Home Left

ମୁଖ୍ୟମନ୍ତ୍ରୀଙ୍କ କଡ଼ା ବାର୍ତ୍ତା: ଅନିୟମିତତା ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନିଅ

ଭୁବନେଶ୍ୱର,୨୮ା୯(ଅନିଲ ଦାସ):କୌଣସି ପରିସ୍ଥିତିରେ, କୌଣସି ସ୍ତରରେ ସରକାର ଦୁର୍ନୀତିକୁ ବରଦାସ୍ତ କରିବେ ନାହିଁ। ଦୁର୍ନୀତିକୁ ନେଇ କୌଣସି ପ୍ରକାର ସାଲିସ କରିବାର ପ୍ରଶ୍ନ ଉଠୁନାହିଁ। ତେଣୁ ଅନିୟମିତତା…

2 years ago

ଅନାହାରରେ ଆଖି ବୁଜିଲେ ମହିଳା

ନିଶ୍ଚିନ୍ତକୋଇଲି, ୨୮।୯(ଅଶୋକ କୁମାର ମହାପାତ୍ର):ଅନାହାରରେ ଜଣେ ବିଧବା ମହିଳା ଆଖିବୁଜିଛନ୍ତି। କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ନତକାଇ ପଞ୍ଚାୟତ ମୁକୁନ୍ଦପୁର ଗଁାରେ ଶୁକ୍ରବାର ଘଟିଛି ଏହି ଅକାଳ…

2 years ago

ଜଳାତଙ୍କ କ’ଣ, ଏହା କିପରି ବ୍ୟାପେ ଜାଣନ୍ତୁ…

‘ଓ୍ବାଲର୍‌ଡ ରାବିଜ୍‌ ଡେ’ ବା ବିଶ୍ୱ ଜଳାତଙ୍କ ଦିବସ ପ୍ରତିବର୍ଷ ସେପ୍ଟେମ୍ବର ୨୮ ତାରିଖରେ ପାଳନ କରାଯାଇଥାଏ। ଏହି ଦିନ ଜଳାତଙ୍କର ପ୍ରତିଷେଧକ ଟିକା ଉଦ୍ଭାବନ କରିଥିବା…

2 years ago

ଅଭିଯୋଗ ଗମ୍ଭୀର: ପ୍ରମାଣିତ ହେଲେ ସନ୍ଦୀପ୍‌ ଘୋଷଙ୍କୁ ମିଳିପାରେ ଏହି ଦଣ୍ଡ, କହିଲେ ସିବିଆଇ କୋର୍ଟ

କୋଲକାତା,୨୭ା୯: କୋଲକାତାର ଆର୍‌.ଜି. କର ମେଡିକାଲ କଲେଜର ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ୍‌ ଘୋଷ ଏବଂ ତଲା ଥାନା ଭାରପ୍ରାପ୍ତ ଅଧିକାରୀ ଅଭିଜିତ ମଣ୍ଡଳଙ୍କ ବିରୋଧରେ ଆସିଥିବା ଅଭିଯୋଗ…

2 years ago

ଉଚ୍ଚଶିକ୍ଷା ମନ୍ତ୍ରୀ ଦେଲେ ସୂଚନା: ଖୁବଶୀଘ୍ର ପୂରଣ ହେବ ୧୫୦୦ରୁ ଊର୍ଦ୍ଧ୍ୱ ପ୍ରାଧ୍ୟାପକ ପଦବୀ

ଭୁବନେଶ୍ୱର,୨୭ା୯: ଓଡ଼ିଶାର ବିଭିନ୍ନ ବିଶ୍ୱବିଦ୍ୟାଳୟରେ ଖାଲି ପଡିଥିବା ୧୫୦୦ ରୁ ଅଧିକ ପ୍ରାଧ୍ୟାପକ ପଦ ଶୀଘ୍ର ପୂରଣ ହେବ ବୋଲି ଶୁକ୍ରବାର ଦିନ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ…

