Home Left

ଖାନ ସାର୍‌ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ପାଟନା,୭।୧୨: ବିହାରର ଜଣେ ଚର୍ଚ୍ଚିତ ଶିକ୍ଷାବିତ୍‌ ତଥା ତାଙ୍କର ଭିନ୍ନ ଶିକ୍ଷଣ େ ଶଳୀ ପାଇଁ ଜଣାଶୁଣା ଖାନ ସାରଙ୍କ ସ୍ବାସ୍ଥ୍ୟ ଅବସ୍ଥା ବିଗିଡି ଯାଇଛି। ସେ…

2 years ago

ଉପବାସରେ ମହାପ୍ରଭୁ ଲିଙ୍ଗରାଜ

ଭୁବନେଶ୍ୱର,୭।୧୨: ଉପବାସରେ ଅଛନ୍ତି ମହାପ୍ରଭୁ ଲିଙ୍ଗରାଜ। ପୂଜାପଣ୍ଡା ନିଯୋଗ ଓ ବଡୁ ନିଯୋଗ ମଧ୍ୟରେ ମହାପ୍ରଭୁଙ୍କ ଅଧିବାସ ପୂଜାକୁ ନେଇ ମତ ପାର୍ଥକ୍ୟ ପାଇଁ ଆଜି ସକାଳ…

2 years ago

ପ୍ରଶାନ୍ତ କିଶୋରଙ୍କ ବଡ଼ ବୟାନ: ମମତା ଇଣ୍ଡିଆ ଗଠବନ୍ଧନର ମୁଖ୍ୟ ହେଲେ…

ନୂଆଦିଲ୍ଲୀ,୭।୧୨: ଟିଏମସି ମୁଖ୍ୟ ତଥା ପଶ୍ଚିମବଙ୍ଗର ସିଏମ ମମତା ବାନାର୍ଜୀ କହିଛନ୍ତି ଯେ ଯଦି ସୁଯୋଗ ଦିଆଯାଏ ତେବେ ସେ ଇଣ୍ଡିଆ ଗଠବନ୍ଧନର ନେତୃତ୍ୱ ନେଇପାରିବେ। ଏହା…

2 years ago

ସ୍ବାସ୍ଥ୍ୟ ମନ୍ତ୍ରୀଙ୍କୁ ଚିଠି ଲେଖିଲେ ଖଡ଼ିଆଳ ବିଧାୟକ

ଖଡ଼ିଆଳ,୭ା୧୨(ସୁଜିତ କୁମାର ପ୍ରଧାନ) ନୂଆପଡ଼ା ଜିଲାର ଖଡ଼ିଆଳ ମିଶନ ହସ୍ପିଟାଲ (ଇଭାଞ୍ଜିକାଳ)କୁ ଗୋପବନ୍ଧୁ ଜନ ଆରୋଗ୍ୟ ସ୍ବାସ୍ଥ୍ୟ ଯୋଜନାରେ ସାମିଲ କରିବା ପାଇଁ ଖଡ଼ିଆଳ ବିଧାୟକ ଅଧିରାଜ…

2 years ago

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ହତ୍ୟା ଧମକ, ମୁମ୍ବାଇ ପୋଲିସକୁ ମିଳିଲା ବାର୍ତ୍ତା, ଯାଞ୍ଚ ଆରମ୍ଭ

ମୁମ୍ବାଇ,୭।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ହତ୍ୟା ଧମକ ଦିଆଯାଇଛି। ଶନିବାର ହ୍ବାଟସ ଆପରେ ମୁମ୍ବାଇ ପୋଲିସ ଏହି ବାର୍ତ୍ତା ଗ୍ରହଣ କରିଛି। ଏହି ବାର୍ତ୍ତା ପାଇବା ପରେ…

