Home Left

ଶେୟାର ବଜାରରେ ପୁଣି ରେକର୍ଡ, ସର୍ବୋଚ୍ଚ ଛୁଇଁଲା ନିଫ୍ଟି

ନୂଆଦିଲ୍ଲୀ, ୧୨।୬: ଶେୟାର ବଜାର ଖୋଲିବାର ଏକ ଘଣ୍ଟା ପୂର୍ବରୁ ନୂଆ ଇତିହାସ ରଚିଛି ନିଫ୍ଟି। ୨୩,୪୨୦.୩୫ ପଏଣ୍ଟରେ ପହଞ୍ଚି ରେକର୍ଡ କରିଛି । ପୂର୍ବରୁ ଏହି…

2 years ago

ଏମିତି ଥିଲା ପ୍ରଭାତୀ ପରିଡ଼ାଙ୍କ ରାଜନୀତି କ୍ୟାରିୟର, ଆଜି ଉପମୁଖ୍ୟମନ୍ତ୍ରୀ ଭାବେ ନେବେ ଶପଥ

ଭୁବନେଶ୍ୱର,୧୨।୬: ଭାଜପାର ନବନିର୍ବାଚିତ ବିଧାୟକମାନଙ୍କୁ ନେଇ ଦଳର ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ବୈଠକରେ କେନ୍ଦୁଝର ବିଧାୟକ ମୋହନ ଚରଣ ମାଝିଙ୍କୁ ମୁଖ୍ୟମନ୍ତ୍ରୀ କରାଯିବା ନିମନ୍ତେ ସର୍ବସମ୍ମତିକ୍ରମେ ନିଷ୍ପତ୍ତି…

2 years ago

ଉପେନ୍ଦ୍ର ଦ୍ବିବେଦୀ ହେଲେ ନୂଆ ସ୍ଥଳସେନା ମୁଖ୍ୟ

ନୂଆଦିଲ୍ଲୀ,୧୨।୬: ନୂଆ ସ୍ଥଳସେନା ମୁଖ୍ୟ ଭାବେ ନିଯୁକ୍ତି ପାଇଛନ୍ତି ଲେଫ୍ଟନାଣ୍ଟ ଜେନେରାଲ ଉପେନ୍ଦ୍ର ଦ୍ବିବେଦୀ। ସେ ଏବେ ସ୍ଥଳସେନା ମୁଖ୍ୟ ଭାବେ କାର୍ଯ୍ୟ କରୁଥିବା ଜେନରାଲ ମନୋଜ…

2 years ago

ସାମ୍ନାକୁ ଆସିଲା ମନ୍ତ୍ରୀଙ୍କ ଲିଷ୍ଟ, ଏହି ବିଧାୟକମାନେ ଆଜି ନେବେ ଶପଥ

ନୂଆଦିଲ୍ଲୀ, ୧୨।୬: ଓଡ଼ିଶା ସମେତ ଆଜି ଅନ୍ଧ୍ର ପ୍ରଦେଶରେ ସରକାର ଗଠନ ହେବ । ଶପଥ ଗ୍ରହଣ କରିବେ ଦୁଇ ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ। ଟିଡିପି ମୁଖ୍ୟ…

2 years ago

ସେନା କ୍ୟାମ୍ପ୍‌ ଉପରେ ଆତଙ୍କବାଦୀ ଆକ୍ରମଣ

ଶ୍ରୀନଗର,୧୨।୬: ଆତଙ୍କବାଦୀମାନେ ଜମ୍ମୁ ଡିଭିଜନର ଛତ୍ରଗାଲାନରେ ସେନା ଏବଂ ପୋଲିସର ମିଳିତ ବ୍ଲକକୁ ଟାର୍ଗେଟ କରିଥିଲେ। ଆତଙ୍କବାଦୀମାନେ ନିର୍ଦ୍ଦିଷ୍ଟ ଭାବେ ଗୁଳି ଚଳାଇଥିଲେ। ସୁରକ୍ଷା ବାହିନୀର ପ୍ରତିଶୋଧ…

