Home Left

ଖିମ୍‌ଜୀ ଜୁଏଲର୍ସର ଗ୍ରେଟ୍‌ ଅକ୍ଷୟ ତୃତୀୟା ସେଲ୍‌

ଭୁବନେଶ୍ୱର,୪।୫ (ଅଭୟ ଦାଶ): ରାଜ୍ୟର ସର୍ବପୁରାତନ ତଥା ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ‘ଖିମ୍‌ଜୀ ଜୁଏଲର୍ସ’ର ବହୁ ପ୍ରତୀକ୍ଷିତ ଗ୍ରେଟ୍‌ ଅକ୍ଷୟ ତୃତୀୟା ସେଲ୍‌ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ବିଶେଷକରି…

2 years ago

ରଣଜିତ ମାଝିଙ୍କୁ ୧୧ତମ ଶାମ୍ଭବୀ ପୁରସ୍କାର

ଭୁବନେଶ୍ୱର,୪।୫: ବଂଶୀଧର ଓ ଇଲା ପଣ୍ଡା ଫାଉଣ୍ଡେଶନ (ବିଆଇପିଏଫ୍‌) ପକ୍ଷରୁ ଶୁକ୍ରବାର ଆୟୋଜିତ ୧୧ତମ ଶାମ୍ଭବୀ ପୁରସ୍କାର ବିତରଣ ଉତ୍ସବ ଭୁବନେଶ୍ୱରଠାରେ ଅନୁଷ୍ଠିତ ହୋଇଯାଇଛି। ବିଶେଷକରି ଜଙ୍ଗଲ…

2 years ago

ୟୁକୋ ବ୍ୟାଙ୍କର ବାର୍ଷିକ ଆର୍ଥିକ ଫଳାଫଳ

ଭୁବନେଶ୍ୱର,୪।୫: ୟୁକୋ ବ୍ୟାଙ୍କର ବାର୍ଷିକ ଆର୍ଥିକ ଫଳାଫଳ ନିକଟରେ ପ୍ରକାଶ ପାଇଛି। ବ୍ୟାଙ୍କର ଗ୍ରସ୍‌ ଅଗ୍ରିମ ୧୫.୬୨% ବୃଦ୍ଧି ପାଇ ୧,୮୬,୮୭୭ କୋଟି ଟଙ୍କାରେ ପହଞ୍ଚତ୍ଛି। ବ୍ୟାଙ୍କର…

2 years ago

ଏସ୍‌ଆର୍‌ଏମ୍‌-ସିସିଟିଆର୍‌ ସହ ପତଞ୍ଜଳିର ଚୁକ୍ତି

ଭୁବନେଶ୍ୱର,୪।୫(ଅନୁରାଧା ମହାରଣା): ପତଞ୍ଜଳି ରିସର୍ଚ୍ଚ ଫାଉଣ୍ଡେଶନ (ପିଆର୍‌ଏଫ୍‌) ଏବଂ ଚେନ୍ନାଇର ଏସ୍‌ଆର୍‌ଏମ୍‌ ସେଣ୍ଟର ଫର୍‌ କ୍ଲିନିକାଲ ଟ୍ରାଏଲ ଆଣ୍ଡ ରିସର୍ଚ୍ଚ ବା ଏସ୍‌ଆର୍‌ଏମ୍‌-ସିସିଟିଆର୍‌ ମଧ୍ୟରେ ଏକ ଚୁକ୍ତି…

2 years ago

ଟି୨୦ ବିଶ୍ୱକପ୍‌: ଶ୍ରୀନାଥଙ୍କୁ ମିଳିଲା ପୁଣି ଗୁରୁଦାୟିତ୍ୱ

ଦୁବାଇ, ୪ା୫: ଆସନ୍ତା ମାସରେ ଆମେରିକା ଓ ଓ୍ବେଷ୍ଟଇଣ୍ଡିଜରେ ଅନୁଷ୍ଠିତ ହେଉଥିବା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଆଇସିସି ମ୍ୟାଚ ରେଫରି ଜାଭାଗଲ ଶ୍ରୀନାଥଙ୍କ ସମେତ ଅମ୍ପାୟର ନୀତୀନ…