2 years ago

ପିଆଜ ବିକିଲେ ସରକାର

ଭୁବନେଶ୍ୱର,୨୭।୯: ଖୁଚୁରା ବଜାରରେ ପିଆଜ ଦର ଆକାଶଛୁଆଁ ହୋଇଛି। କେଉଁଠି ପିଆଜ କିଲୋ ୬୦ ତ ପୁଣି କେଉଁଠି ୭୦ ଛୁଇଁଲାଣି। ଏହାକୁ ଦୃଷ୍ଟିରେ ରଖି ନାଫେଡ…

2 years ago

ସୁନା କଣିକା ସଂଗ୍ରହ ବେଳେ ବଡ଼ ଧରଣର ଭୂସ୍ଖଳନ: ୧୫ ମୃତ, ଉଦ୍ଧାର କାର୍ଯ୍ୟ ବାଧାପ୍ରାପ୍ତ

ପଡ଼ାଙ୍ଗ,୨୭ା୯: ଇଣ୍ଡୋନେସିଆର ସୁମାତ୍ରା ଦ୍ୱୀପରେ ବେଆଇନ ଭାବେ ଖଣିରୁ ସୁନା ଉତ୍ତୋଳନ ବେଳେ ଭୂସ୍ଖଳନ ହେବାରୁ ଅନୂ୍ୟନ ୧୫ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ…

2 years ago

ସୋସିଆଲ ମିଡିଆ ପୋଷ୍ଟରୁ ଭଦ୍ରକରେ ଅଶାନ୍ତି: ସନ୍ଥିଆରେ ୧୬୩ ଧାରା ଜାରି

ଭଦ୍ରକ,୨୭ା୯(ସନାତନ ରାଉତ): ସୋସିଆଲ ମିଡିଆରେ ଅଶାଳୀନ ପୋଷ୍ଟକୁ ନେଇ ଶୁକ୍ରବାର ଅପରାହ୍ନରେ ଭଦ୍ରକ ସହରର ସନ୍ଥିଆଠାରେ ଉତେଜନା ମୂଳକ ପରିସ୍ଥିତି ସୃଷ୍ଟି ହୋଇଛି। ଉତ୍ତ୍ୟକ୍ତ ଲୋକେ ପୋଲିସ…

2 years ago

ମହାକାଳରେ ଅଘଟଣ: ମନ୍ଦିର ପାଚେରି ଭୁଶୁଡ଼ି ଚାଲିଗଲା ଦୁଇ ଜୀବନ

ଉଜ୍ଜୟିନୀ,୨୭ା୯: ପ୍ରବଳ ବର୍ଷା ଯୋଗୁ ମଧ୍ୟପ୍ରଦେଶର ଉଜ୍ଜୟିନୀରେ ଥିବା ପ୍ରସିଦ୍ଧ ମହାକାଳ ମନ୍ଦିରର ପାଚେରି ଭାଙ୍ଗି ୨ ଜଣଙ୍କ ମୃତ୍ୟୁ ଘଟିବା ସହ ଭଗ୍ନାବଶେଷ ତଳେ ଅନେକେ…

2 years ago

ସିନେମା ଷ୍ଟାଇଲ୍‌ରେ ଭିଣୋଇଙ୍କୁ ହତ୍ୟା କଲା ଶଳା, ଆଶ୍ଚର୍ଯ୍ୟ କରିଦେବ ହତ୍ୟା ପଛର କାରଣ…

ରାଉରକେଲା,୨୭ା୯(ସଙ୍ଗୀତା ଜେନା): ରାଉରକେଲା ସହରରେ ଘଟିଥିବା ଏକ ହତ୍ୟାକାଣ୍ଡର ପର୍ଦ୍ଦାଫାଶ ହୋଇଛି। ଏହି ଘଟଣାରେ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ମାଲଗୋଦାମ ଅଞ୍ଚଳର…

2 years ago