକ୍ସ ରୋଗ ଚିହ୍ନଟ ପାଇଁ ପ୍ରଥମ ଟେଷ୍ଟିଂ କିଟ୍‌କୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ମଞ୍ଜୁରୀ ପ୍ରଦାନ କରିଛି। ମଙ୍କିପକ୍ସ ଭୂତାଣୁରୁ ସୃଷ୍ଟି ହେଉଥିବା ଏହି…

2 years ago

ପଢୁଥିଲେ ପାଠ, ମହମବତୀରୁ ନିଆଁ ଲାଗି ଜଳିଗଲା ଘର

ବ୍ରାହ୍ମଣୀଗାଁ,୪ା୧୦(ମନୋରଞ୍ଜନ ରଣା): ଦାରିଙ୍ଗବାଡି ବ୍ଲକ ହାତୀମୁଣ୍ଡା ପଞ୍ଚାୟତର ବୁଜୁଲି ଗ୍ରାମରେ ବି.ଫେର୍ନାନ୍ଦ ବଳିଆର ସିଂଙ୍କ ଘରେ ମହମବତୀରୁ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ିଯାଇଛି। ଗାଁରେ…

2 years ago

ଲଗେଜ୍‌ ହଜାଇ ଦେଲେ ଅନୁଷ୍କା ଶଙ୍କର: ସହାର୍ଯ୍ୟ ପାଇଁ କରିଥିଲେ…

ନୂଆଦିଲ୍ଲୀ,୪ା୧୦: ଖ୍ୟାତନାମା ସିତାର ବାଦକ ଅନୁଷ୍କା ଶଙ୍କର ଜର୍ମାନୀର ବର୍ଲିନ୍‌ରେ ତାଙ୍କ ଲଗେଜ୍‌ ହଜାଇ ସାହାଯ୍ୟ ପାଇଁ ଚିତ୍କାର କରୁଥିବା ଦେଖାଯାଇଥିଲା, ଯାହା ଅନେକ ସୋସିଆଲ ମିଡିଆ…

2 years ago

ମହାରାଷ୍ଟ୍ରରେ ଯୁବତୀଙ୍କୁ ଗଣବଳାତ୍କାର

ପୁଣେ,୪ା୧୦: ମହାରାଷ୍ଟ୍ରର ପୁଣେରେ ଜଣେ ୨୧ ବର୍ଷୀୟା ଯୁବତୀଙ୍କୁ ୩ ଜଣ ଯୁବକ ଗଣବଳାତ୍କାର କରିଛନ୍ତି। ଯୁବତୀ ଜଣକ ତାଙ୍କର ବନ୍ଧୁଙ୍କ ସହ ବୋପଦେବ ଘାଟ ଅଞ୍ଚଳକୁ…

2 years ago

ବନ ବିଭାଗର ବିଫଳତା: ପୁଣି ଜୀବନ ନେଲା ରେଡିଓକୁଲାର ଲାଗିଥିବା ଦନ୍ତା

ବଣାଇଁ,୪।୧୦(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ବନଖଣ୍ଡ କୋଇଡ଼ା ରେଞ୍ଜ ଅଧୀନ ପାଟମୁଣ୍ଡା ଗ୍ରାମରେ ଆତଙ୍କ ସୃଷ୍ଟି କରିଥିବା ଗୋଠଛଡା ଦନ୍ତା ପୁଣି ଉତ୍ପାତ ମଚାଇ ଘର…

2 years ago

କ୍ୟାପଟେନ୍‌ ଦିବ୍ୟଶଙ୍କର ମିଶ୍ରଙ୍କ ଗାଡ଼ିକୁ ଅଣ୍ଡାମାଡ଼

ଗୋଲାମୁଣ୍ଡା,୧।୧୦(ବଟକୃଷ୍ଣ ପଣ୍ଡା): ଜୁନାଗଡ଼ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ରଙ୍କ ଗାଡ଼ିକୁ ଶୁକ୍ରବାର ଅଣ୍ଡାମାଡ଼ ହୋଇଛି । ନିଜ ନିର୍ବାଚନମଣ୍ଡଳୀରେ କିଛି ଯୁବକ ତାଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼…

2 years ago

ସୃଷ୍ଟିହେଲା ଲଘୁଚାପ: ମା’ଙ୍କ ଆଗମନରେ ଭିଜିପାରେ ଓଡ଼ିଶା

ଭୁବନେଶ୍ୱର,୪।୧୦: ଉତ୍ତର ବଙ୍ଗୋପସାଗରରେ ଏବଂ ତାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆଗାମୀ ୭ ଦିନ ରାଜ୍ୟରେ କିଛି ଅଞ୍ଚଳରେ ହାଲୁକାରୁ ମଧ୍ୟମ…

2 years ago

ବଡ଼ଧରଣର ଏନ୍‌କାଉଣ୍ଟର: ଗଡ଼ିଲା ଗୋଟିଏ ପରେ ଗୋଟିଏ ମାଓବାଦୀଙ୍କ ମୁଣ୍ଡ

ଦାନ୍ତଓ୍ବୋଡ଼ା,୪।୧୦: ଓଡ଼ିଶା ସିମାନ୍ତ ଛତିଶଗଡ଼ ଦାନ୍ତେୱାଡ଼ାରେ ଶୁକ୍ରବାର ସୁରକ୍ଷା କର୍ମୀଙ୍କୁ ଏକ ବଡ଼ଧରଣର ସଫଳତା ମିଳିଛି। ସୁରକ୍ଷା କର୍ମୀଙ୍କ ଏନ୍‌କାଉଣ୍ଟରରେ ୩୬ଜଣ ମାଓବାଦୀ ନିହତ ହୋଇଥିବା ଜଣାପଡିଛି।…

2 years ago

ଫାଇନାନ୍ସ କମ୍ପାନୀ କର୍ମଚାରୀଙ୍କୁ ଆକ୍ରମଣ କରି ଟଙ୍କା ଲୁଟ

ବାଲିପାଟଣା,୪।୧୦: ଖୋର୍ଦ୍ଧା ଜିଲା ବାଲିପାଟଣା ଥାନା ବଦଳା ହାଇସ୍କୁଲ ନିକଟରେ ଶୁକ୍ରବାର କେତେକ ଦୁବୃର୍ତ୍ତ ଜଣେ ଫାଇନାନ୍ସ କମ୍ପାନୀ କର୍ମଚାରୀଙ୍କୁ ଆକ୍ରମଣ କରି ଟଙ୍କା ଲୁଟି ନେଇଥିବା…

2 years ago

୫ ବର୍ଷରେ ପ୍ରଥମ ସାମ୍ନାକୁ ଆସିଲେ ଇରାନ ଇରାନ ସୁପ୍ରିମ୍ ଲିଡର ଖମେନେଇ; ଇସ୍ରାଏଲକୁ ଦେଲେ ଚେତାବନୀ

ନୂଆଦିଲ୍ଲୀ, ୪।୧୦: ଶୁକ୍ରବାର ତେହେରାନର ଗ୍ରାଣ୍ଡ ମସଜିଦରେ ହଜାର ହଜାର ଲୋକ ଏକତ୍ରିତ ହୋଇ ହିଜବୁଲ ମୁଖ୍ୟ ହାସନ ନାସରାଲ୍ଲାଙ୍କ ସ୍ମୃତିରେ ପ୍ରାର୍ଥନା କରିଛନ୍ତି। ପ୍ରାର୍ଥନା ପରେ…

2 years ago