Home Left

ରାଜ୍ୟବାସୀଙ୍କୁ ଭୁଆଁ ବୁଲାଇବାରୁ କ୍ଷାନ୍ତ ରୁହନ୍ତୁ ସରକାର: ବିଜେଡି

ଭୁବନେଶ୍ୱର,୩୦।୮(ଅନିଲ ଦାସ):ବିଧାନସଭାରେ ଏକ ଲିଖିତ ପ୍ରଶ୍ନର ଉତ୍ତରକୁ ନେଇ କେତେକ ଗଣମାଧ୍ୟମ ବିଭ୍ରାନ୍ତିକର ଖବର ପରିବେଷଣ କରୁଛନ୍ତି। ୨୦୨୩-୨୪ ଆର୍ଥିକ ବର୍ଷରେ ରାଜ୍ୟ ସରକାର କେତେ ଟଙ୍କା…

2 years ago

ମୁମ୍ବାଇ ଏସିଆର ବିଲିୟନେୟାର କ୍ୟାପିଟାଲ

ନୂଆଦିଲ୍ଲୀ, ୩୦।୮: ‘ହୁରୁନ ଇଣ୍ଡିଆ ରିଚ୍‌ ଲିଷ୍ଟ-୨୦୨୪’ ଗୁରୁବାର ଜାରି ହୋଇଛି। ଏହି ରିପୋର୍ଟ ଅନୁଯାୟୀ, ଭାରତର ଆର୍ଥିକ ରାଜଧାନୀ ମୁମ୍ବାଇ ଚାଇନାର ରାଜଧାନୀ ବେଜିଂକୁ ପଛରେ…

2 years ago

ମୁଁ ତଳେ ଥିବାବେଳେ ସେ ଆକାଶରେ ଉଡୁଥିଲେ…ବିଜେଡି ବିଧାୟକଙ୍କୁ ସାନ ଭାଇ ଏମିତି କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୨୯।୮(ଅନିଲ ଦାସ):ବିଜେଡି ସଭ୍ୟ ଦିବ୍ୟଶଙ୍କର ମିଶ୍ର ଏବଂ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ମଧ୍ୟରେ ପ୍ରଶ୍ନୋତ୍ତରକୁ ନେଇ ଗୁରୁବାର ବିଧାନସଭା ପ୍ରଶ୍ନକାଳରେ ଏକ ରୋଚକ ପରିବେଶ ସୃଷ୍ଟି…

2 years ago

ମମତାଙ୍କ ବିରୋଧରେ ଦିଲ୍ଲୀ ପୋଲିସରେ ଅଭିଯୋଗ

ନୂଆଦିଲ୍ଲୀ,୩୦ା୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବୁଧବାର ତୃଣମୂଳ ଛାତ୍ର ପରିଷଦର ଏକ କାର୍ଯ୍ୟକ୍ରମରେ ଭାଜପା ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚେତାବନୀ ଦେଇଥିଲେ। ଯଦି ପଶ୍ଚିମବଙ୍ଗରେ…

2 years ago

୨ ଖଣ୍ଡପୀଠ ମୁହାଁମୁହିଁ

ନୂଆଦିଲ୍ଲୀ,୩୦ା୮: ଜାତୀୟ ରାଜଧାନୀ ଦିଲ୍ଲୀର ପରିବେଶ ସମ୍ବେଦନଶୀଳ ଜୋନ୍‌ ରିଜ୍‌ ଅଞ୍ଚଳରେ ଅନଧିକୃତ ଗଛକଟା ପ୍ରସଙ୍ଗରେ ୨ଟି ଅନୁରୂପ ମାମଲାକୁ ନେଇ ସୁପ୍ରିମକୋର୍ଟଙ୍କ ଦୁଇ ପୃଥକ୍‌ ବେଞ୍ଚ…

2 years ago

ବନ୍ୟାସ୍ରୋତରେ ମହାନଦୀପଠାରୁ ଅତଡ଼ା ଧସୁଛି

ରଘୁନାଥପୁର, ୩୦।୮(ରାଜେନ୍ଦ୍ର ନାରାୟଣ ସିଂହ): ମହାନଦୀ ସାଉଥ୍‌ ଜଳସମ୍ପଦ ବିଭାଗ ତଥା ମଣିଜଙ୍ଗା ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀଙ୍କ ଅଧୀନରେ ଥିବା ରଘୁନାଥପୁର ତହସିଲ ଅନ୍ତର୍ଗତ ତାରପୁର, ଗୋକୁଳପୁର…

2 years ago

ବିଡିଓଙ୍କ କାର୍ଯ୍ୟ ଉପରେ ପ୍ରଶ୍ନ ଉଠାଇଲେ ପ୍ରଣବ

ଧର୍ମଶାଳା,୨୯ା୮(ବଟକୃଷ୍ଣ ପରିଡ଼ା):ଯାଜପୁର ଜିଲାର ଧର୍ମଶାଳାରେ ରାଜନୈତିକ ବିବାଦ ଉଗ୍ର ହେବାରେ ଲାଗିଛି। ଆରୋପ ପ୍ରତ୍ୟାରୋପ ସହ ନେତା, କର୍ମୀଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହେଉଛି। ସ୍ଥିତି…

2 years ago

୧୦ କୋଟିର ମ୍ୟୁଜିୟମ୍‌ ଏବେ ଭୂତକୋଠି

ଯାଜପୁର,୩୦ା୮(ହର୍ଷବର୍ଦ୍ଧନ ବେହେରା) : ରାଜ୍ୟରେ ପର୍ଯ୍ୟଟନର ଭିତ୍ତିଭୂମି ବିକାଶ ଅଧାରେ ଅଟକିଛି। କେତେକାଂଶରେ କାମ ସରିଛି, ହେଲେ ଏଯାଏ କାର୍ଯ୍ୟକାରୀ ହୋଇ ପାରିନାହିଁ। ଏହାବାଦ୍‌ ନିମ୍ନମାନର କାର୍ଯ୍ୟ…

2 years ago

ସୁରକ୍ଷା ମାଗିଲେ ଧର୍ମଶାଳା ବିଧାୟକ

ଯାଜପୁର,୩୦ା୮(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲା ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁଙ୍କ କୁମାରୀସ୍ଥିତ କାର୍ଯ୍ୟାଳୟ ଆଗରେ ଗୁଳି ଫୁଟିଛି। କେହି ଦୁର୍ବୃତ୍ତ ଫାଙ୍କା ଗୁଳିଚାଳନା କରି ଫେରାର ହୋଇଯାଇଛନ୍ତି।…

2 years ago

କ୍ରୀଡ଼ାବିତ୍‌ଙ୍କ ସଫଳତାରେ ପ୍ରତ୍ୟେକ ଓଡ଼ିଆ ଗର୍ବିତ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୩୦ା୮ (ତପନ ସ୍ବାଇଁ):ଜାତୀୟ କ୍ରୀଡ଼ା ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଲୋକସେବା ଭବନସ୍ଥିତ କନ୍‌ଭେନଶନ ହଲ୍‌ରେ ବିଜୁ ପଟ୍ଟନାୟକ କ୍ରୀଡ଼ା ଓ…

2 years ago