Home Left

ନୂଆ ପନ୍ଥା ଆପଣାଇ ଯବାନଙ୍କ ଉପରେ ଆକ୍ରମଣ କରୁଛନ୍ତି ମାଓବାଦୀ, ୩ ସ୍ନାଇପର ଜ୍ୟାକେଟ୍‌ ଜବତ

ମାଲକାନଗିରି,୧୫ା୬(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ରେ ମାଓବାଦୀଙ୍କ ପ୍ରାଦୁର୍ଭାବ ଦିନକୁ ଦିନ ବଢ଼ିବାରେ ଲାଗିଛି। ସୁକ୍‌ମା ଜିଲା କଙ୍ଗାଲତୋଙ୍ଗ ଜଙ୍ଗଲରେ ଡିଆର୍‌ଜି, ବସ୍ତର ଫାଇଟର୍ସ ଓ କୋବ୍ରା ବାହିନୀର ଯବାନମାନେ…

2 years ago

ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା; ୨ ମାସ ମଧ୍ୟରେ…

ନୂଆଦିଲ୍ଲୀ,୧୫।୬: ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଶନିବାର ବଡ଼ ଘୋଷଣା କରିଛନ୍ତି। ମାତ୍ର ୨ ମାସ ମଧ୍ୟରେ ଦେଶରେ ‘ବନ୍ଦେ ଭାରତ ସ୍ଲିପର’ ଟ୍ରେନ୍‌ ଗଡ଼ିବ। ସରକାର…

2 years ago

ମୃତ ଦିଲୀପଙ୍କ ପରିବାରକୁ ଭେଟିଲେ ମନ୍ତ୍ରୀ ଗୋକୁଳାନନ୍ଦ

ଖଲ୍ଲିକୋଟ,୧୫।୬(ପ୍ରଶାନ୍ତ କୁମାର ମିଶ୍ର): ରାଜ୍ୟରେ ନୂଆ ସରକାରରେ ଶନିବାର ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ କରାଯାଇଛି। ପୋଲସରା ବିଧାୟକ ଗୋକୁଳାନନ୍ଦ ମଲ୍ଲିକଙ୍କୁ ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ,…

2 years ago

ସୂର୍ଯ୍ୟବଂଶୀ ସୂରଜ ହେଲେ ଉଚ୍ଚଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୧୫।୬: ଓଡ଼ିଶା ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବାର ୩ ଦିନ ପରେ ମୋହନ ମାଝି ସରକାରଙ୍କ ମନ୍ତ୍ରିପରିଷଦର ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ କରାଯାଇଛି। ଏଥିରେ ଯୁବ…

2 years ago

ମୁଖ୍ୟମନ୍ତ୍ରୀଙ୍କ ହାତରେ ରହିଲା ଏସବୁ ବିଭାଗ

ଭୁବନେଶ୍ୱର,୧୫ା୬: ରାଜ୍ୟରେ ନୂଆ ସରକାର ଗଠନ ହେବା ପରେ ଶନିବାର ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ କରାଯାଇଛି। ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝି ୧୨ ତାରିଖରେ ଶପଥ…

2 years ago

ମୋଦିଙ୍କୁ ପ୍ରଶଂସା କଲେ ଶରଦ ପାଓ୍ବାର, କହିଲେ ତୁମ ପାଇଁ ଆମେ…

ମୁମ୍ବାଇ,୧୫ା୬: ଶନିବାର ଏମ୍‌ଭିଏ ନେତା ଶରଦ ପାଓ୍ବାର, ଉଦ୍ଧବ ଠାକରେ ଏବଂ ପୃଥ୍ବୀରାଜ ଚୌହାନ ମୁମ୍ବାଇରେ ମିଳିତ ସାମ୍ବାଦିକ ସମ୍ମିଳନୀ କରି ରାଜ୍ୟରେ ୨୦୨୪ ଲୋକ ସଭା…

2 years ago

ଇନ୍ଦିରା ଗାନ୍ଧୀଙ୍କୁ ‘ମଦର ଅଫ୍‌ ଇଣ୍ଡିଆ’ କହିଲେ ମୋଦି ସରକାରଙ୍କ ଏହି ମନ୍ତ୍ରୀ, କଂଗ୍ରେସର ବି କଲେ ପ୍ରଶଂସା

ନୂଆଦିଲ୍ଲୀ,୧୫।୬: ମୋଦି ସରକାରଙ୍କ ଜଣେ ମନ୍ତ୍ରୀ କଂଗ୍ରେସ ଏବଂ ଇନ୍ଦିରା ଗାନ୍ଧୀଙ୍କ ପ୍ରଶଂସାରେ ଶତମୁଖ ହୋଇଛନ୍ତି। ସେ ହେଲେ କେନ୍ଦ୍ରମନ୍ତ୍ରୀ ସୁରେଶ ଗୋପି। ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରାଙ୍କୁ…

2 years ago

ପାରଳାଖେମୁଣ୍ଡିରେ ବର୍ଷା, ପବନ, ବଜ୍ରପାତର ତାଣ୍ଡବ

ପାରଳାଖେମୁଣ୍ଡି,୧୫।୬(ଗିରିଧାରୀ ପରିଛା): ମାଡ଼ି ଆସିଲା ପବନ, ଘଡଘଡି ସହ ବର୍ଷା। କିଛିକ୍ଷଣ ପାଇଁ ରଚିଲା ତାଣ୍ଡବ। କାଳ ବୈଶାଖୀ ପ୍ରଭାବରେ ପବନ, ଘଡଘଡି ସାଙ୍ଗକୁ ବର୍ଷାରେ ବେହାଲ…

2 years ago

ଘର ବାରଣ୍ଡାରେ ବସିଥିବା ବେଳେ ହେଲା ବଜ୍ରପାତ: ଶାଶୁଙ୍କ ଜୀବନ ଗଲା, ଜ୍ୱାଇଁ ଗୁରୁତର

ଦିଗପହଣ୍ଡି,୧୫ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଡ଼ା ପଞ୍ଚାୟତ ଝାଟିପିଟିଆ ଗ୍ରାମ ଦଳିତ ସାହିରେ ବଜ୍ରପାତ ଘଟିବାରୁ ଜାନକୀ ନାଇକ ନାମ୍ନୀ ଜଣେ ମହିଳାଙ୍କ…

2 years ago

ଏନ୍‌କାଉଣ୍ଟରରେ ଟଳିପଡ଼ିଲେ ୮ ମାଓବାଦୀ: ଜଣେ ଯବାନ ଶହୀଦ

ବିଜାପୁର,୧୫।୬: ଛତିଶଗଡ଼ ବିଜାପୁର ଜିଲାର ଅବୁଝମାଡ଼ ଜଙ୍ଗଲରେ ଶନିବାର ଏକ ବଡ଼ ଧରଣର ଏନ୍‌କାଉଣ୍ଟର ହୋଇଛି। ସୁରକ୍ଷାକର୍ମୀ-ମାଓବାଦୀଙ୍କ ମଧ୍ୟରେ ଦୀର୍ଘ ସମୟ ଧରି ଗୁଳିବନିମୟ ଘଟିଛି। ଏନ୍‌କାଉଣ୍ଟରରେ…

2 years ago