Home Left

ଭାରତୀୟ ଜୀବନଚର୍ଯ୍ୟା

ଜିକାଲି ବିଭିନ୍ନ କାରଣ ହେତୁ ରୋଗୀ ଓ ଭୋଗୀଙ୍କ ସଂଖ୍ୟା ବଢ଼ି ଚାଲିିଛି। ଜୀବନଚର୍ଯ୍ୟାରେ ପରିବର୍ତ୍ତନ ହେତୁ ସାମାଜିକ ବିଶୃଙ୍ଖଳା ସୃଷ୍ଟି ହେବା ସହ ବ୍ୟକ୍ତିଗତ ସମସ୍ୟା…

2 years ago

ମନୋସାମାଜିକ ଯତ୍ନ ଓ ବିପର୍ଯ୍ୟୟ

ମେ ଜାଣୁ ଯେ ପ୍ରାକୃତିକ ବା ମନୁଷ୍ୟକୃତ ବିପର୍ଯ୍ୟୟ ଯେକୌଣସି ସମୟରେ ଆମ ସାମ୍ନାରେ ଆସି ଉଭା ହୋଇପାରେ। ଏହି ବିପର୍ଯ୍ୟୟ ଏକ ଘଟଣା ବା ଦୁର୍ଘଟଣା…

2 years ago

ରାଷ୍ଟ୍ରପତି ପୁଟିନଙ୍କ ପାଇଁ ହୋଇଥିଲା କି ମୋଦି-ଜିନପିଙ୍ଗଙ୍କ ସାକ୍ଷାତକାର? ଜବାବ ଦେଲା ରୁଷିଆ

ମସ୍କୋ,୨୯।୧୦: ରୁଷିଆର କଜାନରେ ଆୟୋଜିତ ବ୍ରିକ୍ସ ସମ୍ମିଳନୀକୁ ରୁଷିଆ ଏକ ସଫଳତା ବୋଲି ବର୍ଣ୍ଣନା କରିଛି। ଗତ ସପ୍ତାହରେ ବ୍ରିକ୍ସ ସମ୍ମିଳନୀର ଫଳାଫଳ ସମ୍ପର୍କରେ ଦିଲ୍ଲୀରେ ଗଣମାଧ୍ୟମକୁ…

2 years ago

ଉପମୁଖ୍ୟମନ୍ତ୍ରଙ୍କ ବଡ଼ ସୂଚନା: ଖୁବ୍‌ଶୀଘ୍ର ସୁଭଦ୍ରା ପ୍ରଥମ କିସ୍ତିର ୩ୟ ପର୍ଯ୍ୟାୟ

ଭୁବନେଶ୍ୱର,୨୯।୧୦ (ସୁନିତ୍‌ ମିଶ୍ର):‘ସୁଭଦ୍ରା’ର ପ୍ରଥମ କିସ୍ତିର ୩ୟ ପର୍ଯ୍ୟାୟ ଟଙ୍କା ଖୁବ୍‌ଶୀଘ୍ର ମିଳିବ। ଏହି ପର୍ଯ୍ୟାୟରେ ବାକିଥିବା ଯୋଗ୍ୟ ହିତାଧିକାରୀଙ୍କୁ ଟଙ୍କା ଦିଆଯିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ…

2 years ago

ଦୀପାବଳି ପୂର୍ବରୁ ବଡ଼ ଦୁର୍ଘଟଣା,୧୫୦ରୁ ଅଧିକ ଆହତ, ୮ ଗୁରୁତର

ନୀଲେଶ୍ୱରମ,୨୯।୧୦: ଦୀପାବଳି ଉତ୍ସବ ପୂର୍ବରୁ କେରଳରେ ବଡ଼ ଦୁର୍ଘଟଣା ଘଟିଥିବାର ସୂଚନା ମିଳିଛି। ସୋମବାର-ମଙ୍ଗଳବାର ମଧ୍ୟରାତ୍ରିରେ ଘଟିଥିବା ଏହି ଦୁର୍ଘଟଣାରେ ୧୫୦ରୁ ଅଧିକ ଲୋକ ଆହତ ହୋଇଥିବା…

