Home Left

୩ ‘ପରମ ରୁଦ୍ର ସୁପର କମ୍ପ୍ୟୁଟର’ର ଉଦଘାଟନ କଲେ ମୋଦି, ଜାଣନ୍ତୁ କ’ଣ ରହିଛି ଏହାର ବିଶେଷତା

ନୂଆଦିଲ୍ଲୀ,୨୬।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ତିନୋଟି ସୁପର କମ୍ପ୍ୟୁଟରକୁ ଦେଶ ପାଇଁ ଉତ୍ସର୍ଗ କରିଛନ୍ତି। ଏହି ତିନୋଟି କମ୍ପ୍ୟୁଟର ସଂପୂର୍ଣ୍ଣ ଭାବେ ଭାରତରେ ନିର୍ମିତ ହୋଇଛ।…

2 years ago

ପରିବାର ଛାଡି ଲିଭ୍‌ ଇନ୍‌ରେ ରହୁଥିଲେ ମହିଳା: ହତ୍ୟା କଲା ପ୍ରେମିକ

ବଣାଇଁ,୨୬।୯(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡ ଗୁରୁଣ୍ଡିଆ ଥାନା କନ୍ୟାଶ୍ରମ ବସ୍ତିରେ ଜଣେ ମହିଳାଙ୍କୁ ହତ୍ୟା କରାଯାଇଛି। ଗୁରୁବାର ପୋଲିସ ମୃତଦେହ ଜବତ କରି ସ୍ଥାନୀୟ…

2 years ago

ଭାଜପାକୁ ଲାଗିଲା ବଡ ଝଟ୍‌କା, ୨୦ ବର୍ଷ ଦଳରେ ଥାଇ ଏବେ…

ରାଞ୍ଚି,୨୬।୯: ଚେନପୁର ରାଜ ପରିବାରର ସଦସ୍ୟ ତଥା ଭାଜପାର ପୂର୍ବତନ ରାଜ୍ୟ ମନ୍ତ୍ରୀ ବିବେକ ଭବାନୀ ସିଂ ବୁଧବାର କଂଗ୍ରେସରେ ଯୋଗ ଦେଇଛନ୍ତି। ସେ ରାଜ୍ୟ କଂଗ୍ରେସ…

2 years ago

ଗୁଜରାଟ ସରକାରଙ୍କୁ ସୁପ୍ରିମକୋର୍ଟରୁ ଲାଗିଲା ବଡ ଝଟକା!

ନୂଆଦିଲ୍ଲୀ,୨୬।୯: ବିଲକିସ ବାନୋ ମାମଲାରେ ସୁପ୍ରିମକୋର୍ଟଙ୍କଠାରୁ ଗୁଜରାଟ ସରକାରଙ୍କୁ ଏକ ବଡ ଝଟ୍‌କା ଲାଗିଛି। ଗୁରୁବାର ସୁପ୍ରିମକୋର୍ଟ ଗୁଜରାଟ ସରକାରଙ୍କ ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି, ଯେଉଁଥିରେ ବିଲକିସ…

2 years ago

ନର୍ସିଂ କର୍ମଚାରୀଙ୍କ ଆନ୍ଦୋଳନ: ହସ୍ପିଟାଲ ଆସି ରୋଗୀ ହଟହଟା

ବରଗଡ଼, ୨୬।୯( ପ୍ରେମାନନ୍ଦ ଖମାରୀ): ୧୦ ଦଫା ଦାବି ନେଇ ନର୍ସିଂ କର୍ମଚାରୀମାନେ ରାଜ୍ୟବ୍ୟାପୀ ଆନ୍ଦୋଳନ କରୁଛନ୍ତି। ବରଗଡ଼ ଜିଲାରେ କାର୍ଯ୍ୟରତ କର୍ମଚାରୀମାନେ ମଧ୍ୟ ଏଥିରେ ସାମିଲ…

2 years ago

ଖଣି ମାଫିଆଙ୍କ ହାତବାରିସୀ ସାଜିଛି ପୋଲିସ: ଗୁମର ଫିଟାଇଲା ଏଡିଜିଙ୍କ ଚିଠି

କଟକ,୨୬ା୯: ଡ୍ୟୁଟି ଛାଡ଼ି ଅଣ ପୋଲିସ କାର୍ଯ୍ୟରେ ମାତିଛନ୍ତି ଅଧିକାରୀ। ଖଣି ଓ ଶିଳ୍ପାଞ୍ଚଳରେ ପରିବହନ କାର୍ଯ୍ୟରେ ପୋଲିସ କରୁଛନ୍ତି ସହାୟତା। ଏସ୍‌ପି ଓ ଡିସିପିଙ୍କୁ ଏଡିଜି…

2 years ago

ଫୁଲୁଛି ସୁବର୍ଣ୍ଣରେଖା: ପୁଣି ବଡ଼ବନ୍ୟା ଆଶଙ୍କା 

ଭୋଗରାଇ,୨୬l୯(ପ୍ରଦୀପ ଦାସ): ଲଘୁଚାପ ଜନିତ ଲଗାଣ ବର୍ଷାରେ ୩ଦିନ ଧରି ଅବିଶ୍ରାନ୍ତ ବର୍ଷା ଲାଗି ରହିବାରୁ ବାଲେଶ୍ୱର ଜିଲାର ସବୁଠି ଜଳାର୍ଣ୍ଣବ ସହିତ ଜନଜୀବନ ଦୁର୍ବିଷହ ହୋଇପଡିଛି।…

2 years ago

ମନ୍ଦିର ପରିସରରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଆତ୍ମହତ୍ୟା

ଧରାକୋଟ,୨୬ା୯(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ଅଧୀନ ରୁଗୁମୁ ପଞ୍ଚାୟତ ଅନ୍ତର୍ଗତ ବେଠୁଆର ଗ୍ରାମର ମା’ଘୋଡ଼ାଦେଈ ଠାକୁରାଣୀଙ୍କ ପୀଠରେ ଜଣେ ଅବସରପ୍ରାପ୍ତ ଶିକ୍ଷକ ଦଉଡ଼ି…

2 years ago

କୃଷକଙ୍କ ୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଛାଡ କଲେ ସରକାର

ରାଞ୍ଚି,୨୬।୯: ଝାଡ଼ଖଣ୍ଡରେ ବିଧାନସଭା ନିର୍ବାଚନ ତାରିଖ ଘୋଷଣା ହେବାର ଠିକ ପୂର୍ବରୁ ରାଜ୍ୟର ଜେଏମଏମ-କଂଗ୍ରେସ-ଆରଜେଡି ମିଳିତ ସରକାର କୃଷକଙ୍କ ୨ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଛାଡ କରିଛନ୍ତି।…

2 years ago

ପମି ଆଣିଲେ ଅଭିଯୋଗ: ଚୋରି କରି ନେଇଛନ୍ତି ମୋ ଗୀତ

ଭୁବନେଶ୍ୱର,୨୬ା୯: ଗୀତ ଚୋରି ଅଭିଯୋଗରେ ସାଇବର ଥାନାର ଦ୍ୱାରସ୍ଥ କଣ୍ଠଶିଳ୍ପୀ ପମି ମିଶ୍ର। ତାଙ୍କର ୧୪ ବର୍ଷ ପୁରୁଣା ଗୀତ ଚୋରି ନେଇ ପ୍ରଯୋଜନା ସଂସ୍ଥା ନାଁରେ…

2 years ago