2 years ago

ଶପଥ ପୂର୍ବରୁ ବଡ଼ ପ୍ରତିଶ୍ରୁତି ଦେଲେ ମୋହନ ମାଝି

ଭୁବନେଶ୍ୱର,୧୨।୬: ଆଜିଠାରୁ ଓଡ଼ିଶାରେ ଭାଜପା ସରକାର ଆରମ୍ଭ ହେବାକୁ ଯାଉଛି। ମୋହନ ମାଝି ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବାର କାର୍ଯ୍ୟକ୍ରମ ରହିଛି। ଶପଥ ନେବା…

2 years ago

ବନ୍ଧୁକ ରଖିବା ଅପରାଧରେ ବାଇଡେନ୍‌ଙ୍କ ପୁଅ ଦୋଷୀ

ଓ୍ବାଶିଂଟନ,୧୨ା୬:ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ପୁଅ ହଣ୍ଟର ବାଇଡେନ୍‌ ବେଆଇନ ଭାବେ ବନ୍ଧୁକ ରଖିବା ମାମଲାରେ ମଙ୍ଗଳବାର ଦୋଷୀସାବ୍ୟସ୍ତ ହୋଇଛନ୍ତି। ଓ୍ବିଲମିଙ୍ଗଟନ୍‌ ଫେଡେରାଲ କୋର୍ଟର ଜୁରୀ ତାଙ୍କୁ…

2 years ago

ଆସିଲା ଟ୍ରାଫିକ୍‌ କଟକଣା: ସକାଳ ୯ରୁ ସନ୍ଧ୍ୟା ୭ଟା ଜୟଦେବ ବିହାର-ନାଲ୍‌କୋ ଛକ ରାସ୍ତା ବନ୍ଦ

ଭୁବନେଶ୍ୱର,୧୨ା୬(ସତ୍ୟଜିତ୍‌ ରାଉତ):ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ ପାଇଁ କମିଶନରେଟ୍‌ ପୋଲିସ ପକ୍ଷରୁ ଟ୍ରାଫିକ୍‌ କଟକଣା ଲାଗୁ କରାଯାଇଛି। ଗାଡି ପାର୍କିଂ ଓ ଜନସାଧାରଣ ଯାତାୟାତ…

2 years ago

କଟକରେ ନିର୍ବାଚନୀ ସଙ୍ଗୀତ ପ୍ରସ୍ତୁତି କରିଥିଲେ ମୋହନ

କଟକ, ୧୨ା୬(ଶିଳ୍ପା ପ୍ରିୟଦର୍ଶିନୀ):କେନ୍ଦୁଝରର ବିଧାୟକ ମୋହନ ଚରଣ ମାଝିଙ୍କୁ ଓଡ଼ିଶାର ମୁଖ୍ୟମନ୍ତ୍ରୀ କରାଯିବା ପାଇଁ ସର୍ବସମ୍ମତିକ୍ରମେ ନିଷ୍ପତ୍ତି ହୋଇଛି। ବୁଧବାର ବିଧିବଦ୍ଧ ଭାବେ ସେ ଶପଥ ଗ୍ରହଣ…

2 years ago

ପାଣ୍ଡିଆନ୍‌ ଗଲାପରେ ଲଣ୍ଡା ହେଲେ ଗାଁ ସାଥୀ ସଂଘର ସଭାପତି

ଭୁବନେଶ୍ୱର,୧୨।୬(ଅନୁରାଧା ମହାରଣା):ସାଧାରଣ ନିର୍ବାଚନରେ ଓଡ଼ିଶାରେ ଭାଜପା ବହୁମତ ଲାଭ କରିବା ସହ ସରକାର ଗଠନ କରିବାକୁ ଯାଉଛି। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀଙ୍କ ନାମ ଘୋଷଣା କରାଯାଇଥିବା…

2 years ago