Home Left

୫୮ ବର୍ଷ ପ୍ରତୀକ୍ଷାର ଅନ୍ତ ଲକ୍ଷ୍ୟରେ ବ୍ରିଟେନ୍‌

ବର୍ଲିନ୍‌,୧୪।୭(ପି.ଟି.): ଜର୍ମାନୀରେ ଅନୁଷ୍ଠିତ ୟୁରୋ କପ ଫୁଟବଲ ୨୦୨୪ର ଫାଇନାଲ ମ୍ୟାଚ୍‌ ଇଂଲଣ୍ଡ ଓ ସ୍ପେନ୍‌ ମଧ୍ୟରେ ଖେଳାଯିବ। ସ୍ପେନ ଦଳ ଚତୁର୍ଥ ୟୁରୋ କପ୍‌ ଲକ୍ଷ୍ୟରେ…

2 years ago

ମହାପ୍ରଭୁଙ୍କ ପାଇଁ ପାଣିର ବାଷ୍ପରେ ପ୍ରସ୍ତୁତ ହୁଏ ପୋଡ଼ପିଠା

ପୁରୀ,୧୪ା୭(ଅଜିତ୍‌ କୁମାର ମହାନ୍ତି)ଭୋଜନ ପ୍ରିୟ ମହାପ୍ରଭୁ ଶ୍ରୀଜଗନ୍ନାଥ। ସେଥିପାଇଁ ତାଙ୍କ ନିକଟରେ ପ୍ରତିଦିନ ୬୦ ପଉଟି ଭୋଗ ଓ ୫୬ ପ୍ରକାର ବ୍ୟଞ୍ଜନର ବ୍ୟବସ୍ଥା ରହିଛି। ତଥାପି…

2 years ago

କଲେଜ କର୍ମଚାରୀଙ୍କ ଉପରେ ଆକ୍ରମଣ: ଆକ୍ରମଣକାରୀ ଭାଜପାର କହିଲେ

ବରଗଡ଼,୧୪।୭(ପ୍ରେମାନନ୍ଦ ଖମାରୀ): ରାଜସ୍ବ ଓ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀ ସୁରେଶ ପୂଜାରୀ ଶନିବାର ବରଗଡ଼ ଜିଲା ଗସ୍ତ କରିଥିଲେ। ସହର ଉପକଣ୍ଠ ତୋରା ଜୁନିୟର…

2 years ago

ମଙ୍ଗଳା ମନ୍ଦିର ବିକାଶ ପାଇଁ ୫୦ କୋଟି

ନିମାପଡ଼ା/କାକଟପୁର/ଅସ୍ତରଙ୍ଗ/ ଯୋଗେଶ୍ୱରପୁର (ବିଚିତ୍ରାନନ୍ଦ ସାହୁ/ରଞ୍ଜନ ପଟ୍ଟନାୟକ/ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ/ମମତା ଜେନା/ରଶ୍ମିରଞ୍ଜନ ସାହୁ)୧୪ା୭: ପୁରୀ ଜିଲା ନିମାପଡ଼ାର ମା’ ପୂର୍ଣ୍ଣେଶ୍ୱରୀ ମନ୍ଦିର ଠାରୁ କାକଟପୁରର ଅଧିଷ୍ଠାତ୍ରୀ ଦେବୀ…

2 years ago

ଅନନ୍ତ ଅମ଼୍ବାନୀ-ରାଧିକାଙ୍କୁ ଆଶିର୍ବାଦ ଦେଲେ ମୋଦି

ମୁମ଼୍ବାଇ, ୧୪।୦୭: ଦେଶର ଆର୍ଥିକ ରାଜଧାନୀ ମୁମ଼୍ବାଇରେ ଜୁଲାଇ ୧୨ରେ ଅନନ୍ତ ଅମ଼୍ବାନୀ ଏବଂ ରାଧିକା ମର୍ଚାଣ୍ଟଙ୍କ ବିବାହ ସମ୍ପର୍ଣ୍ଣ ହୋଇଛି । ଏହାର ଅଗାମୀ ଦିନ…

