ବାଲୁଗଁା,୨ା୧୦(ସଂଗ୍ରାମ ପାଇକରାୟ):ଶୀତ ଆସିବା ପୂର୍ବରୁ ନୀଳାମ୍ବୁ ଚିଲିକାକୁ ବିଦେଶୀ ପକ୍ଷୀଙ୍କ ଆଗମନ ଆରମ୍ଭ ହୋଇଛି। କେତେକ ବିଦେଶୀ ପକ୍ଷୀ ଘୂରି ବୁଲୁଥିବା ବେଳେ କିଛି ପକ୍ଷୀ ଚିଲିକା…
ଭୁବନେଶ୍ୱର, ୨।୧୦: ସରକାରୀ ମାଧ୍ୟମିକ ବିଦ୍ୟାଳୟର ୟୁନିଫର୍ମ ରଙ୍ଗ ବଦଳିଛି। ସବୁଜ ରଙ୍ଗ ବଦଳରେ ଏଣିକି ବାଦାମୀ ରଙ୍ଗର ୟୁନିଫର୍ମ ପିନ୍ଧିବେ ନବମ ଏବଂ ଦଶମ ଶ୍ରେଣୀ…
ଲକ୍ଷ୍ନୌ,୨ା୧୦:ଉତ୍ତରପ୍ରଦେଶର ସିଦ୍ଧାର୍ଥନଗର ଜିଲା ଅନ୍ତର୍ଗତ ଶ୍ୟାମରାଜି ହାଇସ୍କୁଲର ୫୦ରୁ ଊର୍ଦ୍ଧ୍ୱ ପିଲା ଫି’ ପୈଠ କରି ନ ଥିବାରୁ ସ୍କୁଲ୍ ପ୍ରିନ୍ସିପାଲ ସେମାନଙ୍କୁ ଗେଟ୍ ବାହାରେ ଖରାରେ…
ବେଙ୍ଗାଲୁରୁ, ୨।୧୦:‘ଚନ୍ଦ୍ରୟାନ-୩’ ମିଶନର ସଫଳତା ପରେ ଭାରତୀୟ ମହାକାଶ ଗବେଷଣା ସଂଗଠନ(ଇସ୍ରୋ) ‘ମିଶନ ଶୁକ୍ର’ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ଇସ୍ରୋର ଏହି ବହୁ ପ୍ରତୀକ୍ଷିତ ମିଶନର…
ନୂଆଦିଲ୍ଲୀ,୨।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଗାନ୍ଧୀ ଜୟନ୍ତୀ ଅବସରରେ ମହାତ୍ମା ଗାନ୍ଧୀଙ୍କୁ ସ୍ମରଣ କରି ଏକ ସ୍ବତନ୍ତ୍ର ବାର୍ତ୍ତା ଲେଖିଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମରେ ପ୍ରଧାନମନ୍ତ୍ରୀ…
ଭଦ୍ରକ,୨।୧୦: ଭଦ୍ରକରେ ସ୍ଥିତି ଧୀରେଧୀରେ ସୁଧୁରିବାରେ ଲାଗିଛି। ୪ ଦିନ ପରେ ମଙ୍ଗଳବାର ମଧ୍ୟରାତ୍ରିରୁ ଭଦ୍ରକରେ ଇଣ୍ଟରନେଟ ସେବା ସ୍ବଭାବିକ ହୋଇଛି। ସୋସିଆଲ ମିଡିଆ ପୋଷ୍ଟକୁ ନେଇ…
ପୁଣେ,୧୦।୨: ମହାରାଷ୍ଟ୍ରର ପୁଣେରେ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ବାଭଧାନ ବୁଡ୍ରୁକ ଗ୍ରାମ ନିକଟରେ ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ହୋଇଛି।…
ଦାରିଙ୍ଗବାଡି, ୨।୧୦(ଅରୁଣ ସାହୁ):ଆଜି ମହାତ୍ମା ଗାନ୍ଧୀ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୁର ଶାସ୍ତ୍ରୀଙ୍କର ଜନ୍ମଦିବସ। ଏହି ଅବସରରେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳର ବିଭିନ୍ନ ସରକାରୀ ଓ…
ବରଗଡ଼,୨।୧୦(ପ୍ରେମାନନ୍ଦ ଖମାରୀ): ଦେଶର ସୁରକ୍ଷା ପାଇଁ ସମର ଶିକ୍ଷାର୍ଥୀ ବାହିନୀ (ଏନ୍ସିସି) ଏକ ପ୍ରମୁଖ ଅଙ୍ଗ। ବାହ୍ୟଶତୃକୁ ପ୍ରତିହତ କରିବା ପାଇଁ ଏଠାରୁ ଶିକ୍ଷାର୍ଥୀଙ୍କ ମୂଳଦୁଆ ପଢ଼େ।…
ଆଶ୍ୱିନ ମାସର ଅମାବାସ୍ୟା ହେଉଛି ମହାଳୟା ଅମାବାସ୍ୟା। ଏହି ସମୟରେ ସୂର୍ଯ୍ୟ କନ୍ୟାରାଶିରେ ଅବସ୍ଥାନ କରିଥାନ୍ତି। ମହାଳୟା ଅମାବାସ୍ୟାରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ମହାଳୟା ଶ୍ରାଦ୍ଧ କରାଯାଏ। ହିନ୍ଦୁ…