ଜାଲ୍ନା,୧୪ା୧୦: ମହାରାଷ୍ଟ୍ରର ଜାଲ୍ନା ସହରରେ ଜଣେ ୯ ବର୍ଷର ବାଳିକାଙ୍କୁ ନିଶା ଦେଇ ବଳାତ୍କାର କରିବା ପରେ ଅଭିଯୁକ୍ତ ତାଙ୍କୁ ରାସ୍ତାରେ ଫିଙ୍ଗିଦେଇଛନ୍ତି। ସହରର ଚନ୍ଦନିଝିର ଅଞ୍ଚଳରେ…
ଅନୁଗୋଳ,୧୪ା୧୦(ଜ୍ୟୋତିରଞ୍ଜନ ସାହୁ)/ ଛେଣ୍ଡିପଦା (ଅଜିତ ଧଳ)- ଅନୁଗୋଳ ନିଶା ଶିଳ୍ପାଞ୍ଚଳଠାରେ ଥିବା ଜିନ୍ଦଲ ଷ୍ଟିଲ ଆଣ୍ଡ ପାଓ୍ବାର (ଜେଏସ୍ପି)ର ବଡ଼ଧରଣର ବିସ୍ଫୋରଣ ହୋଇଛି। ବ୍ଲାଷ୍ଟ ଫର୍ଣ୍ଣେସ୍ରେ ବିସ୍ଫୋରଣ…
ନୂଆଦିଲ୍ଲୀ,୧୪ା୧୦:ଖଲିସ୍ତାନୀ ଆତଙ୍କବାଦୀ ହରଦୀପ୍ ସିଂ ନିଜ୍ଜାର ହତ୍ୟା ମାମଲାରେ ଭାରତୀୟ ଉଚ୍ଚାୟୁକ୍ତ ଓ ଅନ୍ୟ କୂଟନୀତିଜ୍ଞମାନଙ୍କୁ କାନାଡା ଅଭିଯୁକ୍ତ କରିବା ପରେ ଦୁଇ ଦେଶ ମଧ୍ୟରେ କୂଟନୈତିକ…
ଜଣାଶୁଣା ଅଭିନେତା ଅତୁଲ ପାରଚୁରେଙ୍କ ୫୭ ବର୍ଷ ବୟସରେ ଦେହାନ୍ତ ହୋଇଛି। ସେ କ୍ୟାନସର୍ରେ ପୀଡିତ ଥିଲେ। ସେ ‘ଦି କପିଲ ଶର୍ମା ଶୋ’ ସମେତ ଅନେକ…
ଏମ୍ଭି ୭୯, ୧୪ା୧୦(ଭିକି ବାରିକ): ଦୁର୍ଗାପୂଜା ପାଇଁ ମଣ୍ଡପଗୁଡିକରେ ଗହଳି ଲାଗି ରହିଥିବା ବେଳେ ମାଲାକନଗିରି ଜିଲା ମୋଟୁ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଛୁରି ଦେଖାଇ…
ଭୁବନେଶ୍ୱର,୧୪।୧୦: ଦାଦନ ରୋକିବାକୁ ରାଜ୍ୟ ସରକାର ସ୍ବତନ୍ତ୍ର ଟାସ୍କଫୋର୍ସ ଗଠନ କରିଛନ୍ତି। ଦାଦନ ସମସ୍ୟାର ନିରାକରଣ ପାଇଁ ଦିଗଦର୍ଶନ ଦେବାକୁ ଟାସ୍କଫୋର୍ସ ଗଠନ କରାଯାଇଛି। ଉପମୁଖ୍ୟମନ୍ତ୍ରୀ କନକ…
ଭବାନୀପାଟଣା,୧୪।୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ଥାନା ପୋଲିସ ଏକ ମୋବାଇଲ ଚୋର ଗ୍ୟାଙ୍ଗକୁ ଧରିବାରେ ସଫଳ ହୋଇଛି। ଏହି ଗ୍ୟାଙ୍ଗରେ ଥିବା ୩…
ମୁମ୍ବାଇ,୧୪।୧୦: ଅଜିତ ପାୱାର ଦେବେନ୍ଦ୍ର ଫଡନ୍ଭିସ ଏବଂ ଏକନାଥ ଶିନ୍ଦେଙ୍କ ହାତ ଛାଡି ଦେବେ କି? କିମ୍ବା ଚାପ ସୃଷ୍ଟି କରିବା ପାଇଁ ଏହା ଏକ ରଣନୀତି?…
ନୂଆଦିଲ୍ଲୀ,୧୪।୧୦:ଭାରତ-ଚାଇନା ସୀମାରେ ଲାଗିରହିଥିବା ଉତ୍ତେଜନା ହ୍ରାସ ଲାଗି ଗୋଟିଏ ପଟେ କୂଟନୈତିକ ଉଦ୍ୟମ ଜାରି ରହିଥିବାବେଳେ ଅନ୍ୟପଟେ ବେଜିଂ ପାଙ୍ଗୋଙ୍ଗ୍ ହ୍ରଦର ଉତ୍ତର ପାର୍ଶ୍ୱ ନିକଟରେ ବିଶାଳ…
ନୂଆଦିଲ୍ଲୀ,୧୪।୧୦: ସାଂଘାଇ ସହଯୋଗ ସଂଗଠନ (ଏସସିଓ) ସମ୍ମିଳନୀରେ ଭାଗ ନେବାକୁ ଭାରତର ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ମଙ୍ଗଳବାର ପାକିସ୍ତାନରେ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି। ଗତ କିଛି…