2 years ago

୮ ଜଣଙ୍କୁ ନିଲମ୍ବନ କଲା ଭାଜପା

ଭୁବନେଶ୍ୱର, ୧୪।୭(ସୁନିତ୍‌ ମିଶ୍ର): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନିର୍ଦ୍ଦେଶକ୍ରମେ ଦଳ ବିରୋଧୀ କାର୍ଯ୍ୟ ଏବଂ ଦଳୀୟ ଅନୁଶାସନ ଭଙ୍ଗ କାରଣରୁ ବାଲେଶ୍ୱର ଜିଲାର କେତେଜଣଙ୍କୁ…

2 years ago

ସୋନିଆଙ୍କୁ ଭେଟିଲେ ହେମନ୍ତ

ନୂଆଦିଲ୍ଲୀ,୧୪।୭(ପି.ଟି.): ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ହେମନ୍ତ ସୋରେନ୍‌ ଶନିବାର କଂଗ୍ରେସ ସଂସଦୀୟ ଦଳ ନେତା ସୋନିଆ ଗାନ୍ଧୀ ଏବଂ ଦିଲ୍ଲୀ ମୁଖ୍ୟମନ୍ତ୍ରୀ…

2 years ago

ଲଳିତ କୁମାର, ତାଙ୍କ ସହଯୋଗୀଙ୍କୁ ଗିରଫ କରାଯାଉ: ତାତିଲା କଂଗ୍ରେସ

ଭୁବନେଶ୍ୱର, ୧୪।୭(ସୁନିତ୍‌ ମିଶ୍ର): ରାଜ୍ୟପାଳ ରଘୁବର ଦାସଙ୍କ ପୁଅ ଲଳିତ କୁମାର ଏଏସ୍‌ଓ ବୈକୁଣ୍ଠ ପ୍ରଧାନଙ୍କୁ ମରଣାନ୍ତକ ଆକ୍ରମଣ ପ୍ରତିବାଦରେ ଛାତ୍ର ଓ ଯୁବ କଂଗ୍ରେସ ପକ୍ଷରୁ…

2 years ago

କମଳା ରଙ୍ଗରେ ଓମ୍‌ଫେଡ୍‌ କ୍ଷୀର ପ୍ୟାକେଟ

ଭୁବନେଶ୍ୱର, ୧୪ା୭ (ବନ୍ଦନା ସେଠୀ)କମଳା ରଙ୍ଗ ପ୍ୟାକେଟ୍‌ରେ ବଜାରକୁ ପରୀକ୍ଷାମୂଳକ ଭାବେ ଛଡ଼ାଯାଇଛି ଓମ୍‌ଫେଡ୍‌ କ୍ଷୀର। ଶନିବାରଠାରୁ ଏହି କ୍ଷୀର ପ୍ୟାକେଟ୍‌ର ଫଟୋ ସୋସିଆଲ୍‌ ମିଡିଆରେ ଘୂରି…

2 years ago

ରାଜ୍ୟପାଳଙ୍କ ନ୍ୟାୟକୁ ଅପେକ୍ଷା: ଏଏସ୍‌ଓଙ୍କ ସ୍ତ୍ରୀ

ଭୁବନେଶ୍ୱର, ୧୪।୭(ସୁନିତ୍‌ ମିଶ୍ର): ରାଜ୍ୟପାଳଙ୍କ ପୁଅ ଏଏସ୍‌ଓ ବୈକୁଣ୍ଠ ପ୍ରଧାନଙ୍କୁ ମରଣାନ୍ତକ ଆକ୍ରମଣ କରିବା ଘଟଣାରେ ବିବାଦ ତେଜିବାରେ ଲାଗିଛି। ଏହି ଘଟଣାରେ ରାଜନୈତିକ ଦଳଗୁଡିକ ରାଜ୍ୟପାଳଙ୍କ…

2 years ago