Home Left

‘ସ୍ପିକର’ ଉପରେ ନଜର

ନୂଆଦିଲ୍ଲୀ,୧୨ା୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ) ସରକାରଙ୍କ ତୃତୀୟ ପାଳି ଶାସନ ବିଧିବଦ୍ଧ ଭାବେ ଆରମ୍ଭ ହୋଇଛି। ପ୍ରଧାନମନ୍ତ୍ରୀଙ୍କ ସମେତ ମୋଟ…

2 years ago

ଖଣି ଦୁର୍ନୀତି କଥା ଉଠାଇ ବୋମାମାଡ଼ର ଶିକାର ହୋଇଥିଲେ ମୋହନ

ଭୁବନେଶ୍ୱର/କେନ୍ଦୁଝର,୧୨ା୬ (ସୁନିତ୍‌ ମିଶ୍ର/ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲାର ଟାଣୁଆ ନେତା ତଥା ବିଧାୟକ ମୋହନ ଚରଣ ମାଝୀ ଓଡ଼ିଶାର ୧୫ତମ ମୁଖ୍ୟମନ୍ତ୍ରୀ ଭାବେ ବୁଧବାର ଶପଥ ନେବାକୁ…

2 years ago

ମୁଖ୍ୟମନ୍ତ୍ରୀ ଭାବେ ନାଁ ଘୋଷଣା ପରେ ଏକ୍ସ, ଫେସ୍‌ବୁକ୍‌ରେ ବଢ଼ିଲା ମୋହନ ମାଝିଙ୍କ ଫଲୋର୍ସ

ଭୁବନେଶ୍ୱର,୧୨।୬: ଭାଜପା ବିଧାୟକ ଦଳ ନେତା ତଥା ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝିଙ୍କ ନାମ ଘୋଷଣା ହେବା ପରେ ସୋସିଆଲ ମିଡିଆରେ ତାଙ୍କ ପ୍ରଶଂସକ ବଢ଼ିବାରେ…

2 years ago

ମୋହନଙ୍କ କ୍ୱାର୍ଟର୍ସରେ ବଢ଼ିଲା ସୁରକ୍ଷା

ଭୁବନେଶ୍ୱର,୧୨।୬: ଭାବି ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ ଗାନ୍ଧି ମାର୍ଗରେ ଥିବା ସରକାରୀ କ୍ୱାର୍ଟର୍ସରେ ସୁରକ୍ଷା ବଢ଼ାଇ ଦିଆଯାଇଛି। ମଙ୍ଗଳବାର ରାତିରେ କ୍ୱାର୍ଟର୍ସ ନଂ- ବି/୧ରେ ଏକ ପ୍ଲାଟୁନ…

2 years ago

ମୋହନ ମାଝିଙ୍କ ପିଏ ମୃତ

ଭୁବନେଶ୍ୱର,୧୨ା୬ (ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ୟୁନିଟ-୮ ଡେଲଟା ବ୍ରହ୍ମାକୁମାରୀ ଆଶ୍ରମ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ ଏକ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି। ଦୁଇ କାର୍‌ ମଝିରେ ଏକ ବାଇକ…

2 years ago

ବୋଟ୍‌ ବୁଡ଼ି ୪୯ ଶରଣାର୍ଥୀ ମୃତ

କାଇରୋ,୧୧ା୬ : ଶରଣାର୍ଥୀମାନଙ୍କୁ ନେଇ ଯାଉଥିବା ଏକ ବୋଟ୍‌ ୟେମେନ ଉପକୂଳରେ ବୁଡ଼ିଯିବାରୁ ୪୯ ଜଣଙ୍କ ମୃତ୍ୟୁ ଘଟିବା ସହ ୧୪୦ ଜଣ ନିଖୋଜ ହୋଇଯାଇଛନ୍ତି। ଜାତିସଂଘର…

2 years ago

ଟିଡିପି ନେତାଙ୍କୁ ଛୁରି ଭୂଷି ହତ୍ୟା, ଉତ୍ତେଜନା

କୁର୍ନୁଲ,୧୧ା୬: ଆନ୍ଧ୍ରପ୍ରଦେଶ କୁର୍ନୁଲ ଜିଲାରେ ଟିଡିପି ନେତା ଗୌରୀନାଥ ଚୌଧରୀଙ୍କୁ ହତ୍ୟା କରାଯାଇଛି। ବୋମିରେଡ୍‌ଡିପାଲେ ଗ୍ରାମରେ ଓ୍ବାଇଏସ୍‌ଆର୍‌ସିପି କର୍ମୀ ପମୟା, ରାମକ୍ରିଷ୍ଣା ଓ ଅନ୍ୟମାନେ ଛୁରି ଓ…

2 years ago

ପୁଣି ଆସୁଛନ୍ତି ମୋଦି, ରାଜଧାନୀରେ ମୁତୟନ ହେଲେ ୬୭ ପ୍ଲାଟୁନ୍‌ ଫୋର୍ସ

ଭୁବନେଶ୍ୱର,୧୧।୬: ବୁଧବାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ମୋହନ ଚରଣ ମାଝୀ। ଭୁବନେଶ୍ୱର ଜନତା ମଇଦାନରେ ବୁଧବାର ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ। ପ୍ରଧାନମନ୍ତ୍ରୀ…

2 years ago

୨୫ ବର୍ଷ ପରେ ବଦଳିଲା ଚିତ୍ର; ଜାଣନ୍ତୁ  କିଭଳି ଥିଲା ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ-ପ୍ରଭାତୀଙ୍କ ରାଜନୈତିକ କ୍ୟାରିୟର

ଭୁବନେଶ୍ୱର,୧୧।୬: ଦୀର୍ଘ ୨୫ ବର୍ଷ ପରେ ଓଡ଼ିଶା ପାଇଛି ଉପମୁଖ୍ୟମନ୍ତ୍ରୀ। ଭାଜପା କନକ ବର୍ଦ୍ଧନ ସିଂଦେଓ ଏବଂ ପ୍ରଭାତୀ ପରିଡ଼ାଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବେ ଘୋଷଣା କରିଛି। ଏଭଳି…

2 years ago

ମୁଖ୍ୟମନ୍ତ୍ରୀ ଘୋଷଣା ପରେ ହିଞ୍ଜିଳିରେ ଫୁଟିଲା ଆତସବାଜି

ହିଞ୍ଜିଳିକାଟୁ,୧୧।୬(ଦ୍ବିତୀକୃଷ୍ଣ ପଣ୍ଡା): ଭାଜପା ନେତୃତ୍ୱ ମୋହନ ଚରଣ ମାଝୀଙ୍କୁ ମୁଖ୍ୟମନ୍ତ୍ରୀ ଘୋଷଣା ପରେ ହିଞ୍ଜିଳିକାଟୁ ଭାଜପା ପକ୍ଷରୁ ଖୁସି ପ୍ରକାଶ କରାଯିବା ସହ ଆତସବାଜି ପ୍ରଦର୍ଶିତ ହୋଇଛି।…

2 years ago