Home Left

କୋଲକାତାର ରାସ୍ତାରୁ ଗାଏବ ହେଉଛି ‘ହଳଦିଆ ଟ୍ୟାକ୍ସି’, ଶୀଘ୍ର ପାଲଟିବ ଇତିହାସ…! 

କୋଲକାତା,୨୪।୧୨: ସ୍ବପ୍ନର ସହର କୋଲକାତା। ଭିକ୍ଟୋରିଆ ମେମୋରିଆଲ, ହାଓ୍ବଡା ବ୍ରିଜ, ରସଗୋଲା, ଟ୍ରାମ ଏବଂ ହଳଦିଆ ଟାକ୍ସି ଆଦି ଏହାର ପରିଚୟ ବୋଲି କୁହାଯାଏ। ଏସବୁ ମଧ୍ୟରୁ…

2 years ago

କୋର୍ଟରୁମ୍‌ରେ ବିଚାରପତିଙ୍କୁ ଚପଲ ଫିଙ୍ଗିଲେ ହତ୍ୟା ଅଭିଯୁକ୍ତ

ଠାଣେ,୨୪ା୧୨:ମହାରାଷ୍ଟ୍ର ଠାଣେ ଜିଲାର ଏକ ସେସନ୍ସ କୋର୍ଟରେ ଶନିବାର ଅପରାହ୍ନରେ ଶୁଣାଣି ବେଳେ ଜଣେ ୨୨ ବର୍ଷୀୟ ହତ୍ୟା ଅଭିଯୁକ୍ତ ବିଚାରପତିଙ୍କ ଉପରକୁ ଚପଲ ଫିଙ୍ଗିଥିଲେ। ଚପଲ…

2 years ago

ଛାଡ଼ପତ୍ର ପାଇଁ ଆବେଦନ କଲେ ରାଷ୍ଟ୍ରପତିଙ୍କ ସ୍ତ୍ରୀ

ମସ୍କୋ,୨୪ା୧୨:ସିରିଆର ବହିଷ୍କୃତ ରାଷ୍ଟ୍ରପତି ବଶର ଅଲ୍‌-ଅସାଦଙ୍କ ସ୍ତ୍ରୀ ଅସ୍‌ମା ଅଲ୍‌ ଅସାଦ୍‌ ଛାଡ଼ପତ୍ର ପାଇଁ ଆବେଦନ କରିଛନ୍ତି। ସେ ବ୍ରିଟେନ୍‌ ଫେରିଯିବାକୁ ଚାହୁଁଥିବା ଜଣାଇଛନ୍ତି। କ୍ଷମତାଚ୍ୟୁତ ହେବା…

2 years ago

ପପ୍‌କର୍ନରେ ଜିଏସ୍‌ଟିକୁ ନେଇ ବିବାଦ

ନୂଆଦିଲ୍ଲୀ,୨୪ା୧୨:ଦେଶରେ ପପ୍‌କର୍ନ ଉପରେ ନୂଆ ଟିକସକୁ ନେଇ ବିବାଦ ମୁଣ୍ଡ ଟେକିଛି। ଏବେ ବିଭିନ୍ନ ଫ୍ଲେଭରର ପପ୍‌କର୍ନ ଉପରେ ଭିନ୍ନଭିନ୍ନ ଜିଏସ୍‌ଟି ଲାଗୁ ହୋଇଛି। ସାଦା ପପ୍‌କର୍ନ…

2 years ago

ପାକିସ୍ତାନର ସ୍ବପ୍ନ ଚୂରମାର କରିଦେଲା ଭାରତ

ନୂଆଦିଲ୍ଲୀ,୨୪।୧୨: ବ୍ରିକ୍ସରେ ସଦସ୍ୟତା ପାଇବାକୁ ଆଶା ରଖିଥିବା ପାକିସ୍ତାନକୁ ଏକ ବଡ଼ ଝଟ୍‌କା ଲାଗିଛି। ଭାରତର ଦୃଢ ବିରୋଧ ଯୋଗୁ ପାକିସ୍ତାନ କେବଳ ବ୍ରିକ୍ସର ସଦସ୍ୟତାରୁ ବଞ୍ଚିତ…