2 years ago

କମିଲା ଅଶୋଧିତ ତୈଳ ଦର: ରୁଷିଆରୁ ଅଶୋଧିତ ତୈଳ ଆମଦାନୀ

ଭୁବନେଶ୍ୱର,୪।୫ (ଅନୁରାଧା ମହାରଣା): ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳର ମୂଲ୍ୟ ବ୍ୟାରେଲ ପିଛା ୮୦ ଡଲାରରୁ ତଳକୁ ଖସିଛି। ଡବ୍ଲ୍ୟୁଟିଆଇ ଅଶୋଧିତ ତୈଳ ବ୍ୟାରେଲ ପିଛା ୭୮.୯୯ ଡଲାରରେ…

2 years ago

ରେକର୍ଡ ପରିମାଣର ବିଦ୍ୟୁତ୍‌ ଚାହିଦା ପୂରଣ

ଭୁବନେଶ୍ୱର,୪।୫: ଟାଟା ପାୱାର ଏବଂ ଓଡ଼ିଶା ସରକାରଙ୍କ ଏକ ଯୌଥ ଉଦ୍ୟୋଗ ‘ଟିପିସିଓଡିଏଲ୍‌’ ଚଳିତ ବର୍ଷ ଏପ୍ରିଲରେ ୨୧୪୦ ମେଗାୱାଟ୍‌ର ରେକର୍ଡ ସର୍ବୋଚ୍ଚ ବିଦ୍ୟୁତ୍‌ ଚାହିଦାକୁ ବିନା…

2 years ago

ଲୋକବଳ, ଧନବଳ ମଧ୍ୟରେ ଲଢ଼େଇ: ଧର୍ମେନ୍ଦ୍ର

ଢେଙ୍କାନାଳ,୪ା୫(ରତନ ନାୟାର): ଓଡ଼ିଶା ସରକାରଙ୍କ ବିରୋଧରେ ପ୍ରବଳ ଜନମତ ଦେଖାଦେଲାଣି। ଦୁର୍ନୀତିଗ୍ରସ୍ତଙ୍କୁ ବିଜେଡି ପ୍ରାର୍ଥୀ କରିଛି। ଚଳିତ ନିର୍ବାଚନରେ ଧନବଳ ଓ ଲୋକବଳ ମଧ୍ୟରେ ଲଢ଼େଇ ହେବ।…

2 years ago

‘ଲାହୋର ୧୯୪୭’ରେ ସନ୍ନି ଦେଓଲ

ମୁମ୍ବାଇ: ‘ଗଦର ୨’ର ସଫଳତା ପରେ ସନ୍ନି ଦେଓଲ ଆଉ ଏକ ଦମଦାର ଚଳଚ୍ଚିତ୍ର ‘ଲାହୋର ୧୯୪୭’ସହିତ ପୁଣି ଥରେ ପରଦାକୁ ଆସୁଛନ୍ତି। ଏହା ସଂପୂର୍ଣ୍ଣ ଭାବେ…

2 years ago

ଧର୍ମଶାଳା, ବରୀରେ ସ୍ବାଧୀନ ପ୍ରାର୍ଥୀଙ୍କ ଉପରେ ନଜର

ରସୁଲପୁର,୪ା୫(ରଂଜିତ ରାଉତ):  ଯାଜପୁର ସଂସଦୀୟ କ୍ଷେତ୍ର(ସଂ) ଅଧୀନ ବରୀ ଓ ଧର୍ମଶାଳା ବିଧାନସଭା ନିବର୍ର୍ାଚନମଣ୍ଡଳୀରେ ସ୍ବାଧୀନ ପ୍ରାର୍ଥୀଙ୍କ ଉପରେ ସମସ୍ତଙ୍କ ନଜର ରହିଥିବା ଚର୍ଚ୍ଚା ହେଉଛିି। ୨…

2 years ago