Home Left

କେନ୍ଦ୍ରାପଡ଼ା ରାଜନଗର ଥାନା ASI ନରେନ୍ଦ୍ର ସିଂ ସସ୍‌ପେଣ୍ଡ

ରାଜନଗର,୩୦।୯(ତ୍ରିଲୋଚନ ଦାସ ): କେନ୍ଦ୍ରାପଡା ରାଜନଗର ଥାନା ASI ନରେନ୍ଦ୍ର ସିଂଙ୍କୁ ସସ୍‌ପେଣ୍ଡ କରାଯାଇଛି। ମହିଂଷାସୁର ଛକରେ ଦୋକାନୀକୁ ପିଟିବା ଅଭିଯୋଗରେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି।…

2 years ago

ମହିଳା ଡାକ୍ତରଙ୍କୁ ବଳାତ୍କାର ଘଟଣାରେ ମମତା ସରକାର ଉପରେ ବର୍ଷିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩୦ା୯:ପଶ୍ଚିମବଙ୍ଗର ସରକାରୀ ମେଡିକାଲ କଲେଜଗୁଡ଼ିକରେ ସିସିଟିଭି ଲଗାଇବା, ପାଇଖାନା ଓ ଅଲଗା ରେଷ୍ଟିଂ ରୁମ୍‌ ନିର୍ମାଣରେ ବିଳମ୍ବକୁ ନେଇ ସୁପ୍ରିମକୋର୍ଟ ସୋମବାର ଅସନ୍ତୋଷ ପ୍ରକାଶ କରିଛନ୍ତି। ସର୍ବୋଚ୍ଚ…

2 years ago

ଆମେରିକାରେ ତାଣ୍ଡବ ରଚିଲା ବାତ୍ୟା ହେଲେନ୍‌

ନର୍ଥ କାରୋଲିନା,୩୦ା୯: ଆମେରିକାରେ ବାତ୍ୟା ହେଲେନ୍‌ ତାଣ୍ଡବ ରଚିଛି। ବାତ୍ୟାଜନିତ ମୃତ୍ୟୁସଂଖ୍ୟା ୧୦୦ ଟପିଥିବା ବେଳେ ବହୁ କ୍ଷୟକ୍ଷତି ହୋଇଛି। ନର୍ଥ କାରୋଲିନାରେ ସର୍ବାଧିକ ୩୭ ଜଣ…

2 years ago

କଳାହାଣ୍ଡିରେ ପୁଣି ଜଣେ ଫରେଷ୍ଟରଙ୍କ ସନ୍ଦେହ ଜନକ ମୃତ୍ୟୁ

ଭବାନୀପାଟଣା/ଥୁଆମୂଳ ରାମପୁର,୩୦।୯(ଉତ୍ତମ କୁମାର ଦାଶ/ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ଅନ୍ତର୍ଗତ କଲମପୁର ସେକ୍ସନର ଫରେଷ୍ଟର ପ୍ରକାଶ ମିଶ୍ର (୪୮)ଙ୍କ ସୋମବାର ଅପରାହ୍ନରେ ସନ୍ଦେହ ଜନକ…

2 years ago

ବ୍ୟାଙ୍କ ଲୁଟ୍‌ ଉଦ୍ୟମ: ସିସିଟିଭି ଫୁଟେଜକୁ ନେଇ ତଦନ୍ତ…

ହିଞ୍ଜିଳିକାଟୁ,୩୦।୯(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ସାହେବ କମ୍ପ୍ଲେକ୍ସରେ ଅବସ୍ଥିତ ୟୁନିଅନ୍‌ ବ୍ୟାଙ୍କ ଶାଖା-୨ରେ କେତେକ ଦୁବୃର୍ତ୍ତ ରବିବାର ବିଳମ୍ବିତ ରାତିରେ ମୁଖ୍ୟ ଗେଟ୍‌ ତାଲା ଭାଙ୍ଗି…