2 years ago

କେହିବି ବଞ୍ଚି ପାରିବେ ନାହିଁ… ଏମିତି କହି ବିମାନରେ ଚିତ୍କାର କଲେ ଯାତ୍ରୀ, ବିମାନ ବନ୍ଦରରେ…

ମୁମ୍ବାଇ,୨୯।୧୦: ସମ୍ପ୍ରତି ଦେଶରେ ବିମାନକୁ ବୋମାରେ ଉଡାଇ ଦେବାକୁ ବାରମ୍ବାର ଧମକ ଦିଆଯାଉଛି। ଏହାରି ଭିତରେ ରବିବାର ଛତ୍ରପତି ଶିବାଜୀ ମହାରାଜ ଅନ୍ତର୍ଜାତୀୟ ବିମାନବନ୍ଦରରେ ଏକ ଆଶ୍ଚର୍ଯ୍ୟଜନକ…

2 years ago

ଜନଗଣନା ସ୍ପଷ୍ଟତା ପାଇଁ ସର୍ବଦଳୀୟ ବୈଠକ ହେଉ: କଂଗ୍ରେସ

ନୂଆଦିଲ୍ଲୀ,୨୯ା୧୦: ଆସନ୍ତାବର୍ଷ ହେବାକୁ ଥିବା ଜନଗଣନା ସହ ଜାତି ଗଣନା ହେବ କି ନାହିଁ, ତାହା ଉପରେ ସ୍ପଷ୍ଟତା ପାଇଁ ସର୍ବଦଳୀୟ ବୈଠକ ଡକାଯାଉ ବୋଲି କଂଗ୍ରେସ…

2 years ago

ଫି’ ବଢ଼ାଇଛନ୍ତି କାର୍ତ୍ତିକ

ମୁମ୍ବାଇ: ବିଭିନ୍ନ ରିପୋର୍ଟ ଅନୁଯାୟୀ, ‘ଭୁଲ୍‌ ଭୁଲୈୟା ୩’ ଫିଲ୍ମର ମୁଖ୍ୟ ଅଭିନେତା କାର୍ତ୍ତିକ ଆର୍ଯ୍ୟନଙ୍କୁ ଫିଲ୍ମ ନିର୍ମାତାଙ୍କ ପକ୍ଷରୁ ୪୫ରୁ ୫୦କୋଟି ଟଙ୍କା ଫି’ ଆକାରରେ ପ୍ରଦାନ…

2 years ago

ଚାଇନାର ଶ୍ରବଣ କୁମାର

ବେଜିଂ: ସାମ୍ପ୍ରତିକ ସମୟରେ ଏପରି ଅନେକ ମାମଲା ସାମ୍‌ନାକୁ ଆସିଛି, ଯେଉଁଥିରେ ଅନେକ ବ୍ୟକ୍ତି ସେମାନଙ୍କ ବୃଦ୍ଧ ମା’ ବାପାଙ୍କର ଯତ୍ନ ନ ନେଇ ସେମାନଙ୍କୁ ବୃଦ୍ଧାଶ୍ରମରେ ଛାଡ଼ି…

2 years ago

ଖେଳ କସରତକୁ ଗୁରୁତ୍ୱଦେବା ଆବଶ୍ୟକ

ପ୍ରତିବର୍ଷ ଅକ୍ଟୋବର ୨୯ରେ ପାଳନ ହୋଇଥାଏ ‘ବିଶ୍ୱ ଷ୍ଟ୍ରୋକ୍‌ ଦିବସ’। ଏ ବର୍ଷର ଥିମ୍‌ ରହିଛି-‘ଗ୍ରେଟର ଦ୍ୟାନ୍‌ ଷ୍ଟ୍ରୋକ୍‌, ଆକ୍ଟିଭ ଚ୍ୟାଲେଞ୍ଜ’। ଏଥର ଉକ୍ତ ଦିବସ ଅବସରରେ…

2 years ago