Home Left

ଆମ୍ବ ଟାକୁଆ ଖାଇ ମୃତ ଓ ଗୁରୁତରଙ୍କୁ ମିଳିଲା ସହାୟତା ରାଶି: ମୃତକଙ୍କୁ ୨୦, ଗୁରୁତରଙ୍କୁ ୧୦ ହଜାର

ଦାରିଙ୍ଗବାଡି,୨।୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ମାଣ୍ଡିପଙ୍କାରେ ଆମ୍ବ ଟାକୁଆ ଖାଇ ୨ ମୃତ ଓ ୬ ଗୁରୁତରଙ୍କୁ ପ୍ରଶାସନ ପକ୍ଷରୁ ସହାୟତା ରାଶି ପ୍ରଦାନ…

2 years ago

ଭାଜପା ଉପରେ ବଡ଼ ଅଗିଯୋଗ ଆଣିଲା କଂଗ୍ରେସ, କହିଲା ଜନତାଙ୍କୁ ବୋକା ବନଉଛି

ରାଞ୍ଚି,୨।୧୧: ଝାଡ଼ଖଣ୍ଡରେ ବିଧାନସଭା ନିର୍ବାଚନ ପାଇଁ ଭୋଟ ଦେବାର ତାରିଖ ଯେତେ ପାଖେଇ ଆସୁଛି, ରାଜନୈତିକ ଦଳ ମଧ୍ୟରେ କଥା କଟାକଟି ବଢିବାରେ ଲାଗିଛି। ଏବେ ଭାଜପାର…

2 years ago

ମାଞ୍ଝୀ ହେଉଛନ୍ତି ‘ପଲ୍‌ଟୁ’, କେବେ ଫେରିଯାଇ ଲଣ୍ଠନ ଧରିନେବେ ନିଜେ ଜାଣିପାରିବେ ନାହିଁ : ପିକେ

ନୂଆଦିଲ୍ଲୀ,୨।୧୧: ବିହାରର ୪ ବିଧାନସଭା ନିର୍ବାଚନମଣ୍ଡଳୀରେ ଅନୁଷ୍ଠିତ ଉପ ନିର୍ବାଚନ ପ୍ରଚାରରେ ଜୋରଦାର ଆରୋପ ପ୍ରତ୍ୟାରୋପ ଚାଲିଛି। ଏହି ସମୟରେର ଜନସୁରାଜ ପାର୍ଟିର ପ୍ରତିଷ୍ଠାତା ତଥା ଦଳର…

2 years ago

ପଖାଳ ସହ ୨/ ୩ ଦିନର ବାସି ଆମ୍ବ ଟାକୁଆ ଯାଉ ନେଲା ଜୀବନ, ଭୋକ ଉପାସ ଯୋଗୁ ନୁହଁ ଏହା ପାରମ୍ପରିକ କହିଲେ ଜିଲାପାଳ

ଦାରିଙ୍ଗବାଡି,୨।୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କାରେ ଆମ୍ବ ଟାକୁଆ ଖାଇ୨ ଜଣଙ୍କ ମୃତ୍ୟୁ ଘଟିଛି। ୬ ଜଣ ଏବେ ମଧ୍ୟ ବ୍ରହ୍ମପୁର…

2 years ago

ବଲାଙ୍ଗୀରରେ ବିଜେଡି ସରକାରଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଟାର୍ଗେଟ: ଘୋଡ଼ାକୁ ଘାସର ଦାୟିତ୍ବ ଦିଆଗଲେ…

ଭୁବନେଶ୍ୱର,୨।୧୧: ବଲାଙ୍ଗୀର ବେଲପଡ଼ାରେ ଆୟୋଜିତ ସାଧାରଣସଭାରେ ଉଦ୍‌ବୋଧନ ଦେଇ ପୂର୍ବ ବିଜେଡି ସରକାରଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି, ୨୪…

