Home Left

ଅଭିଯୋଗ ଶୁଣି ତତ୍‌କ୍ଷଣାତ ନିର୍ଦ୍ଦେଶ ଦେଲେ

ଭୁବନେଶ୍ୱର,୨୬ା୬(ଅନିଲ ଦାସ): ସବୁଦିନ ପରି ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ ଅସ୍ଥାୟୀ କାର୍ଯ୍ୟାଳୟ ରାଜ୍ୟ ଅତିଥି ଭବନ ପରିସରରେ ବହୁ ଲୋକଙ୍କ ସମାଗମ ହୋଇଥିଲା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

2 years ago

ଚନ୍ଦ୍ରରୁ ମାଟି ଆଣିଲା ଚାଇନା

ବେଜିଂ, ୨୬।୬: ଚାଇନାର ଚାଙ୍ଗ’ଇ-୬ ମହାକାଶ ଯାନ ପ୍ରଥମଥର ପାଇଁ ଚନ୍ଦ୍ରପୃଷ୍ଠରୁ ୨ କିଲୋଗ୍ରାମର ମାଟି ଓ ପଥରର ନମୁନା ଏକତ୍ର କରି ମଙ୍ଗଳବାର ପୃଥିବୀକୁ ଫେରି…

2 years ago

ଏମର୍ଜେନ୍ସି ଇତିହାସର ‘ଅଲିଭା କଳାଦାଗ’: କୁଅଁର

ଭୁବନେଶ୍ୱର,୨୬ା୬(ଅନିଲ ଦାସ): ତତ୍‌୍‌କାଳୀନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀ ୧୯୭୫ ଜୁନ୍‌ ୨୫ ମଧ୍ୟରାତ୍ରରେ ଭାରତରେ ପ୍ରଥମଥର ପାଇଁ ଜରୁରିକାଳୀନ ପରିସ୍ଥିତି ଘୋଷଣା କରିଥିଲେ। ଏହାର ପ୍ରତିବାଦରେ ଭାଜପା…

2 years ago

ରଥଯାତ୍ରାରେ ପୁରୀ ଆସିପାରନ୍ତି ରାଷ୍ଟ୍ରପତି

ପୁରୀ,୨୬ା୬(ଅଜିତ୍‌ କୁମାର ମହାନ୍ତି): ଆସନ୍ତା ୭ତାରିଖରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି। ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ପ୍ରଭୁ ବଳଭଦ୍ର ଏବଂ ଭଉଣୀ ଦେବୀ ସୁଭଦ୍ରାଙ୍କୁ…

2 years ago

ଯୁକ୍ତ୩ ପ୍ରଥମ ମେଧା ତାଲିକା ପ୍ରକାଶ

ଭୁବନେଶ୍ୱର,୨୬ା୬(ଅସମାପିକା ସାହୁ): ୨୦୨୪-୨୫ ଶିକ୍ଷାବର୍ଷରେ ଯୁକ୍ତ୩ ନାମଲେଖା ନିମନ୍ତେ ମଙ୍ଗଳବାର ପ୍ରଥମ ମେଧାବୀ ତାଲିକା ପ୍ରକାଶ ପାଇଛି। ରାଜ୍ୟରେ ମୋଟ ୨,୭୪,୩୩୧ ସିଟ୍‌ ଥିବାବେଳେ ୨,୩୭,୭୯୫ ଜଣ…

2 years ago

ସିବିଆଇ ହାତରେ ୧୦୦୦ ପୃଷ୍ଠାର ପ୍ରମାଣ

ଅହମଦାବାଦ,୨୬ା୬ : ଗୁଜରାଟ ସରକାର ଏନ୍‌ଇଇଟି-ୟୁଜି ପରୀକ୍ଷା ଦୁର୍ନୀତି ମାମଲାର ତଦନ୍ତ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ)କୁ ହସ୍ତାନ୍ତର କରିବାର ଦିନକ ପରେ ଏହାର ଏକ ଟିମ୍‌ ସୋମବାର…

2 years ago

ଆହୁଜାଙ୍କୁ ନେଇ ଚର୍ଚ୍ଚା

ଭୁବନେଶ୍ୱର,୨୬।୬: କେନ୍ଦ୍ରୀୟ ଡେପୁଟେଶନରେ ଥିବା ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌) ଅଫିସର ମନୋଜ ଆହୁଜା ଓଡ଼ିଶାକୁ ଫେରୁଛନ୍ତି। ୧୯୯୦ ବ୍ୟାଚ୍‌ର ଏହି ଅଧିକାରୀଙ୍କୁ ଫେରାଇ ଆଣିବା ପାଇଁ…

2 years ago

ଲୋକାଭିମୁଖୀ ବଜେଟ ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ୱର,୨୬ା୬(ଅନିଲ ଦାସ): ଗୁରୁତର ରୋଗୀମାନଙ୍କୁ ତୁରନ୍ତ ଚିକିତ୍ସା ସୁବିଧା ଯୋଗାଇ ଦେବାକୁ ରାଜ୍ୟର ଖଣିଜ ସମ୍ପଦ ଜିଲାରେ ଟ୍ରମା କେୟାର ସେଣ୍ଟର ନିର୍ମାଣ ହେବ। ଜିଲା ଖଣିଜ…

2 years ago

‘ସୋନାକ୍ଷୀଙ୍କ ବିବାହ ୫ ବର୍ଷରୁ ଅଧିକ ସମୟ ଚାଲିଲେ ମୋ’ ନାମ ବଦଳାଇଦେବ’  

ବମ୍ବେ: ବଲିଉଡ୍‌ ଅଭିନେତ୍ରୀ ସୋନାକ୍ଷୀ ସିହ୍ନା ବିବାହ ବନ୍ଧନରେ ଆବଦ୍ଧ ହେବା ପରଠାରୁ ଚର୍ଚ୍ଚାରେ। ଦୀର୍ଘ ୭ ବର୍ଷ ଧରି ପ୍ରେମିକ ଜାହିର ଇକବାଲଙ୍କୁ ଡେଟ୍‌ କରିବା…

2 years ago

୬ ଥରର ଏମ୍‌ପି ହେଲଣି, ଆପଣ ମୋତେ ଶିଖାଇବେ…ଶପଥ ଗ୍ରହଣ ବେଳେ ଏଭଳି କହି ଚର୍ଚ୍ଚାରେ ପପ୍ପୁ-Video

ନୂଆଦିଲ୍ଲୀ,୨୫।୬: ଲୋକ ସଭା ଏମ୍‌ପିଭାବେ ଶପଥ ନେବା ବେଳେ ବିହାରର ପୁର୍ନିଆ ଆସନରୁ ନିର୍ବାଚିତ ପପ୍ପୁ ଯାଦବ ବଡ଼ ପ୍ରସଙ୍ଗ ଉଠାଇ ଚର୍ଚ୍ଚାର ପରିସରକୁ ଆସିଛନ୍ତି। ସେ…

2 years ago