2 years ago

ଟ୍ରାଭିସ ହେଡଙ୍କୁ କାହିଁକି ଗାଳିଦେଲେ ମହମ୍ମଦ ସିରାଜ? ଭାଇରାଲ ହେଉଛି ଭିଡିଓ

ନୂଆଦିଲ୍ଲୀ,୭।୧୨: ଆଡିଲେଡରେ ଖେଳାଯାଉଥିବା ଦିନରାତି ଟେଷ୍ଟ ମ୍ୟାଚରେ ଅଷ୍ଟ୍ରେଲୀୟ ବ୍ୟାଟ୍ସମ୍ୟାନ ଟ୍ରାଭିସ ହେଡ ଏକ ଚମତ୍କାର ଶତକ ଖେଳିଥିଲେ। ଏହି ଇନିଂସ ଭାରତର ଚିନ୍ତାକୁ ବଢାଇ ଦେଇଥିଲା।…

2 years ago

୩ ଦିନିଆ କେନ୍ଦୁଝର ଗସ୍ତରେ ପଶ୍ଚିମାଞ୍ଚଳ ଡିଆଇଜି, ଜିଲାର ବିଭିନ୍ନ ଥାନାକୁ ଯାଇ କଲେ ସମୀକ୍ଷା

କେନ୍ଦୁଝର,୭।୧୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ପଶ୍ଚିମାଞ୍ଚଳ ଡିଆଇଜି ୩ ଦିନିଆ କେନ୍ଦୁଝର ଗସ୍ତରେ ଆସି ଜିଲାର ଆଇନ ଶୃଙ୍ଖଳା ପରିସ୍ଥିତି ସମୀକ୍ଷା କରିଛନ୍ତି। ଜିଲାର ବିଭିନ୍ନ ଥାନାକୁ…

2 years ago

ରାଜ୍ୟ ସଭା ନା ଲୋକ ସଭା ଏମପି କିଏ ପାଆନ୍ତି ଅଧିକ ଦରମା, ଟଙ୍କା ଜାଣିଲେ ତାଜୁବ ହେବେ…

ନୂଆଦିଲ୍ଲୀ,୭।୧୨: ଭାରତରେ ଲୋକ ସଭା ଓ ରାଜ୍ୟ ସଭା ଉଭୟ ଗୃହର ବିଭିନ୍ନ ଗଣତାନ୍ତ୍ରିକ ଉପାୟରେ ନିର୍ବାଚିତ ହୁଅନ୍ତି ଏବଂ ସେମାନଙ୍କର କାର୍ଯ୍ୟଶୈଳୀ ମଧ୍ୟ ଭିନ୍ନ ଅଟେ।…

2 years ago

ଜାଣନ୍ତୁ ୩ ବର୍ଷରେ ଜଗାକୁ ଶ୍ରଦ୍ଧାାଳୁ ଦେଇଛନ୍ତି କେତେ କୋଟି, ହୁଣ୍ଡିରେ…

ପୁରୀ,୭।୧୨: ଦାନ ସୂତ୍ରରେ ମହାପ୍ରଭୁ ଜଗନ୍ନାଥଙ୍କୁ ୩ ବର୍ଷରେ ମିଳିଛି ୧୧୩ କୋଟି। ମହାପ୍ରଭୁ ଜଗନ୍ନାଥଙ୍କ ହୁଣ୍ଡିରୁ କେତେ ଟଙ୍କା ଆଦାୟ ହେଉଛି ଏ ନେଇ ବିଧାନସଭାରେ…

2 years ago

ବାଂଲାଦେଶରେ ହିନ୍ଦୁଙ୍କ ଉପରେ ହେଉଥିବା ହିଂସାକୁ ନେଇ ଚମକାଇବା ଭଳି ବୟାନ ଦେଲେ ଫାରୁକ ଅବଦୁଲ୍ଲା

ଶ୍ରୀନଗର,୭।୧୨: ବାଂଲାଦେଶରେ ସରକାର ପରିବର୍ତ୍ତନ ପରଠାରୁ ସେଠାରେ ସଂଖ୍ୟାଲଘୁ ସମ୍ପ୍ରଦାୟକୁ ଟାର୍ଗେଟ କରାଯାଉଛି। ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ଲଗାତାର ଆକ୍ରମଣ ହେବାର ଖବର ରହିଛି। ଏହି ପ୍ରସଙ୍ଗରେ…

2 years ago