2 years ago

ପ୍ରେମ ବିବାହ କରି ସ୍ତ୍ରୀ ଦେହରେ ଭୁଷି ଦେଲେ ଛୁରି, ଆଉ ତା’ପରେ…

ବରଗଡ଼,୨।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା କୁସନପୁରୀ ବିଜୟା ଛକରେ ଏକ ଅଭାବନୀୟ ଘଟଣା ଘଟିଛି। ସ୍ତ୍ରୀଙ୍କୁ ହତ୍ୟା କରିବା ପରେ ସ୍ବାମୀ ନିଜେ ବେକରେ…

2 years ago

ଶେଖ ହାସିନାଙ୍କ ପରେ କାହିଁକି ଟାର୍ଗେଟରେ ଜାତୀୟ ପାର୍ଟି? ବାଂଲାଦେଶରେ ଥମୁ ନାହିଁ ହିଂସା

ଢାକା,୨।୧୧: ଆୱାମୀ ଲିଗ ନେତୃତ୍ୱାଧୀନ ଶେଖ ହାସିନା ସରକାରଙ୍କୁ ବାଂଲାଦେଶରେ କ୍ଷମତାରୁ ହଟାଇବା ପରେ ମହମ୍ମଦ ୟୁନୁସଙ୍କ ନେତୃତ୍ୱରେ ଗଠିତ ମଧ୍ୟବର୍ତ୍ତୀ ସରକାର ମଧ୍ୟ ଦେଶ ଚଳାଇବାରେ…

2 years ago

ପୁଣି ଏକ ଟ୍ରେନ ଦୁର୍ଘଟଣା! କେରଳ ଏକ୍ସପ୍ରେସରେ ପିଟି ହୋଇ ୪ ସଫେଇ କର୍ମଚାରୀଙ୍କ ମୃତ୍ୟୁ

ଥିରୁଭାନନ୍ତପୁରମ, ୨।୧୧: ଦକ୍ଷିଣ ଭାରତ କେରଳର ପଲକ୍କଡ ନିକଟରେ କେରଳ ଏକ୍ସପ୍ରେସ ଟ୍ରେନରେ ଧକ୍କା ହେବା ପରେ ଚାରିଜଣ ପରିମଳ ବା ସଫେଇ କର୍ମଚାରୀଙ୍କ ମୃତ୍ୟୁ ଘଟିଛି।…

2 years ago

ଯୁବକଙ୍କୁ ଅର୍ଦ୍ଧଲଗ୍ନ କରି ଗଛରେ ବାନ୍ଧି ଛେଚିଦେଇ ଗଲେ…

ଭୁବନେଶ୍ୱର,୨।୧୧: ନୟାଗଡ଼ ଜିଲା ଫତେଗଡ଼ ଥାନା ଅଧୀନ ବଡ଼ସହରା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ସୀମା ଟପିଛି ବର୍ବରତା। ଜଣେ ଯୁବକଙ୍କୁ ଅର୍ଦ୍ଧଉଲଗ୍ନ କରି…

2 years ago

ସରକାରଙ୍କ ଡିଜିଟାଲ ଜୀବନ ପ୍ରମାଣପତ୍ର କ୍ୟାମ୍ପେନ ଆରମ୍ଭ, ଉପକୃତ ହେବେ ୧.୮୧ ପେନସନଧାରୀ

ନୂଆଦିଲ୍ଲୀ,୨।୧୧: ପର୍ସନାଲ, ଜନ ଅଭିଯୋଗ ଏବଂ ପେନସନ ମନ୍ତ୍ରଣାଳୟ ଦେଇଥିବା ସୂଚନା ଅନୁଯାୟୀ ସରକାର ଆରମ୍ଭ କରିଥିବା ସର୍ବ ବୃହତ ଅଭିଯାନ ଅଧୀନରେ ୧.୮ ଲକ୍ଷରୁ ଅଧିକ…

2 years ago