Home Left

ଅବସରପ୍ରାପ୍ତ ଡିଆଇଜିଙ୍କୁ ୭ ବର୍ଷ ଜେଲ

ମୋହାଲି,୮ା୬: ୧୯୯୩ରେ ଘଟିଥିବା ଏକ ଫେକ୍‌ ଏନ୍‌କାଉଣ୍ଟର ମାମଲାରେ ପଞ୍ଜାବର ପୂର୍ବତନ ଡିଆଇଜି ଦିଲ୍‌ବାଗ ସିଂଙ୍କୁ ଶୁକ୍ରବାର ୭ ବର୍ଷ ସଶ୍ରମ କାରାଦଣ୍ଡାଦେଶ ହୋଇଥିବାବେଳେ ପୂର୍ବତନ ଡିଏସ୍‌ପି ଗୁରବଚନ…

2 years ago

ଯାଜପୁରରେ ପରିବାରବାଦ ରାଜନୀତି ବିଫଳ

ଯାଜପୁର,୮ା୬(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାରେ ପରିବାରବାଦ ରାଜନୀତିକୁ ଭୋଟର ଏଥର ନାପସନ୍ଦ କରିଛନ୍ତି। ଫଳରେ ଚଳିତ ସାଧାରଣ ନିର୍ବାଚନରେ କୋରେଇ ଆସନରୁ ବିଜେଡିର ସନ୍ଧ୍ୟାରାଣୀ ଦାସ, ସୁକିନ୍ଦାରୁ…

2 years ago

ଓଟିଡିସି ଅଧ୍ୟକ୍ଷ ଲେନିନ୍‌ ମହାନ୍ତି ଇସ୍ତଫା ଦେଲେ

ଭୁବନେଶ୍ୱର,୮।୬(ଶର୍ମିଷ୍ଠା ପାଣିଗ୍ରାହୀ): ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ(ଓଟିଡିସି)ର ଅଧ୍ୟକ୍ଷ ଲେନିନ୍‌ ମହାନ୍ତି ତାଙ୍କ ପଦବୀରୁ ଶୁକ୍ରବାର ଇସ୍ତଫା ଦେଇଛନ୍ତି। ସେ ୨୦୨୨ରେ ଅଧ୍ୟକ୍ଷ ପଦରେ ଅବସ୍ଥାପିତ ହୋଇଥିଲେ।…

2 years ago

ଜିତିଛନ୍ତି ବିଜେଡି ପ୍ରାର୍ଥୀ, କମିଛି ଭୋଟ

ହାଟଡ଼ିହୀ, ୮ା୬(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ଅଭିମନ୍ୟୁ ସେଠୀ ବିଜୟଲାଭ କରିଛନ୍ତି। ସେ ୭୧ ହଜାର ୬୫୧ ଖଣ୍ଡ ଭୋଟ…

2 years ago

ବିଜେଡି ହାରିବାରୁ ୪ କି.ମି. ଗଡ଼ିଲେ

ନୟାଗଡ଼/ରଣପୁର,୮ା୬(ଲୋକନାଥ ମିଶ୍ର/ସୁକାନ୍ତ କିଶୋର ଡାକୁଆ): ମହାପ୍ରଭୁ ଶ୍ରୀଜଗନ୍ନାଥ ମାନସିକ ପୂରଣ କରି ବିଜେଡିକୁ ଓଡ଼ିଶାରେ ପରାଜିତ କରିବା ପରେ ଡହ ଡହ ଖରାରେ ୪ କିମି ରାସ୍ତାରେ…

2 years ago

୨୦ସୁଦ୍ଧା ଡ୍ରେନ୍‌ କାମ ସାରିବାକୁ ମେୟରଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର, ୮।୬ (ବନ୍ଦନା ସେଠୀ): ଆସନ୍ତା ୯ ତାରିଖରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ହେଲେ…

2 years ago

ସହରସାରା ଅଘୋଷିତ ବଜାର

ଭୁବନେଶ୍ୱର, ୮।୬(ବନ୍ଦନା ସେଠୀ): ରାଜଧାନୀ ସାରା ଜବରଦଖଲ ମାଡିଗଲାଣି। ସ୍ମାର୍ଟ ସିଟି ଭୁବନେଶ୍ୱର ଦିନକୁ ଦିନ ଅବ୍ୟବସ୍ଥିତ ହୋଇପଡିଲାଣି। ସହରର ବିଭିନ୍ନ ପ୍ରମୁଖ ଛକ, ରାସ୍ତାକଡ଼, ଫୁଟ୍‌ପାଥ,…

2 years ago

୯ରେ ଦକ୍ଷିଣ ଓଡ଼ିଶା ଛୁଇଁପାରେ ମୌସୁମୀ

ଭୁବନେଶ୍ୱର,୮ା୬(ଅନିଲ ଦାସ): ଆସନ୍ତା ୨-୩ ଦିନ ମଧ୍ୟରେ ରାଜ୍ୟକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିବା ସମ୍ଭାବନା ରହିଛି । ଏଥିପାଇଁ ପାଗ ଅନୁକୂଳ ହୋଇଛି ।…

2 years ago

ଜିନ୍‌ପିଙ୍ଗ୍‌ଙ୍କୁ ଭେଟିଲେ ଶରିଫ୍‌

ବେଜିଂ,୭ା୬: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶୋହବାଜ୍‌ ଶରିଫ ଶୁକ୍ରବାର ବେଜିଂରେ ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ୍‌ଙ୍କୁ ସାକ୍ଷାତ କରିଛନ୍ତି। ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ତୃତୀୟ ପାଳି…

2 years ago

ଡ୍ରାଇଭର ଶୋଇପଡ଼ିବାରୁ ଟ୍ରେନ୍‌ ଦୁର୍ଘଟଣା

ନୂଆଦିଲ୍ଲୀ,୭ା୬: ପଞ୍ଜାବରେ ୪ ଦିନ ପୂର୍ବରୁ ଏକ ମାଲ୍‌ବାହୀ ଟ୍ରେନ୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଉକ୍ତ ଟ୍ରେନ୍‌ର ଲୋକୋ ପାଇଲଟ୍‌ ଏବଂ ତାଙ୍କ ସହକାରୀ ଶୋଇପଡ଼ିବାରୁ ଏହି ଦୁର୍ଘଟଣା…

2 years ago