ନୂଆଦିଲ୍ଲୀ,୬ା୬: ଭାରତୀୟ ଜନତା ପାର୍ଟି ୨୪୦ଟି ଆସନ ଜିତି ଲୋକ ସଭା ନିର୍ବାଚନରେ ସବୁଠୁ ବଡ଼ ଦଳ ଭାବରେ ଉଭା ହୋଇଛି। ଭାଜପା ଏହାର ସହଯୋଗୀମାନଙ୍କ ସହ…
ନୂଆଦିଲ୍ଲୀ,୬।୬: ସରକାର ଗଠନକୁ ନେଇ ଚାଲିଥିବା ସମସ୍ତ କଳ୍ପନାଜଳ୍ପନାକୁ ତେଲୁଗୁ ଦେଶମ ପାର୍ଟି ବିରାମ ଲଗାଇଛି। ଦଳର ଜାତୀୟ ମୁଖପାତ୍ର ପ୍ରେମ କୁମାର ଜୈନ କହିଛନ୍ତି, ଚନ୍ଦ୍ରାବାବୁ…
ବଲିଉଡ ଅଭିନେତ୍ରୀ ନତାଶା ଷ୍ଟାନକୋଭିକ ଏବଂ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ନିକଟରେ ଚର୍ଚ୍ଚାରେ ଥିଲେ। ନିକଟରେ ସେମାନଙ୍କ ଛାଡପତ୍ର ବିଷୟରେ ଗୁଜବ ପ୍ରଚାରିତ ହୋଇଥିଲା। ତେବେ ଏହି…
ନୂଆଦିଲ୍ଲୀ, ୬ା୬: ଉତ୍ତରାଖଣ୍ଡର ସିତାରଗଞ୍ଜରେ ଏକ ମର୍ମନ୍ତଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ମ୍ୟାକ୍ସ ଗାଡ଼ି ଖାଇକୁ ଖସିପଡ଼ିବାରୁ ଘଟଣାସ୍ଥଳରେ ୭ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ…
ନୂଆଦିଲ୍ଲୀ,୬।୬: ଲୋକ ସଭା ନିର୍ବାଚନରେ ଭାଜପା ଦେତୃତ୍ୱ ଏନଡିଏକୁ ସଂଖ୍ୟାଗରିଷ୍ଠତା ମିଳିଛି। ସେହପିରି ଇଣ୍ଡିଆ ମେଣ୍ଟ ମଧ୍ୟ ଅତି ଚମତ୍କାର ପ୍ରଦର୍ଶନ କରିଛି। ତେବେ ଏହାରି ଭିତରେ…
ନୂଆଦିଲ୍ଲୀ,୬।୬: ଲୋକ ସଭା ନିର୍ବାଚନ ଫଳାଫଳ ପରେ ଏନଡିଏରେ ଚନ୍ଦ୍ରାବାବୁ ନାଇଡୁଙ୍କ ଟିଡିପି ଏବଂ ନୀତୀଶ କୁମାରଙ୍କ ଜେଡିୟୁର ଗୁରୁତ୍ୱ ବଢିଛି। ଏହି କାରଣରୁ ବର୍ତ୍ତମାନ ଉଭୟ…
କେସିଙ୍ଗା,୬ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକସ୍ଥିତ ଉତ୍କେଲା ଏୟାରପୋର୍ଟରୁ ସାବିତ୍ରୀ ଆମାବାସ୍ୟା ଉପଲକ୍ଷେ ରାୟପୁରକୁ ଉଡ଼ିଛି ବିମାନ। ଗୁରୁବାର ଏୟାର ଓ୍ବାନ ଇଣ୍ଡିଆ ପକ୍ଷରୁ ରାୟପୁରକୁ…
ଭୁବନେଶ୍ୱର,୬।୬: ଭୁବନେଶ୍ୱରରେ କ୍ରମାଗତ ଦ୍ୱିତୀୟ ଦିନ ପାଇଁ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପାଇଛି। ଗୁରୁବାର ପେଟ୍ରୋଲର ମୂଲ୍ୟ ଲିଟର ପିଛା ୧୦୧.୦୬ ଟଙ୍କା ରେକର୍ଡ…
ନୟାଗଡ଼,୬ା୬(ଲୋକନାଥ ମିଶ୍ର): କୁସୁମୀ ନଦୀରେ ବୁଡ଼ି ଗୁରୁବାର ପୂର୍ବାହ୍ନରେ ଭଉଣୀ ଭାଇଙ୍କ ମୃତ୍ୟୁ ହୋଇଛି। ଏଭଳି ଅଘଟଣ ନୟାଗଡ଼ ଜିଲା ଇଟାମାଟି ଥାନା ବାଉଁଶିଆପଡ଼ା ଗାଁରେ ଘଟିଛି।…
ନୂଆଦିଲ୍ଲୀ, ୬।୬: ବିଧାନସଭା ନିର୍ବାଚନ ଜିତିବା ପରେ ଆନ୍ଧ୍ରପ୍ରଦେଶରେ ସରକାର ଗଢ଼ିବ ଟିଡିପି ବା ତେଲୁଗୁ ଦେଶମ୍ ପାର୍ଟି। ଚତୁର୍ଥ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ…