Home Left

ଭିଜିଲାନ୍ସ ଜାଲରେ ସୁବର୍ଣ୍ଣପୁର ଜିଏମ୍‌ ଡିଆଇସି

ସୋନପୁର,୨୧।୧୨(ମୃତ୍ୟୁଞ୍ଜୟ ଶତପଥୀ): ପ୍ରଧାନମନ୍ତ୍ରୀ ରୋଜଗାର ସୃଜନ କାର୍ଯ୍ୟକ୍ରମ(ପିଏମ୍‌ଇଜିପି)ରେ ଋଣ ଆବେଦନକୁ ମଞ୍ଜୁର ପାଇଁ ଲାଞ୍ଚ ନେଉଥିବା ବେଳେ ଶନିବାର ସୁବର୍ଣ୍ଣପୁର ଜିଲା ଶିଳ୍ପକେନ୍ଦ୍ରର ସାଧାରଣ ପରିଚାଳକ(ଜିଏମ୍‌ ଡିଆଇସି)…

2 years ago

ବିଧାନସଭା ନିର୍ବାଚନ ପୂର୍ବରୁ ଏଏପିକୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨୧।୧୨: ୨୦୨୫ ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ରାଜନୈତିକ ଦଳର ପ୍ରସ୍ତୁତି ଚରମ ସୀମାରେ ରହିଛି। ଏହି ସମୟ ମଧ୍ୟରେ, ଆଗାମୀ ନିର୍ବାଚନ ପୂର୍ବରୁ ଆମ ଆଦମୀ…

2 years ago

ନୂଆ ବର୍ଷରୁ ନୂଆ ନିୟମ: ଆଉ ୩ ମାସରେ ଥରେ ମିଳିବନି ରାସନ, ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୨୧।୧୨: ଆଉ ୩ ମାସରେ ଥରେ ନୁହେଁ, ପ୍ରତି ମାସରେ ହିତାଧିକାରୀଙ୍କୁ ରାସନ ମିଳିବ। ଏନେଇ ଶନିବାର ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ତେବେ…

2 years ago

ଭାରତକୁ ମିଳିବ ଏମିତି ‘ବ୍ରହ୍ମାସ୍ତ୍ର’, ଯାହା ଶତ୍ରୁଙ୍କୁ ପଠାଇଦେବ ପାତାଳଲୋକ!

ନୂଆଦିଲ୍ଲୀ,୨୧।୧୨: ଦେଶର ଉଚ୍ଚାଭିଳାଷୀ ପ୍ରୋଜେକ୍ଟ 75I କ୍ରମାଗତ ଭାବରେ ବିଳମ୍ବ ହେଉଛି। ଏହି ପ୍ରକଳ୍ପର ଉଦ୍ଦେଶ୍ୟ ହେଉଛି ଏହାର ବୁଡ଼ାଜାହାଜକୁ ବୃଦ୍ଧି କରିବା, ଯାହାର ସବୁଠାରୁ ବଡ…

2 years ago

ଶୁଝିପାରିଲେନି ଲୋନ୍‌, ଘର ସିଲ୍‌ କଲା ବ୍ୟାଙ୍କ

ହିଞ୍ଜିଳିକାଟୁ,୨୧ା୧୨: ବ୍ୟାଙ୍କରୁ ଘର ବନ୍ଧକ ରଖି ଆଣିଥିଲେ ଋଣ। ବ୍ୟାଙ୍କର ବାରମ୍ବାର ସୂଚନା ସତ୍ତ୍ବେ ଦୀର୍ଘଦିନ ଧରି ଋଣ ଟଙ୍କା ଶୁଝି ନ’ପାରିବାରୁ ଋଣଖିଲାପକାରୀଙ୍କ ଘରକୁ ସିଲ୍‌…

2 years ago

୨୮ରେ ସମ୍ବଲପୁର ଆସିବେ ଶାହା

ଭୁବନେଶ୍ୱର,୨୧।୧୨: ଓଡ଼ିଶା ଆସିବେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ଆସନ୍ତା ୨୮ରେ ସେ ସମ୍ବଲପୁର ଗସ୍ତ କରିବେ। ଏନେଇ ଶନିବାର ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର ସୂଚନା…

2 years ago

ବଡ଼ ଧରଣର ଭୂସ୍ଖଳନ, ରାଜପଥରେ ଅଟକି ରହିଛି ଶହ ଶହ ଯାନ, ଦେଖନ୍ତୁ ଭିଡିଓ

ଡେରାଡୁନ,୨୧।୧୨: ଉତ୍ତରାଖଣ୍ଡର ପିଥୋରାଗଡ଼ରେ ଏକ ଭୟଙ୍କର ଭୂସ୍ଖଳନ ଘଟିଛି। ଧାରଚୁଲା-ତାୱାଗାଟ ଏନଏଚ୍‌ରେ ଏହି ଭୂସ୍ଖଳନ ଘଟିଛି। ଫଳରେ ଅନେକ ଯାନ ଏଠାରେ ଅଟକି ରହିଛି । ଭୂସ୍ଖଳନ…

2 years ago

କାଲିଠୁ କମିବ ବର୍ଷା

ଭୁବନେଶ୍ୱର,୨୧।୧୨: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେବା ପରେ ରବିବାରଠାରୁ ବର୍ଷାର ପରିମାଣ କମିବ । ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା…

2 years ago

ପାକିସ୍ତାନରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ୧୬ ଯବାନ ନିହତ, ୮ ଆହତ

ଇସଲାମାବାଦ,୨୧।୧୨: ପାକିସ୍ତାନର ଖୈବର ପାଖତୁନଖ୍ବାଠାରେ ଆତଙ୍କବାଦୀ ଆକ୍ରମଣ ହେବାର ଖବର ମିଳିଛି। କୁହାଯାଉଛି ଯେ ମକିନ ଅଞ୍ଚଳରେ ଏହି ଆକ୍ରମଣ ଗତ କିଛି ମାସ ମଧ୍ୟରେ ସବୁଠାରୁ…

2 years ago

କେଜରିଓ୍ବାଲଙ୍କ ବଡ଼ ଉପହାର

ନୂଆଦିଲ୍ଲୀ,୨୧।୧୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପୂର୍ବରୁ ଆମ ଆଦମୀ ପାର୍ଟି (ଏଏପି) ଲୋକଙ୍କ ପାଇଁ ପେଡି ଖୋଲିଛି। ପ୍ରଥମେ ମହିଳାଙ୍କ ପାଇଁ, ପରେ ବୃଦ୍ଧମାନଙ୍କ ପାଇଁ ଏବଂ…

2 years ago