2 years ago

ବିଜେଡି ନେତା ଭାଜପା ମୁହାଁ:ଭାଜପାରେ ମିଶିଲେ ୯ ସରପଞ୍ଚ, ୪ ସମିତିସଭ୍ୟ

ଯାଜପୁର/କୋରେଇ (ହର୍ଷବର୍ଦ୍ଧନ ବେହେରା/ଚନ୍ଦ୍ରକାନ୍ତ ପତି),୨୪/୧୨:ଗତ ଲୋକ ସଭା ନିର୍ବାଚନରେ ଯାଜପୁର ଆସନର ଫଳାଫଳକୁ ଦେଖିଲେ ଭାଜପା ଓ ବିଜେଡି ମଧ୍ୟରେ ହାରଜିତ୍‌ ବ୍ୟବଧାନ ମାତ୍ର ୦.୧୪% ରହିଥିଲା।…

2 years ago

କଟକରେ ସ୍ଥାପନ ହେଲା ଅଟଳଙ୍କ ବ୍ରୋଞ୍ଜ ପ୍ରତିମୂର୍ତ୍ତି

କଟକ,୨୪।୧୨(ଶିଳ୍ପା ପ୍ରିୟଦର୍ଶିନୀ): କଟକ ବେଲଭ୍ୟୁ ଛକଠାରେ ସୋମବାର ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ଅଟଳବିହାରୀ ବାଜପେୟୀଙ୍କ ଏକ ବ୍ରୋଞ୍ଜ ପ୍ରତିମୂର୍ତ୍ତି ସ୍ଥାପନ କରାଯାଇଛି। କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

2 years ago

ପିସିସି ସଭାପତି ଚୟନକୁ ନେଇ ମୋକିମଙ୍କ ବଡ଼ ବୟାନ

ଭୁବନେଶ୍ୱର,୨୪।୧୨: କଂଗ୍ରେସ ପିସିସି ସଭାପତି ଚୟନ ନେଇ କଳ୍ପନାଜଳ୍ପନା ଲାଗି ରହିଥିବା ବେଳେ କଂଗ୍ରେସର ବରିଷ୍ଠ ନେତା ମହମ୍ମଦ ମୋକିମ ସୋମବାର ଏକ ବଡ଼ ବୟାନ ଦେଇଛନ୍ତି।…

2 years ago

ବାଂଲାଦେଶରୁ ଆସିଥିବା ଜାହାଜରେ ସନ୍ଦିଗ୍ଧ ପାରା

ପାରାଦୀପ,୨୪।୧୨: ଜଗତସିଂହପୁର ଜିଲା ପାରାଦୀପ ବନ୍ଦରରେ ଲାଗିଥିବା ଏକ ଜାହାଜରୁ ସୋମବାର ଦୁଇଟି ସନ୍ଦିଗ୍ଧ ପାରା ଉଦ୍ଧାର ହୋଇଛି। ବାଂଲାଦେଶରୁ ଆସିଥିବା ଜାହାଜରୁ ଏହି ପାରା ଉଦ୍ଧାର…

2 years ago

ଦିନକ ପରେ ବଡଦିନ: ନିରାଶ କରୁଛି ବର୍ଷା 

ଦାରିଙ୍ଗବାଡି,୨୪/୧୨( ଅରୁଣ ସାହୁ)-ବଡଦିନ ପାଇଁ ଚାରିଆଡେ ଉତ୍ସବମୁଖର। ଏହି ସମୟରେ ଦାରିଙ୍ଗବାଡି ବର୍ଷାରେ ଭିଜିଛି। ଲଘୁଚାପଜନିତ ପ୍ରଭାବରେ ସୋମବାର ବିଳମ୍ବିତ ରାତିରେ ବର୍ଷା ହୋଇଥିବା ବେଳେ ମଙ୍ଗଳବାର…

2 years ago