2 years ago

ପ୍ରସ୍ତୁତି ଚୂଡ଼ାନ୍ତ: ୩ ତାରିଖରୁ ମା’ ସମଲେଶ୍ୱରୀଙ୍କ ଶାରଦୀୟ ପୂଜା ଆରମ୍ଭ

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ): ବରଗଡର ଗ୍ରାମ୍ୟଦେବୀ ମା’ ସମଲେଶ୍ୱରୀଙ୍କ ଶାରଦୀୟ ନବଦିନାତ୍ମକ ପୂଜା ପାଇଁ ମନ୍ଦିର କମିଟି ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି । ଆସନ୍ତା ଅକ୍ଟୋବର ୩ରୁ…

2 years ago

ମୁଖ୍ୟମନ୍ତ୍ରୀ ସିଦ୍ଦରମୈୟାଙ୍କ ବଢିଲା ଅଡ଼ୁଆ: ମାମଲା ରୁଜୁ କଲା ଇଡି

ବେଙ୍ଗାଲୁରୁ,୩୦।୯: ମହୀଶୁର ନଗର ଉନ୍ନୟନ ପ୍ରାଧିକରଣ(ଏମ୍‌ୟୁଡିଏ) ମାମଲାରେ କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଦରମୈୟାଙ୍କ ସମସ୍ୟା ବୃଦ୍ଧି ପାଇଛି। ଏନଫୋର୍ସମେଣ୍ଟ ଡାଇରେକ୍ଟୋରେଟ (ଇଡି) ଲୋକାୟୁକ୍ତଙ୍କ ଏଫଆଇଆର ବିଷୟରେ ତଦାରଖ କରି…

2 years ago

ସ୍ତ୍ରୀଙ୍କୁ ୫ ପୃଷ୍ଠାର ଚିଠି ଲେଖି ଆତ୍ମହତ୍ୟା କଲେ ଫାଇନାନ୍ସ କମ୍ପାନୀର ଏରିଆ ମ୍ୟାନେଜର

ଲକ୍ଷ୍ନୌ,୩୦ା୯: ଉତ୍ତରପ୍ରଦେଶର ଝାନ୍‌ସୀରେ ଏକ ଫାଇନାନ୍ସ କମ୍ପାନୀର ଏରିଆ ମ୍ୟାନେଜର ଭାବେ କାର୍ଯ୍ୟ କରୁଥିବା ଜଣେ ୪୨ ବର୍ଷୀୟ ବ୍ୟକ୍ତି ଆତ୍ମହତ୍ୟା କରିଛନ୍ତି। ଦୁଇମାସ ହେଲା ଟାର୍ଗେଟ…

2 years ago

ବସ୍‌ ଯୋଗେ ହେଉଥିଲା ଗଞ୍ଜେଇ ଚୋରାଚାଲାଣ: ମାଡ଼ିବସିଲା ପୋଲିସ

ଦାରିଙ୍ଗବାଡି, ୩୦।୯(ଅରୁଣ ସାହୁ):କନ୍ଧମାଳ ଜିଲା ଏବେ ଗଞ୍ଜେଇ ଚାଷ ପାଇଁ ଜଣାଶୁଣା। ପୋଲିସ ଯେତିକି ଧରପଗଡ଼ କରୁଛି ଗଞ୍ଜେଇ ବେପାରୀ ନୂଆ ନୂଆ ଉପାୟରେ ଚୋରାଚାଲାଣ କରୁଛି।…

2 years ago

ବ୍ଲକ କାର୍ଯ୍ୟାଳୟ ପାଲଟିଲା ରଣକ୍ଷେତ୍ର: ସମିତି ସଭ୍ୟ-ବିପକ୍ଷ ଗୋଷ୍ଠୀଙ୍କ ମଧ୍ୟରେ ମାରପିଟ୍‌

ପୁରୁଷୋତ୍ତମପୁର,୩୦।୯(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ କାର୍ଯ୍ୟାଳୟ ସୋମବାର ରଣକ୍ଷେତ୍ର ପାଲଟିଛି। ଭୀମପୁର ପଞ୍ଚାୟତ ଚାଟମୁଣ୍ଡୁଳୀ ଗ୍ରାମରେ ଥିବା ପ୍ରାଥମିକ ବିଦ୍ୟାଳୟ ନିର୍ମାଣର ବିଲକୁ ନେଇ…

2 years ago