ବ୍ରିଜଟାଉନ,୩୦ା୬: ଶନିବାର ଅନୁଷ୍ଠିତ ଟି୨୦ କ୍ରିକେଟ କପ୍ର ରୋମାଞ୍ଚକାରୀ ମେଗା ଫାଇନାଲରେ ଦକ୍ଷିଣ ଆଫ୍ରିକାକୁ ହରାଇ ଭାରତ ଚାମ୍ପିୟନ ହୋଇଛି। ୨୦୦୭ ପରେ ଭାରତ ଦ୍ୱିତୀୟ ଥରପାଇଁ…
ନୂଆଦିଲ୍ଲୀ,୩୦।୬: ୨୦୨୪ ଟି-୨୦ ବିଶ୍ୱକପ ଚାମ୍ପିୟନ ହୋଇଛି ରୋହିତ ଶର୍ମାଙ୍କ ନେତୃତ୍ୱାଧୀନ ଟିମ୍ ଇଣ୍ଡିଆ। ଏହା କେବଳ ଟିମ୍ ଇଣ୍ଡିଆ ନୁହେଁ, ଭାରତ ପାଇଁ ଖୁସି ଆଣି…
ଭୁବନେଶ଼୍ବର, ୩୦।୦୬: ଭାରତୀୟ ଜନତା ପାର୍ଟିର ନବନିର୍ବାଚିତ ବିଧାୟକ ଏବଂ ଏମ୍ପିମାନଙ୍କୁ ସମ଼୍ବର୍ଦ୍ଧନା ଦେବା ପାଇଁ ଆରମ୍ଭ ହୋଇଛି କାର୍ଯ୍ୟକ୍ରମ । ଭୁବନେଶ଼୍ବରର ପ୍ରଦର୍ଶନୀ ପଡ଼ିଆରେ ଏହି…
ବାର୍ବାଡୋସ୍,୩୦ା୬: ଭାରତ ଟି-୨୦ ବିଶ୍ୱକପ୍ ୨୦୨୪ ଟ୍ରଫି ଜିତିଛି। ବୃହତ ବିଜୟ ପରେ ଭାରତ ବର୍ତ୍ତମାନ ଦୁଇଟି ଟି-୨୦ ବିଶ୍ୱକପ୍ ଟାଇଟଲ୍ ହାତେଇଛି। ଟି-୨୦ ବିଶ୍ୱକପ୍ ୨୦୨୪ର…
ନୂଆଦିଲ୍ଲୀ, ୩୦।୦୬: ଦୀର୍ଘ ୧୧ ବର୍ଷ ପ୍ରତୀକ୍ଷାର ଅବସାନ ଘଟାଇ ଆଇସିସିର ଟି-୨୦ ବିଶ଼୍ବକପ୍ ଟାଇଟଲ୍ ହାସଲ କରିଛି ଟିମ୍ ଇଣ୍ଡିଆ। ରୋମାଞ୍ଚକର ଫାଇନାଲ ମ୍ୟାଚ୍ରେ ଦକ୍ଷିଣ…
ନୂଆଦିଲ୍ଲୀ,୩୦ା୬: ଟି୨୦ ବିଶ୍ୱକପ ଜିତିବା ପରେ ଭାବପ୍ରବଣ ହୋଇଛନ୍ତି ଭାରତୀୟ ତାରକା ଅଲ୍ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା। ଗଲା ୬ ମାସରେ ତାଙ୍କ ସହିତ ଘଟିଥିବା ଘଟଣାକୁ ମନେ…
ବାର୍ବାଡୋସ/ମୁମ୍ବାଇ,୩୦ା୬: ୧୭ ବର୍ଷ ପରେ ଭାରତ ଟି-୨୦ ବିଶ୍ୱକପ୍ ଟ୍ରଫି ଜିତିଛି। ଜୁନ୍ ୨୯ରେ ବାର୍ବାଡୋସର କେନ୍ସିଙ୍ଗଟନ ଓଭାଲ ଷ୍ଟାଡିୟମରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ…
କୋରାପୁଟ,୩୦୬: ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଭାରତ ଇତିହାସ ରଚିଛି। ରୋମାଞ୍ଚକର ମୁକାବିଲାରେ ଦକ୍ଷିଣ ଆଫ୍ରିକାକୁ ହରାଇ ଟିମ୍ ଇଣ୍ଡିଆ ହରାଇ ଦ୍ୱିତୀୟ ଥର ପାଇଁ ଟି୨୦ ବିଶ୍ୱକପ…
ଛଅପ୍ରାଣୀଙ୍କୁ ନେଇ ଆମ ପରିବାର। ଏକମାତ୍ର ଉପାର୍ଜନକ୍ଷମ ବ୍ୟକ୍ତି ଥିଲେ ବାପା। ଗାଁ ବଜାର କ୍ୟାବିନ୍ରେ ଲୁଗା କପଡ଼ାର ଛୋଟ ଖୁଚୁରା ଦୋକାନଟିଏ। ଯେନତେନ ପ୍ରକାରରେ ଧାର…
ଲୁଣକୁ କେବଳ ଖାଦ୍ୟରେ ବ୍ୟବହାର କରାଯାଏ ତାହା ନୁହେଁ, ସୁଖ-ସମୃଦ୍ଧି ବୃଦ୍ଧି ହେଉ ଅବା ଶରୀରର ଥକାପଣକୁ ଦୂର କରିବାରେ ବି ଏହାର ଥାଏ ଅନେକ ଭୂମିକା।…