କଟକ,୨୯ା୫(ଶିଳ୍ପା ପ୍ରିୟଦର୍ଶିନୀ):କଟକ ଏସ୍ସିବି ମେଡିକାଲରେ ଅନେକ ଅବ୍ୟବସ୍ଥା ଦେଖିବାକୁ ମିଳିଛି। ମେଡିକାଲର କେତେକ ସ୍ଥାନରେ ଫ୍ୟାନ୍ ବ୍ୟବସ୍ଥା ନ ଥିବାବେଳ ଆଉ କେତେକ ସ୍ଥାନରେ ଲାଗିଥିବା ଏସିରୁ…
ଭୁବନେଶ୍ୱର,୨୯।୫(ଶର୍ମିଷ୍ଠା ପାଣିଗ୍ରାହୀ):ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଅସୁସ୍ଥ ହୋଇପଡ଼ିଛନ୍ତି। ଏ ନେଇ ସେ ତାଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସ ଯୋଗେ ମଙ୍ଗଳବାର…
ଭୁବନେଶ୍ୱର,୨୯।୫: ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ କଟକ ଏସସିବିରେ ଭର୍ତ୍ତି ହୋଇଛନ୍ତି। ଖୋର୍ଦ୍ଧା ଜେଲରୁ ଅଣାଯାଇ ତାଙ୍କୁ ଭୋର ୪ଟାରେ ଏସସିବିରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି।…
ଯାଜପୁର,୨୯ା୫(ହର୍ଷବର୍ଦ୍ଧନ ବେହେରା):ଭାରତୀୟ ଗଣତନ୍ତ୍ର ପାଇଁ ରାଜନୀତିର ଅପରାଧୀକରଣ ଉଦ୍ବେଗର ବିଷୟ। ଏହାସହ ପ୍ରାର୍ଥୀଙ୍କ ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ତାଲିକା ମଧ୍ୟ ରାଜନୀତି ପାଇଁ ବେଶ୍ ଗୁରୁତ୍ୱପୂର୍ଣ୍ଣ।…
ଖଇରା, ୨୯।୫(ଉତ୍କଳବନ୍ଧୁ ପଣ୍ଡା):ବାଲେଶ୍ୱର ଜିଲା ସିମୁଳିଆ ବିଧାନସଭା ନିର୍ବାଚନମଣ୍ଡଳୀରେ ପ୍ରଚାର ଜମିଚାଲିଛି। ଭୋଟଗ୍ରହଣ ଆଉ ମାତ୍ର ୨ ଦିନ ବାକି ଥିବା ବେଳେ ଏପର୍ଯ୍ୟନ୍ତ ସବୁ ଦଳରେ…
ଭୁବନେଶ୍ୱର, ୨୯।୫(ସୁନିତ୍ ମିଶ୍ର):ଶେଷ ପର୍ଯ୍ୟାୟ ଭୋଟ ଲାଗି ପ୍ରଚାର କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ପ୍ରଧାନମନ୍ତ୍ରୀ ମଧ୍ୟାହ୍ନ ୧୨ଟା ୩୦ରେ…
ଭୁବନେଶ୍ୱର, ୨୯ା୫(ସୁନିତ୍ ମିଶ୍ର):ନିର୍ବାଚନ କମିଶନ(ଇସି)ଙ୍କ ଦ୍ୱାରା ମଙ୍ଗଳବାର ପ୍ରକାଶ ପାଇଥିବା ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଗଣତନ୍ତ୍ରକୁ ସୁଦୃଢ଼ କରିବ। ଶାସକ ବିଜେଡି ପାଇଁ କାମ କରୁଥିବା କାରଣରୁ ବରିଷ୍ଠ…
ଭୁବନେଶ୍ୱର, ୨୯।୫ (ତପନ ସ୍ବାଇଁ): ଫିଲିପାଇନ୍ସର ମାନିଲାଠାରେ ଚାଲିଥିବା ୫ମ ଏସୀୟ ମହିଳା ଭଲିବଲ (ଏଭିସି) ଚ୍ୟାଲେଞ୍ଜ କପ୍ରେ ଭାରତୀୟ ଦଳ ମଙ୍ଗଳବାର ଇଣ୍ଡୋନେସିଆକୁ ପରାସ୍ତ କରିଛି।…
ପ୍ୟାରିସ୍,୨୯ା୫: ଗ୍ରାଣ୍ଡସ୍ଲାମ ଇଭେଣ୍ଟ ଫ୍ରେଞ୍ଚ ଓପନ ଟେନିସ ଟୁର୍ନାମେଣ୍ଟର ପ୍ରଥମ ରାଉଣ୍ଡରେ ପରାଜୟ ସହ ଅବସର ଘୋଷଣା କରିଛନ୍ତି ଫ୍ରେଞ୍ଚ ଖେଳାଳି ଆଲିଜ୍ କର୍ନେଟ୍। ବିଶ୍ୱ ମାନ୍ୟତାର…
ପ୍ୟାରିସ୍,୨୯ା୫: ଗ୍ରାଣ୍ଡସ୍ଲାମ ଇଭେଣ୍ଟ ଫ୍ରେଞ୍ଚ ଓପନ ଟେନିସ ଟୁର୍ନାମେଣ୍ଟର ତୃତୀୟ ଦିନ ପୁରୁଷ ସିଙ୍ଗଲ୍ସ ଇଭେଣ୍ଟରେ ସହଜ ବିଜୟ ହାସଲ କରିଛନ୍ତି କାସ୍ପର ରୁଡ୍ ଓ ଡାନିଲ…